ରାଜ୍ୟ

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତି ନିଜେ ମୋହନ। ଲୋକଙ୍କ ସମାସ୍ୟା ନେଇ ସଦର ଥାନାକୁ ବୁଝିବାକୁ…

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ ନିଖୋଜ ଅଛନ୍ତି। ତାଙ୍କୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଖୋଜାଖୋଜି…

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ…

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ଜଗତସିଂହପୁର…

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ସାଇକ୍ରିଷ୍ଣା ପ୍ୟାଲେସ୍‌ରୁ ଏକ…

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ବରଗଡ଼ ଲୋକମଣ୍ଡପ ପଡିଆରୁ ଏକ ବିଶାଳ…

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ ଗୁଳିମାଡ଼ ଯୋଗୁ ୨ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ବିଜେଡି ସମର୍ଥକ ରାଜେଶ ପ୍ରଧାନ(୨୬)…

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବୁଧବାର ବାଲିଗୁଡ଼ା ଆଇଟିଡିଏ କାର୍ଯ୍ୟାଳୟରେ କନ୍ଧମାଳ ଅତିରିକ୍ତ ଜିଲାପାଳ ତଥା ରିଟର୍ନିଂ ଅଫିସର…

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର ୧୦ ମିନିଟ୍‌ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧ ଜଣ…

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବୁଧବାର ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ…

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତେବେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବ…

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri