ରାଜ୍ୟ

ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆସନ୍ତା…

ବିଧାନସଭାରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ରାସନ କାର୍ଡରୁ କଟାଗଲାଣି ୧୬ଲକ୍ଷରୁ ଅଧିକ ନାଁ, କରୁଛନ୍ତି କି ଏହି ଭୁଲ…

ଭୁବନେଶ୍ୱର,୧୧।୯: ରାସନ କାର୍ଡକୁ ନେଇ ବଡ଼ ସୂଚନା। ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କଷ୍ଣଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। ବିଧାନସଭାରେ ବିଧାୟିକା ସୋଫିଆ ଫିରର୍ଦ୍ଦୋସଙ୍କ ପ୍ରଶ୍ନରେ ଉତ୍ତର ରଖି କୃଷ୍ଣ ପାତ୍ର କହିଛନ୍ତି, ୨୦୧୬-୧୭ରୁ ଏବେ ଯାଏଁ…

ବିଧାନସଭାରେ ଉଠିଲା ପ୍ରଶ୍ନ, ମାଗଣା ବିଜୁଳିକୁ ନେଇ ମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୧।୯: ବିଧାନସଭାରେ ଉଠିଲା ମାଗଣା ବିଜୁଳି ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ବିରୋଧୀ। ମାଗଣା ବିଜୁଳିକୁ ନେଇ କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ପ୍ରଶ୍ନର ବିଧାନସଭାରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନବର୍ଦ୍ଧନ ସିଂହଦେଓ।…

ମାଡ଼ି ଆସିଲେ ମହିଳା, ଭୁବନେଶ୍ବରରେ ଚହଳ ! କଲେ ବଡ଼ ଦାବି

ଭୁବନେଶ୍ୱର,୧୧।୯: ଗାନ୍ଧୀମାର୍ଗରେ ନିଖିଳ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ସଦସ୍ୟାମାନଙ୍କର ବଡ଼ ଆନ୍ଦୋଳନ। ବିଧାନସଭା ସମ୍ମୁଖରେ ଏକାଠି ହୋଇ କରିଛନ୍ତି ଗର୍ଜନ। ହଜାର ହଜାର ମହିଳା ଏକାଠି ହୋଇ ୬ମାସର ବକେୟା ଦରମା ପାଇବା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ୱର,୧୧।୯: ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ଭାଜପାରେ ସାମିଲ୍‌ ହୋଇଛନ୍ତି। ଏବେ ସବୁଠି ଗୋଟିଏ ଚର୍ଚ୍ଚା ଭାଜପା ସୁଜିତଙ୍କୁ ପୁଣିଥରେ ରାଜ୍ୟ ସଭା ପଠାଇବ କି? ତେବେ ଏନେଇ ଭାଜପା ସଭାପତି ମନମୋହନ ସାମଲ ବୁଧବାର ଦିଲ୍ଲୀ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରମିକଙ୍କୁ ମିଳିବ ୬ଲକ୍ଷ ଟଙ୍କା

ଭୁବନେଶ୍ୱର,୧୧।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ଶ୍ରମିକଙ୍କ ପାଇଁ ବଡ଼ ସହାୟତା ରାଶି ଘୋଷଣା କଲେ ସରକାର। ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ…

ସହକାରୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି, ମାଳ ମାଳ କୋଠା ଦେଖି ତାଜୁବ ହୋଇଗଲା ଭିଜିଲାନ୍ସ

ଭୁବନେଶ୍ୱର,୧୧।୯: ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଚଢାଉ ବେଳେ ଯନ୍ତ୍ରୀଙ୍କ ୬ଟି ବହୁତଳ କୋଠା ଭିଜିଲାନ୍ସ ଟିମ ଠାବ କରିଛି। ୨ଟି ୪ ମହଲା, ୨ଟି ୩ ମହଲା ଓ…

ତିନି ଦୁର୍ବୁତ୍ତ ବାଇକରେ ଆସି ଯୁବକଙ୍କ ଠାରୁ ଛଡ଼ାଇ ନେଲେ ମୋବାଇଲ

ବାଲିଗୁଡ଼ା:୧୧।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହର ସମେତ ଥାନା ଅଞ୍ଚଳରେ ଦିନକୁ ଦିନ ଲୁଟ, ଡକାୟତି, ଚୋରି ବଢ଼ିବାରେ ଲାଗିଛି । ଘଟଣାକୁ ନେଇ ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ ପୁଣି ଏକ ଲୁଟ…

ଠକୁଛନ୍ତି ସୁନା ଦୋକାନୀ! ଏସବୁ ଜିଲାରେ ବେଶୀ ଠକେଇ, କିଣୁଛନ୍ତି କି… 

ଭୁବନେଶ୍ୱର,୧୧।୯: ବିଧାନସଭା ଚାଲିଥିବା ବେଳେ ଗୃହରେ ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ ବୋଲି ରଣେନ୍ଦ୍ର ସ୍ବାଇଁ ପ୍ରଶ୍ନ କରିଥିଲେ। ତାଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ୫ ମାସରେ ୧୧୬ ସୁନା…

କାହଁକି ବିଧାନସଭାରେ କାଗଜ ଫୋପାଡ଼ିଲେ ତାରା ବାହିନୀପତି: ମିଳିଲାନି କି…

ଭୁବନେଶ୍ୱର,୧୧।୯: ବିଧାନସଭା ଚାଲିଥିବା ବେଳେ ଗୃହରେ ଶୂନ୍ୟକାଳରେ ନେତା ମନ୍ତ୍ରୀ ପ୍ରଶ୍ନ ପଚରାଉଚରା ହେଉଛନ୍ତି। ତେବେ ଏହି ସମୟରେ ଶୂନ୍ୟକାଳରେ ଜୟପୁର ବିଧାୟକ ଗୃହରେ କାଗଜ ଫୋପାଡ଼ି କକ୍ଷ ତ୍ୟାଗ କରିଛନ୍ତି। ଶୂନ୍ୟକାଳରେ ତାଙ୍କୁ ସୁଯୋଗ ନ ମିଳିବାରୁ ବାହିନୀପତି କାଗଜ…

ପ୍ରେମିକଙ୍କ ସହ ଫେରାର ଥିଲେ ଝିଅ, ବାହାକରିବାକୁ ଡାକି ଟାଙ୍ଗିଆରେ ହାଣିଦେଲେ ବାପା , ପରେ….

ରାୟଗଡ଼ା,୧୧।୯(ଆଶିଷ ରଞ୍ଜନ ପଣ୍ଡା): ପ୍ରେମିକଙ୍କୁ ଟାଙ୍ଗିଆରେ ହାଣି ମାରିଲେ ପ୍ରେମିକାଙ୍କ ବାପା। ଏଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ଥାନା ଅଞ୍ଚଳରେ। ମୃତ ଯୁବକ ଜଣଙ୍କ ହେଲେ କାଶୀପୁର ବ୍ଲକ ଅଡାଯୋର୍‌ ପଞ୍ଚାୟତ ଅଡାଟାକିରି ଗାଁର ମଙ୍ଗଲସିଂ ମାଝୀ…

ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ହେବ ୨ ଶହ ଗୋଶାଳା, ଗୋଖାଦ୍ୟ ପାଇଁ ଦୈନିକ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୧୧।୯: ରାଜ୍ୟରେ ଦୁଇ ଶହ ଗୋଶାଳା କରିବେ ସରକାର। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ହେବ। ଗୋଶାଳାକୁ ପ୍ରୋତ୍ସାହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?