ରାଜ୍ୟ

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, କହିଲେ ଧୈର୍ଯ୍ୟ ରଖନ୍ତୁ, ସମସ୍ତଙ୍କୁ…

ଭୁବନେଶ୍ୱର,୭ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଯୋଜନା ସମ୍ପର୍କରେ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଆଜି ସୁଭଦ୍ରା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ସାମିଲ ହୋଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର…

୩ ଦିନରେ ଅବପାତର ରୂପ ନେବ ଲଘୁଚାପ: ୧୦ ଯାଏ ଲାଗିରହିବ ବର୍ଷା

ଭୁବନେଶ୍ୱର,୭।୯:ଦକ୍ଷିଣ ଓଡ଼ିଶା ଉପକୂଳର ପାଶର୍‌ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ଦିଗରେ ଗତି କରିବା ସହ ୩ ଦିନ ମଧ୍ୟରେ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଅବପାତରେ ପରିଣତ ହେବ। ଏହି ଅଞ୍ଚଳରେ ଏକ ମୌସୁମୀ ନିମ୍ନଚାପରେଖା ସକ୍ରିୟ…

ଆସନ୍ତା ୯ରେ ବନ୍ଦ ରହିବ ସବୁ ବ୍ୟାଙ୍କ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୭।୯: ଆସନ୍ତା ୯ ତାରିଖ ଅର୍ଥାତ୍‌ ସୋମବାର ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ପଶ୍ଚିମ ଓଡ଼ିଶା ଗଣପର୍ବ ନୂଆଁଖାଇ ପାଳନ ପାଇଁ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି। ସୋମବାର ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ…

ସୁଜିତ ଭାଜପାରେ ମିଶିବା ପରେ ବିଜେଡି ଗୁମର ଖୋଲିଦେଲେ ମମତା ମହନ୍ତ: ଆହୁରି….

ଭୁବନେଶ୍ୱର,୭।୯: ବିଜେଡିକୁ ଗୋଟିଏ ପରେ ଗୋଟେ ଝଟକା ଲାଗୁଛି। ପୂର୍ବତନ ବିଜେଡି ନେତ୍ରୀ ମମତା ମହାନ୍ତ କିଛିଦିନ ତଳେ ରାଜ୍ୟ ସଭାରୁ ଇସ୍ତଫା ଦେଇ ଭାଜପାରେ ଯୋଗଦେଇଥିଲେ। ଏହାପରେ ସେ ପୁଣି ଥରେ ଭାଜପାରୁ ରାଜ୍ୟ ସଭାକୁ ନିର୍ବାଚିତ ହୋଇ ନିଜ…

ପୂଜା ବଜାରରେ ଚର୍ଚ୍ଚାକୁ ଆସିଲା ଓଲିଉଡ୍‌ କଳି

ଭୁବନେଶ୍ୱର,୭ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ସିନେମାର ସ୍ଥିତି ସୁଧୁରି ଆସୁଥିବାବେଳେ ବିବାଦ ଓ କଳି ସିନେ ଜଗତକୁ ପୁଣି ପଛକୁ ନେଇଯାଉଛି। ପାଖାପାଖି ବର୍ଷେ ତଳେ ଓଲିଉଡ୍‌ରେ ଏକ ବଡ଼ ବିବାଦ ମୁଣ୍ଡ ଟେକିଥିଲା। ରାମ ଚଳଚ୍ଚିତ୍ରକୁ ପଶ୍ଚିମ ଓଡ଼ିଶାରେ ଚଲାଇ ଦିଆ…

ସରକାରୀ ଦଳ ଅସହିଷ୍ଣୁତାର ସୀମା ଟପିଛି: ବିଜେଡି

ଭୁବନେଶ୍ୱର,୭।୯(ଅନିଲ ଦାସ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ ରାଜ୍ୟ ସରକାର ତଥା ଭାଜପା ଯେଉଁଭଳି ଭାବେ ବିରୋଧୀ ଦଳଙ୍କ ପାଟି ବନ୍ଦ କରିବାକୁ ମିଛର ସାହାରା ନେଉଛି ତାହା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ। ସରକାରୀ ଦଳ ଅସହିଷ୍ଣୁତାର ସବୁ…

