ରାଜ୍ୟ

ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ

କଟକ,୫ା୯: କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। କ୍ୟାମ୍ପସ୍‌ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ରେଜିଷ୍ଟ୍ରାର ଚିଠି ଲେଖିଛନ୍ତି। କାରଣ ଆନ୍ଦୋଳନ ପାଇଁ କ୍ୟାମ୍ପସ୍‌ରେ ବିଭିନ୍ନ ସଂଗଠନ ଓ ଅଣଛାତ୍ର ପ୍ରବେଶ କରୁଛନ୍ତି। ଫଳରେ କ୍ୟାମ୍ପସ୍‌ରେ ଶୈକ୍ଷିକ ବାତାବରଣ ନଷ୍ଟ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୫।୯: ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ। ଏନେଇ ଏକ ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତି ପଞ୍ଚାୟତରେ ଗୋଟିଏ…

ଉଠିଲା ପଡ଼ିଲା ବିଧାନସଭା, ରେଭେନ୍ସାକୁ ନେଇ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ବ୍ୟୋମକେଶ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ ସହ…

ମନ୍ତ୍ରୀଙ୍କ ବଡ଼ ସୂଚନା: ବର୍ଷକୁ ଛାତ୍ରୀଛାତ୍ରଙ୍କୁ ୫ ହଜାର ଦେବେ ସରକାର, ଜାଣନ୍ତୁ କେଉଁ ଶ୍ରେଣୀର ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୫।୯: ଚଳିତ ବର୍ଷରୁ ଶହୀଦ ମାଧୋ ସିଂ ହାତ ଖର୍ଚ୍ଚ ଲାଗୁ ହେବ। ଏସ୍‌ସି/ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା ମିଳିବ। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା: ତାଳଗଛ ଲଗାଇବାକୁ ୭ କୋଟି ଟଙ୍କା, ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ସରକାର…

ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧରଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ଯଥେଷ୍ଟ ପାଣ୍ଠି ଅଛି। ବିପର୍ଯ୍ୟୟ ପରିଚାଳନା…

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଆଗରେ, ଏହି ଜିଲାରେ ଯାଇଛି ସର୍ବାଧିକ ଜୀବନ

ଭୁବନେଶ୍ୱର,୫ା୯: ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ ବୋଲି ଗୁରୁବାର ବିଧାନସଭା ପ୍ରଶ୍ନକାଳ ସମୟରେ ଉତ୍ତର ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ବ ମନ୍ତ୍ରୀ ଏହି ଉତ୍ତର ଦେଇଛନ୍ତି। ସେ କହିଛନ୍ତି, ଗତ ୫ ବର୍ଷରେ…

ତହସିଲ କାର୍ଯ୍ୟାଳୟ ପରିସରରେ ୧୬୩ ଧାରା

ନରସିଂହପୁର,୫ା୯: କଟକ ଜିଲା ନରସିଂହପୁର ତହସିଲ କାର୍ଯ୍ୟାଳୟ ପରିସରରେ ଗୁରୁବାର ୧୬୩ ଧାରା ଲାଗୁ ହୋଇଛି। ବିଏନ୍‌ଏସ୍‌ ୧୬୩(୨) ଧାରା ଲାଗୁ କରିଛି ଜିଲା ପ୍ରଶାସନ। ଓକିଲ ସଂଘ ଓ ତହସିଲଦାରଙ୍କ ବିବାଦ ଯୋଗୁ ଏହି ୧୬୩ ଧାରା ଲାଗୁ ହୋଇଛି।…

ନବୀନଙ୍କୁ ମହିଳା ଭୋଟବ୍ୟାଙ୍କ କମିଯିବା ଭୟ ଘାରିଛି: ଭାଜପା

ଭୁବନେଶ୍ୱର, ୫।୯(ସୁନିତ୍‌ ମିଶ୍ର): ବିଜେଡି ସରକାର ୨୪ ବର୍ଷ ଶାସନରେ ଥିବାବେଳେ ମହିଳାଙ୍କୁ ଆର୍ଥତ୍କ ସଶକ୍ତୀକରଣ ପାଇଁ କିଛି କରି ନ ଥିଲା। ବିଜେଡି ମୁଖିଆ ନବୀନ ପଟ୍ଟନାୟକଙ୍କୁ ଏତେଦିନ ପରେ ହଠାତ୍‌ ମହିଳାଙ୍କ ପ୍ରତି ସମ୍ମାନ ଓ ସମ୍ବେଦନଶୀଳତା ଦେଖି…

କଲେଜ ନିର୍ବାଚନ ପାଇଁ ରାଜନୀତି କରୁଛି ଛାତ୍ର ବିଜେଡି: ଅରିନ୍ଦମ

କଟକ,୫ା୯(ଶିଳ୍ପା ପ୍ରିୟଦର୍ଶିନୀ): କଟକରେ ଆୟୋଜିତ ସ୍ବାୟତ୍ତଶାସନ ଦିବସ କାର୍ଯ୍ୟକ୍ରମ ପରେ ଗଣମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ସମ୍ପର୍କରେ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ବିଭିନ୍ନ ସ୍ଥାନରେ ପ୍ରତିବାଦର ସ୍ବର ଉଠିବା ସହ ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ…

ଛାତ୍ର କଂଗ୍ରେସର ବିଧାନସଭା ଘେରାଉ ଉଦ୍ୟମ

ଭୁବନେଶ୍ୱର, ୫।୯(ସୁନିତ୍‌ ମିଶ୍ର): ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଛାତ୍ର ସଂସଦ ନିର୍ବାଚନ ଦାବି ନେଇ ବୁଧବାର ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀମାନେ କଂଗ୍ରେସ ଭବନଠାରୁ ଏକ ରାଲିରେ ବାହାରି…

ନିୟନ୍ତ୍ରଣରେ ନାହିଁ ପିଆଜ, ରସୁଣ

ଭୁବନେଶ୍ୱର,୫ା୯ (ଅନୁରାଧା ମହାରଣା): କିଛିଦିନ ତଳେ ଆଳୁ ଦର ବୃଦ୍ଧିକୁ ନେଇ ରାଜ୍ୟବାସୀ ମୁଣ୍ଡରେ ହାତ ଦେଇଥିଲେ। ଖାଉଟିଙ୍କ ଅସନ୍ତୋଷ ପରେ ରାଜ୍ୟ ସରକାର ଦର ନିୟନ୍ତ୍ରଣକୁ ଆଣିବା ଲାଗି ନାନା କଟକଣା ଓ ପଦକ୍ଷେପ ନେଇଥିଲେ। ଫଳରେ ଆଳୁ କେ.ଜି.…

ହରିଜନ ଶବ୍ଦ ବ୍ୟବହାରକୁ ନେଇ ଜେତିଲା ବିବାଦ, ଜମିବାଡ଼ି କିଣାବିକା କବଲାରେ…

କେନ୍ଦୁଝର,୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅନୁସୂଚିତ ଜାତି ଏକତା ମଞ୍ଚ କେନ୍ଦୁଝର ତରଫରୁ ବୁଧବାର କେନ୍ଦୁଝର ସବ ରେଜିଷ୍ଟ୍ରାର ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜମିବାଡ଼ି କିଣା ବିକା ସମୟରେ କବଲା ଉପରେ ହରିଜନ ଶବ୍ଦ ବ୍ୟବହାର ନ କରିବାକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?