କଲରାପତରିଆ ବାଘ ଗଣନା ଆରମ୍ଭ
ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ ୪୦ଦିନ ଧରି ଚାଲିବ। ସେହିଭଳି ହାତୀ ଗଣନା ଆସନ୍ତା ୨୨ତାରିଖରୁ ଆରମ୍ଭ ହେବ ବୋଲି…
କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ
ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଆଗାମୀ ନିର୍ବାଚନରେ କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ହେବ…
ଓଡ଼ିଆ ଅସ୍ମିତା କଥା କହିବାର ଅଧିକାର ଧର୍ମେନ୍ଦ୍ରଙ୍କ ନାହିଁ: ବିଜେଡି
ଭୁବନେଶ୍ୱର,୪ା୫(ଅନିଲ ଦାସ): ଓଡ଼ିଆ ଅସ୍ମିତା ମହାପ୍ରଭୁ ଜଗନ୍ନାଥଙ୍କଠାରୁ ଆରମ୍ଭ ହୁଏ, ଯିଏ କି କେବଳ ଦେବତା ନୁହନ୍ତି, ସେ ହେଉଛନ୍ତି ଓଡ଼ିଶାର ହୃଦ୍ସ୍ପନ୍ଦନ ା ଯେତେବେଳେ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ହାତକୁ ନେବାକୁ ନିଷ୍ପତ୍ତି ନେଇଥିଲେ, ସେତେବେଳେ ସେ…
ଓଡ଼ିଆ ଅସ୍ମିତା ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୪।୫(ସୁନିତ୍ ମିଶ୍ର): ଓଡ଼ିଆ ସମାଜ ସମ୍ମୁଖରେ ଓଡ଼ିଆ ଭାଷା, ଐତିହ୍ୟ, ଗୌରବ, ଅସ୍ମିତା ଓ ସଂସ୍କୃତି ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଯେଉଁ ସମାଜର ଐତିହ୍ୟ ହଜାର ହଜାର ବର୍ଷ ତଳର, ତା’ର…
ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲ କଲେ ଅନୁଭବ
ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି ନିର୍ବାଚନ କ୍ଷେତ୍ର ଉପରେ ରହିଛି। ବିଜେଡି ଭାପୁର ବ୍ଳକ୍ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କୁ ଟିକେଟ…
ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ
ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର କରିବେ।…
ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ
ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ ଉଷ୍ମତା ସୃଷ୍ଟି କରିଛି। ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲଗାତାର ୬ଷ୍ଠ…
ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’
ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି ଏକ୍ସ’ରେ…
ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ…
ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ଆଲୋଚନା ହେଉଥିଲା ଯେ, ସୌମ୍ୟ ଘସିପୁରାରୁ ଭାଜପା…
ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା
ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜନି ସୋରେନ ମୟୂରଭଞ୍ଜ ଲୋକ ସଭା ଆସନ ସହିତ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ।…
ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ
କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝୀ ଓ ଅଖିଳ ନାଏକ ଶୁକ୍ରବାର ଦିନ ନିଜ ନିଜର ପ୍ରାର୍ଥୀ ପତ୍ର…
Archives