ବସ୍ତିବାସିନ୍ଦାଙ୍କୁ ଠକିଛନ୍ତି ବିଜେଡି ସରକାର: ବାବୁ ସିଂ

ଭୁବନେଶ୍ୱର, ୭।୯(ସୁନିତ୍‌ ମିଶ୍ର): ବିଧାନସଭାରେ ଶୁକ୍ରବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଖର୍ଚ୍ଚଦାବି ଆଲୋଚନା ସମୟରେ ବିରୋଧୀ ଦଳ ଉପରେ ଶାସକ ଦଳ ସଦସ୍ୟମାନେ ପ୍ରବଳ ବର୍ଷିଛନ୍ତି। ଏହି ବିଭାଗ ଅଧୀନରେ ଗତ ୨୪ ବର୍ଷ ମଧ୍ୟରେ ବ୍ୟାପକ…

ମନ୍ତ୍ରୀଙ୍କ ବଡ଼ ଘୋଷଣା: ସହରର ଗରିବଙ୍କୁ ମିଳିବ…

ଭୁବନେଶ୍ୱର, ୭।୯(ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ସହରକୁ ବିକଶିତ ସହରରେ ପରିଣତ କରିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଲକ୍ଷ୍ୟ। ଓଡ଼ିଶାର ୧୧୫ଟି ପୌରସଂସ୍ଥାରେ ଆମ ଜନସଂଖ୍ୟାର ୨୦ ପ୍ରତିଶତ ଲୋକ ବାସ କରୁଛନ୍ତି। ଆମ ସହର…

ଭାଟି ମ୍ୟାନେଜରଙ୍କୁ ମହିଳାଙ୍କ କଡ଼ା ଚେତାବନୀ

ବଡ଼ଗାଁ,୬ା୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଞ୍ଚଳରେ ମଦ ବିରୋଧୀ ଆନ୍ଦୋଳନ ତେଜୁଛି। ଗତ ୨ ସପ୍ତାହ ମଧ୍ୟରେ ଫୁଲବାରି ପଞ୍ଚାୟତର ଛାମୁଣ୍ଡା ଓ ଇତମା ପଞ୍ଚାୟତର ନକଟୀ ଗ୍ରାମର ମହିଳାମାନେ ଗାଁରେ ମଦ ବିକ୍ରି ବନ୍ଦ କରିବା ପାଇଁ…

ପୋଲିସକୁ ମିଳିଲା ବଡ଼ ସଫଳତା: ୩୦ ଚୋରା ବାଇକ୍‌ ଜବତ

ଟେନସା,୬।୯(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡା ଏବଂ କେ ବଲାଙ୍ଗ ଥାନା ଅଞ୍ଚଳରୁ ପୋଲିସ ୩୦ ଚୋରା ବାଇକ୍‌ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିଛି। ଏନେଇ କୋଇଡା ଏବଂ କେ.ବଲାଙ୍ଗ ଥାନାରେ ପୃଥକ ପୃଥକ ୨ଟି…

ଓଡ଼ିଶାରେ ପ୍ରଥମ: ଖୋଲିବ RIR ପାୱର୍‌ ଇଲୋଟ୍ରୋନିକ, ୫୦୦ ଜଣଙ୍କୁ ମିଳବ….

ଭୁବନେଶ୍ୱର,୬।୯: ଓଡ଼ିଶାରେ ପ୍ରଥମ ଥର ପାଇଁ ଆରଆଇଆର ପାୱାର୍‌ ଇଲୋଟ୍ରୋନିକ ଖୋଲିବ । ଖୋର୍ଦ୍ଧା ଇନ୍‌ଫୋଭ୍ୟାଲିରେ ୬୦୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବାକୁ ଥିବା ଏହି କମ୍ପାନୀ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭୂମିପୂଜନ କରିଛନ୍ତି । ପ୍ରଥମ…

ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ B.Ed ବୈଧ ଯୋଗ୍ୟତା ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା (B.Ed.) ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ ଯୋଗ୍ୟତା ନୁହେଁ। ସର୍ବୋଚ୍ଚ ନ୍ୟାୟାଳୟ ଦୋହରାଇଛନ୍ତି ଯେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ ଯୋଗ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?