ରାଜ୍ୟ

କାନ୍ତ କବିଙ୍କୁ କଣ୍ଠ କବି ପଢ଼ିଥିବା ମଞ୍ଚ ପରିଚାଳିକାଙ୍କୁ ୩ ଦିନରେ ମିଳିଥିଲା ଏତିକି ଟଙ୍କା

ଭୁବନେଶ୍ୱର,୬।୯: ଚଳିତ ବର୍ଷ ଫେବୃଆରୀ ମାସରେ ରାଜ୍ୟ ସରକାର ଓଡ଼ିଆ ଭାଷାର ପ୍ରଚାର ପ୍ରସାର ନିମନ୍ତେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମର ଆରମ୍ଭରେ ମଞ୍ଚ ପରିଚାଳନା କରୁଥିବା ପରିଚାଳିକା ସଂହିତା ପାଣି କାନ୍ତ କବି ଲକ୍ଷ୍ମୀକାନ୍ତ…

ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସପାଲ

ଭବାନୀପାଟଣା/ଥୁଆମୂଳ ରାମପୁର,୬।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତୀ ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି କଳାହାଣ୍ଡି…

ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼

ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ। ଶୁକ୍ରବାର ମଧ୍ୟାହ୍ନରେ ଏପରି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଶାନ୍ତିନଗର ଅଞ୍ଚଳରେ। ଗୁଳି ମାଡ଼ରେ…

ଲଘୁଚାପର ପ୍ରଭାବରେ ରାଜ୍ୟରେ ବୃଦ୍ଧି ପାଇବ ବର୍ଷା: ୨୧ଟି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୬।୯: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ…

ରାଜ୍ୟରେ ଖାଲି ପଡ଼ିଛି ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ

ଭୁବନେଶ୍ୱର,୬।୯: ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ୩୦ ହଜାର ୫୪୦ ପ୍ରାଥମିକ ଶିକ୍ଷକ ପଦବୀ ଖାଲି ପଡିଥିବା ବିଧାନସଭାରେ ସୂଚନା ଦେଇଛନ୍ତି ସରକାର। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ତଥ୍ୟ ରଖିଛନ୍ତି। ରାଜ୍ୟରେ ପ୍ରାୟ ୧…

‘ମୁଁ ଆଗ ଇସ୍ତଫା ଦେଇଥିଲି ବହିଷ୍କାର ଶୁଣି ହସମାଡ଼ୁଛି’

ଭୁବନେଶ୍ୱର,୬।୯: ଭାଜପାରେ ମିଶିବା ପରେ ସୁଜିତ କୁମାର ପ୍ରତିକ୍ରିୟା ରଖିଛନ୍ତି। ବହିଷ୍କାର ନେଇ ସେ କହିଛନ୍ତି, ଇସ୍ତଫା ପରେ ବହିଷ୍କାର ହାସ୍ୟାସ୍ପଦ । ଆଗ ମୁଁ ବିଜେଡିରୁ ଇସ୍ତଫା ଦେଇଥିଲି। ଏ ସଂପର୍କରେ ମୋ ଇ-ମେଲ୍ରେ ପ୍ରମାଣ ରହିଛି। ଇସ୍ତଫା ଦେବା…

ସୁଜିତ୍‌ଙ୍କ ବିସ୍ଫୋରକ ବୟାନ: କହିଲେ ଦୁଇ ନେତାଙ୍କ ପାଇଁ…

ଭୁବନେଶ୍ୱର,୬ା୯: ଭାଜପାରେ ମିଶିବା ପରେ ସୁଜିତ୍‌ କୁମାର ବିସ୍ଫୋରକ ବୟାନ ଦେଇଛନ୍ତି। ସୁଜିତ୍‌ କହିଛନ୍ତି, ମୋତେ ଦୁଇ ନେତାଙ୍କ ଗୋଲାମୀ ପାଇଁ ବାଧ୍ୟ କରାଯାଉଥିଲା। ପ୍ରାୟ ଦେଢ଼ବର୍ଷ ହେଲା ଦଳରେ ମୋତେ ଅଣଦେଖା କରାଯାଉଥିଲା। କୌଣସି ଦଳୀୟ କାର୍ଯ୍ୟରେ ମୋତେ ସାମିଲ…

ନବୀନ, ପାଣ୍ଡିଆନଙ୍କ ନାଁରେ ଦୁର୍ନୀତି ଅଭିଯୋଗ: ଝୋଟ ବ୍ୟାଗ୍‌ରେ ହୋଇଥିଲା….

ଭୁବନେଶ୍ୱର,୬।୯: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ନାଁରେ ଦୁର୍ନୀତି ଅଭିଯୋଗ ହୋଇଛି । ଏ ନେଇ ଜଣେ ଆଇନଜୀବୀ ଭିଜିଲାନ୍ସ ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମୋ ସ୍କୁଲ ଓ ଝୋଟ ବ୍ୟାଗ ବଣ୍ଟନରେ କୋଟି କୋଟି…

ଦିନକୁ ୧୫ ମୁଣ୍ଡ ନେଉଛି ସଡ଼କ ଦୁର୍ଘଟଣା: ଏହି ଜିଲାରେ ସର୍ବାଧିକ ମୃତ୍ୟୁ

ଭୁବନେଶ୍ୱର, ୬।୯: ରାଜ୍ୟରେ ସଡ଼କ ଦୁର୍ଘଟଣାରେ ଦିନକୁ ଦିନ ବଢିବାରେ ଲାଗିଛି। ସଡକ ଦୁର୍ଘଟଣାରେ ଦିନକୁ ପ୍ରାୟ ୧୫ ଜଣଙ୍କ ପ୍ରାଣହାନୀ ଘଟୁଛି। ୨୦୨୩ରେ ୫ ହଜାର ୬୯୬ ଜଣଙ୍କର ସଡ଼କ ଦୁର୍ଘଟଣା ମୃତ୍ୟୁ ଘଟିଛି। ବିଧାନସଭାରେ ପ୍ରଶ୍ନକାଳରେ ବିଜେଡି ବିଧାୟକ…

ରାଜ୍ୟରେ ୫ ବର୍ଷରେ ୫୭୨ ଆଦିବାସୀ ଛାତ୍ରୀ, ମହିଳା ହୋଇଛନ୍ତି ବଳାତ୍କାରର ଶିକାର: ଫଇସଲା ହୋଇଥିବା ମାମଲା ସଂଖ୍ୟା….

ଭୁବନେଶ୍ୱର,୬।୯ : ରାଜ୍ୟରେ ୫ ବର୍ଷରେ ୫୭୨ ଆଦିବାସୀ ଛାତ୍ରୀ ଓ ମହିଳା ବଳାତ୍କାରର ଶିକାର ହୋଇଛନ୍ତି । ଶୁକ୍ରବାର ବିଧାନ ସଭାରେ ଜୟପୁର ବିଧାୟକଙ୍କ ପ୍ରଶ୍ନରେ ଏସ୍‌ସି/ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଏନେଇ ଉତ୍ତର ରଖିଛନ୍ତି। ତେବେ ଥାନାରେ ରୁଜୁ ହୋଇଥିବା…

ଭାଜପାରେ ସାମିଲ ହେବା ପରେ ଆସିଲା ସୁଜିତଙ୍କ ପ୍ରତିକ୍ରିୟା: ଇସ୍ତଫା ଦେବାର ବଡ଼ କାରଣ ଖୋଲିକି କହିଦେଲେ

ଭୁବନେଶ୍ୱର,୬।୯: ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି ସୁଜିତ କୁମାର । ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ବିଜେପିରେ ଯୋଗ ଦେବା ପରେ ସୁଜିତ କହିଛନ୍ତି, ମୁଁ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛି।…

ପାଇଖାନା ଟାଙ୍କିରେ ଚାଲିଗଲା ୩ ଜୀବନ

ବାରଙ୍ଗ,୬ା୯(ଲିଙ୍ଗରାଜ ରାଉତ): ସେଣ୍ଟ୍ରିଂ ଖୋଲିବାକୁ ଯାଇ ପାଇଖାନା ଟାଙ୍କି ଭିତରେ ଅଣନିଃଶ୍ୱାସୀ ହୋଇ ୩ ଜଣଙ୍କର ଜୀବନ ଚାଲିଯାଇଛି। ଏହିଭଳି ଘଟଣା ବାରଙ୍ଗ ଥାନା ଅଧିନସ୍ଥ ନରଣପୁରଠାରେ ଦେଖିବାକୁ ମିଳିଛି। ନରଣପୁରଠାରେ ନୂତନ ଭାବରେ ନିର୍ମାଣ ହୋଇଥିବା କୋଠାଘର ପାଇଖାନା ଟାଙ୍କିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?