ରାଜ୍ୟ

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସଭାପତି ପ୍ରତାପ କୁମାର…

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି ଥରେ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନ ମିଳିବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…

ଅପରାଧୀଙ୍କୁ ଟିକେଟ ଦେବା ଭାଜପାର ସଂସ୍କୃତି: ବିଜେଡି

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ଓଡ଼ିଆ ସଂସ୍କୃତି ବିଶ୍ୱର ଯେ କୌଣସି ରାଜନୈତିକ ଦଳଠାରୁ ଏତେ ବଡ଼ ଯେ କୌଣସି ଦଳ ନିଜକୁ ବଡ଼ ଭାବି ଓଡ଼ିଆ ସଂସ୍କୃତିର ସୁରକ୍ଷା ପାଇଁ ଚିନ୍ତା କରିପାରିବେ ନାହିଁ ା କିନ୍ତୁ ଓଡ଼ିଶା ଭାଜପା ସଂସ୍କୃତିକୁ ପ୍ରଥମେ ବୁଝିବା…

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା କରାଯାଇଛି।…

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ…

୧୫ ଦିନ ଡରେଇଲାଣି ତାତି, ୪୫ ଡିଗ୍ରୀ ଟପିବ

ଭୁବନେଶ୍ୱର, ୩୦।୪(ଅସମାପିକା ସାହୁ):ରାଜ୍ୟରେ ଗତ ୧୫ ଦିନ ହେଲାଣି ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଚଳିତବର୍ଷର ଏହା ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଗ୍ରୀଷ୍ମପ୍ରବାହ। ଏହା ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୫ ଓ ୬ ତାରିଖ ଦୁଇଦିନ ଗ୍ରୀଷ୍ମ…

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ନାମାଙ୍କନ ପାଇଁ ସେ ପୂର୍ବାହ୍ନ ୧୦ଟା ୨୦…

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିବା ସୂଚନା ମିଳିଛି। ସ୍ଥାନୀୟ ଗ୍ରାମର ଜଣେ ଯୁବକ…

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ହୋଇଥିବା…

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏଠାରେ ଉଭୟ ସି-ଭିଜିଲ୍‌ ଆପ୍‌ ଏବଂ ଟେଲିଫୋନ୍‌ ମାଧ୍ୟମରେ ଆଦର୍ଶ ଆଚରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri