ରାଜ୍ୟ

ଆଜିଠୁ ବରଗଡ଼ରେ ଧାନକିଣା: ଧାନବିକ୍ରି ଟୋକନ୍ ଧର୍ମକୁ ଆଖିଠାର

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଧାନ ସଂଗ୍ରହ ପ୍ରକ୍ରିୟା ହେବ। ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜିଲାରେ ପ୍ରଥମଥର ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଏଭଳି ବିଳମ୍ବ ହୋଇଛି। ଏହାସତ୍ତ୍ୱେ ଏପର୍ଯ୍ୟନ୍ତ ଚାଷୀମାନଙ୍କୁ...

ମକା ବୋଝେଇ ଟ୍ରକ୍‌ ସହ ଘାଟିରୁ ଖସିପଡ଼ିଲେ ଚାଳକ, ଚାଲିଗଲା ଜୀବନ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଗୁରୁବାର ରାତିରେ ଜରଉ ଘାଟିରେ ଏକ ମକା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ଜୀବନ ଚାଲିଯାଇଛି। ମୃତ ଡ୍ରାଇଭର ଜଣକ ହେଲେ ଗଞ୍ଜାମ...

ୟୁରୋପ ଝିଅ ଓଡ଼ିଶା ବୋହୂ, ପ୍ରେମିକଙ୍କୁ ପାଇବା ପାଇଁ ପାରି ହେଲେ ସାତ ଦରିଆ, ପଡ଼ିଲା ହାତଗଣ୍ଠି

ଗଜପତି,୨୮ା୧୧(ଗିରିଧାରୀ ପରିଚ୍ଛା): କୁହାଯାଏ ପ୍ରେମ ଅନ୍ଧ। ପ୍ରେମକୁ ପାଇବା ପାଇଁ ଜଣେ କିଛି ବି କରିପାରେ। ପ୍ରେମିକ ହେଉ ବା ପ୍ରେମିକା ମନର ମଣିଷକୁ ପାଇବା ପାଇଁ ସବୁ ପ୍ରକାର ବାଧାବିଘ୍ନ ସାମ୍ନା କରିଥାଏ। ଏପରିକି ସାତ ଦରିଆ ପାରି...

ବିଧାନସଭାରେ ଉଠିଲା ଭୁବନେଶ୍ୱର କେଭି-୩ ବୋମାମାଡ଼ ପ୍ରସଙ୍ଗ

ଭୁବନେଶ୍ୱର,୨୮ା୧୧: ରାଜଧାନୀ ଭୁବନେଶ୍ୱରରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ (KV-3) ସାମ୍ନାରେ ବୋମାମାଡ଼ ଘଟଣା ଶୁକ୍ରବାର ବିଧାନସଭାରେ ଉଠିଛି। ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଗୃହରେ ଏହି ପ୍ରସଙ୍ଗ ଉଠାଇ ଘଟଣାର ସତ୍ୟାସତ୍ୟ ଜଣାଇବାକୁ ଦାବି କରିଛନ୍ତି। ଏହାର ଉତ୍ତରରେ...

ଏତିକି ଛାତ୍ରଛାତ୍ରୀ ଥିବା ସ୍କୁଲ୍ ଖୋଲିବ ନାହିଁ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮ା୧୧: ରାଜ୍ୟରେ ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯିବ ନାହିଁ ବୋଲି ଗଣଶିକ୍ଷା ମନ୍ତ୍ରୀ ଗୁରୁବାର ସ୍ପଷ୍ଟ କରିଛନ୍ତି। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା...

ଯୁବକଙ୍କୁ ଇଟାରେ ଛେଚିଛେଚି ନିର୍ମମ ହତ୍ୟା, ରାସ୍ତାପାର୍ଶ୍ୱରେ ପଡ଼ିଛି…

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଛିନି): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ବଡ଼ଖୁଣ୍ଟା ଗ୍ରାମରେ ଘଟିଛି ଏକ ଜଘନ୍ୟ ହତ୍ୟାକାଣ୍ଡ। ରାସ୍ତାପାର୍ଶ୍ୱରେ ପଡ଼ିଛି ମୃତଦେହ। ଖୁଣ୍ଟା ଥାନା ଖପରାପାଳ ଗ୍ରାମର ଗଣେଷ ହେମ୍ବ୍ରମ ଗୁରୁବାର ଖୁଣ୍ଟା ସାପ୍ତାହିକ ହାଟ ଆସିଥିଲେ। ହେଲେ ହାଟରୁ...

ଆବେଦନ ଖାରଜ କଲେ ହାଇକୋର୍ଟ: କେଭି ସିଂହଦେଓ, ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା

କଟକ,୨୮ା୧୧: ୨୦୨୪ ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ମାମଲା ଚାଲିବ। ଉଭୟ ନେତାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି।...

ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ,୨୮ା୧୧: ଶୁକ୍ରବାର ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ଦର୍ଶନ ବେଳେ ଚାଙ୍ଗଡ଼ା ଘର ନିକଟରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରିଦେଇଥିଲେ। ଏହା ପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି। Dharitri – Odisha’s No.1 Odia Daily  

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ତିନି ଯୁବକ ଏକ...

ପ୍ରବଳ ଶୀତରେ ଥରିଲାଣି ଦାରିଙ୍ଗବାଡ଼ି, ଆଜି ତାପମାତ୍ରା ରହିଛି…

ଦାରିଙ୍ଗବାଡ଼ି,୨୮ା୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ପ୍ରବଳ ଶୀତ ଅନୁଭୂତ ହୋଇଛି। ଗତ ୪ ଦିନରେ ୭ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି। ୧୫ ଡିଗ୍ରୀ ତାପମାତ୍ରାରୁ ଶୁକ୍ରବାର ସକାଳ ସୁଦ୍ଧା ୮. ୫ ଡିଗ୍ରୀରେ...

ରାଷ୍ଟ୍ରପତିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ରାଜ୍ୟପାଳ, ଯୋଗଦେଲେ ମାନ୍ୟଗଣ୍ୟ ବ୍ୟକ୍ତି

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନାର୍ଥେ ଗୁରୁବାର ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ରାଜଭବନରେ ଏକ ସମ୍ମାନଜନକ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ପତ୍ନୀ ଜୟଶ୍ରୀ କମ୍ଭମପାଟି ମଧ୍ୟ ଉପସ୍ଥିତ ଥିଲେ।...

ଶିକ୍ଷକ ବଦଳିରେ ଏମ୍‌ପି, ଏମ୍‌ଏଲ୍‌ଏ କରିପାରିବେ ନାହିଁ ସୁପାରିସ

କଟକ,୨୭।୧୧(କାର୍ତ୍ତିକ ସାହୁ) ସରକାରୀ ସ୍କୁଲରେ ଶିକ୍ଷକ ବଦଳି ପାଇଁ ଏମ୍‌ପି, ଏମ୍‌ଏଲ୍‌ଏ ସୁପାରିଶ କରିପାରିବେ ନାହିଁ। ଏଭଳି ସୁପାରିଶ ଦ୍ୱାରା ପ୍ରଶାସନିକ ଓ ଶିକ୍ଷା ବ୍ୟବସ୍ଥାରେ ଅନାବଶ୍ୟକ ରାଜନୈତିକ ହସ୍ତକ୍ଷେପ ହେବ। ତେଣୁ ରାଜ୍ୟ ସରକାରଙ୍କ ଚାକିରୀ ନିୟମାବଳି ଅନୁଯାୟୀ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri