ରାଜ୍ୟ

ରାଜ୍ୟରେ ବଢିବ ତାତି: ୪ ଦିନରେ ୪୦ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୧୦।୩(ଅନୁରାଧା ମହାରଣା)- ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲା ଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲେ ମଧ୍ୟ ଅନ୍ୟ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ରବିବାର ବୌଦ୍ଧରେ ସର୍ବାଧିକ ୩୭.୨...

ଭାଇ ପରେ ଚାଲିଗଲା ଭଉଣୀର ଜୀବନ

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ମାସେ ତଳେ କାମୁଡ଼ି ଥିଲା କୁକୁର। ପରିବାର ଲୋକେ କିନ୍ତୁ ଡାକ୍ତରଙ୍କୁ ନ ଦେଖାଇ ଜଡ଼ିବୁଟି ଚିକତ୍ସା କରାଇଥିଲେ। ଏବେ କୁକୁର କାମୁଡ଼ି ଥିବା ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି। ଏପରି ଅଭାବନୀୟ ଘଟଣା...

ମାଓବାଦୀଙ୍କ ସ୍ତୁପ ଧ୍ୱଂସ କଲେ ମହିଳା କମାଣ୍ଡୋ

ମାଲକାନଗିରି, ୧୦ା୩(ଦୁର୍ଯୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡାରେ ଏକ ମାଓବାଦୀ ସ୍ତୂପକୁ ମହିଳା ଯବାନମାନେ ଧ୍ୱଂସ କରି ଦେଇଛନ୍ତି। ଛତିଶଗଡ଼ ଦନ୍ତେୱାଡାରେ ବସ୍ତର ଫାଇଟରର ମହିଳା କମାଣ୍ଡୋମାନେ ବେଚାପାଲ୍‌ ଅଞ୍ଚଳରେ ତଲାସି ଅଭିଯାନ ବେଳେ ଘଞ୍ଚ ଜଙ୍ଗଲ...

ଆସୁଛି ନିର୍ବାଚନ, ଜାଣନ୍ତୁ କିପରି କରିବେ ଭୋଟର ଆଇଡି ପାଇଁ ଆବେଦନ ?

ଭୁବନେଶ୍ୱର,୧୦।୩: ଆଗକୁ ବିଧାନସଭା ଏବଂ ଲୋକସଭା ନିର୍ବାଚନ ଆସୁଥିଲା ବେଳେ ବର୍ତ୍ତମାନ ସୁଦ୍ଧା ଅନେକ ନୂଆ ଯୁବ ଭୋଟର ସେମାନଙ୍କର ଭୋଟର ଆଇଡି କରି ସାରିଲେଣି। ଏବେ ମଧ୍ୟ ଭାରତୀୟ ନିର୍ବାଚନ ଆୟୋଗ ୧୮ ବର୍ଷ ଅତିକ୍ରମ କରିଥିବା ଭାରତୀୟ...

ମେଣ୍ଟକୁ ନେଇ ମତ ଦୋହରାଇଲେ ଭାଜପା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ

ଭୁବନେଶ୍ୱର,୧୦।୩: ଭାଜପା ଏବଂ ବିଜେଡି ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଛି। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ସେଠାରେ ମେଣ୍ଟ ନେଇ ଆଲୋଚନା ହେବ ନା କେବଳ...

ଦିଲ୍ଲୀରୁ ଆସିଲା ଡାକରା: ପ୍ରଭାରୀଙ୍କ ସହ ଦିଲ୍ଲୀ ଗଲେ ରାଜ୍ୟ ଭାଜପା ନେତୃତ୍ୱ

ଭୁବନେଶ୍ୱର,୧୦।୩: ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏହି ଚର୍ଚ୍ଚା ଭିତରେ ରାଜ୍ୟ ଭାଜପା ନେତୃତ୍ୱକୁ ପୁଣି ଦିଲ୍ଲୀରୁ ଡାକରା ଆସିଛି। ଡାକରା ପାଇ ରାଜ୍ୟ ଭାଜପା ନେତୃତ୍ୱ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ଏଥିରେ...

ରାତିରେ ଖୋଲିବ ନନ୍ଦନକାନନ, ଜାଣନ୍ତୁ ସମୟସୀମା ଏବଂ କିପରି କରିବେ ଟିକେଟ ବୁକିଂ

ଭୁବନେଶ୍ୱର,୧୦।୩: ଏଣିକି ରାତିରେ ନାନ୍ଦନକାନନ ପ୍ରାଣୀ ଉଦ୍ୟାନ ବୁଲିପାରିବେ ଲୋକେ। ଏକ ଅଭିନବ ଶିକ୍ଷା କାର୍ଯ୍ୟକ୍ରମ ମାଧ୍ୟମରେ ‘ନାଇଟ୍ ଆଉଟ୍ ଆଟ୍ ପ୍ରାଣୀ ଉଦ୍ୟାନ’ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଯାହା ମାଧ୍ୟମରେ ବର୍ତ୍ତମାନ ରାତିରେ ନନ୍ଦନକାନନ୍ ପ୍ରାଣୀ ଉଦ୍ୟାନ ପରିଦର୍ଶନ...

ମୁଖ୍ୟମନ୍ତ୍ରୀଙ୍କ ‘ମିଛ ଓ ଗୁଜବ’ ମନ୍ତବ୍ୟକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୦।୩(ଅସମାପିକା ସାହୁ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫-ଟି ଅଧ୍ୟକ୍ଷ କାତ୍ତିକ ପାଣ୍ଡିଆନ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏହି ଭିଡିଓ ଶେୟାର କରିଛନ୍ତି।...

ମେଣ୍ଟକୁ ନେଇ ପୁଣି ମୁହଁ ଖୋଲିଲେ ମନମୋହନ

ଭୁବନେଶ୍ୱର,୧୦।୩(ଅସମାପିକା ସାହୁ): ରାଜ୍ୟରେ ଭାଜପା ଏବଂ ବିଜେଡି ମେଣ୍ଟକୁ ନେଇ ସସପେନ୍ସ ଲାଗି ରହିଛ। ଭାଜପା ରାଜ୍ୟରେ ମେଣ୍ଟ ସମ୍ଭାବନାକୁ ବାରମ୍ବାର ଖାରଜ କରୁଥିବାବେଳେ ବିଜେଡି ନୀରବ ରହିଛି। ଏସବୁ ଭିତରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ମେଣ୍ଟକୁ...

ସେକ୍ସ ର଼୍ୟାକେଟରେ ଧରାପଡ଼ିଲେ ରାଣୀ ମହୁମାଛି, ଦୁଇ ଗ୍ରାହକଙ୍କ ସହ କୋର୍ଟ ଚାଲାଣ

ଗୋପାଳପୁର,୧୦ା୩(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧିନସ୍ଥ ହଳଦିଆପଦର ରାଳବ ରାସ୍ତାରେ ପୋଲିସ ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ରାଣୀ ମହୁମାଛି ସହିତ ଦୁଇ ଗ୍ରାହକ ପୋଲିସ କାବୁ କରିବା ସହ ଦୁଇ ଦେହଜୀବୀଙ୍କୁ ଉଦ୍ଧାର...

ଓଡ଼ିଶାରେ ଭାଜପା ସହ ପ୍ରଭାରୀ, ମେଣ୍ଟକୁ ନେଇ କହିଲେ … 

ଭୁବନେଶ୍ୱର, ୧୦।୩: ଏବେବି ମଧ୍ୟ ମେଣ୍ଟକୁ ନେଇ ଚର୍ଚ୍ଚା କମିନାହିଁ । କେଉଁଠି ନା କେଉଁଠି   ଲୋକଙ୍କ ମନକୁ ଆସୁଛି  ମେଣ୍ଟ ହେବ କି? ଏ ମଧ୍ୟରେ ରବିବାର ଭାଜପାର ରାଜ୍ୟ ନିର୍ବାଚନ ସହ ପ୍ରଭାରୀ ଲତା ଉସେଣ୍ଡି ଓଡ଼ିଶାରେ...

ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri