ଓରାଙ୍ଗ୍ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍ଟିଏଫ୍
ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍। ଏହା ଏକ ଅନ୍ତର୍ଜାତୀୟ ପ୍ରାଣୀ ଚୋରା ଚାଲାଣ ର଼୍ୟାକେଟ ହୋଇଥିବାରୁ…
ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…
ଭୁବନେଶ୍ୱର,୧୨ା୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ନିବେଶକମାନଙ୍କୁ ସହଭାଗୀ ହେବା…
ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍ ପାଣିଗ୍ରାହୀ
ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନାର ଏଏସଆଇ (ASI) ସୁଜିତ୍ ପାଣିଗ୍ରାହୀ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।…
ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା
ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇଁ ଶୁକ୍ରବାର ଅପରାହ୍ନରେ ଭବାନୀପାଟଣା ସାର୍କିଟ…
ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ
ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି ଉଦାରମା ଜଙ୍ଗଲକୁ ଯାଇଛନ୍ତି। ହାତୀପଲ ତୁଡାଲଗା ନିକଟରେ ରାଜ୍ୟ ରାଜପଥ ଅତିକ୍ରମ କରି…
ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ
କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଲଦ ସିକକାଙ୍କୁ ତୁରନ୍ତ ନିଃସର୍ତ୍ତ ମୁକ୍ତ କରିବା…
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ ଓ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍…
ପିଡିଏସ୍ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍ପି
କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ ନିକଟ ଜୟ ଗୋସାଈ ଆଗ୍ରୋ ଫୁଡସ ପ୍ରାଇଭେଟ ଲିମିଟେଡ ପରିସରରୁ ଜବତ କରାଯାଇଛି।…
ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ ଗତ ଅଗଷ୍ଟ ୬ ତାରିଖରେ ୧୪୦ ଜଣ ଅନ୍ତେବାସୀ ଛାତ୍ର ହଷ୍ଟେଲ ଛାଡ଼ିଥିଲେ।…
ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର
ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ, ବାପାଙ୍କୁ ବଞ୍ଚାଇବାକୁ ଯାଇ ପୁଅ ମଧ୍ୟ ଆକ୍ରମଣର ଶିକାର…
ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍ କ୍ଲିକ୍ ଖାଲି କରିଦେବ ପୂରା ଆକାଉଣ୍ଟ
ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି। ବିଶେଷ କରି ଆଗାମୀ ପାର୍ବଣ ଋତୁରେ ଅନ୍ଲାଇନ ଶପିଂ ବୃଦ୍ଧି ପାଉଥିବାରୁ, ନକଲି…
ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି
ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ ପଡିଥିଲେ। ନଦୀକୁ ଡେଇଁଥିବା ଯୁବକ ଜଣକ ସିଭିଲ ଟାଉନ୍ସିପ ଅଞ୍ଚଳର ବୋଲି ସୂଚନା…

