ରାଜ୍ୟ

୮୫୦ରୁ ଊର୍ଦ୍ଧ୍ୱ ଖଣିଜ ରତ୍ନପଥର ପ୍ରଦର୍ଶିତ, ବିଶ୍ୱ ରେକର୍ଡ ପାଇଁ ଆଶା ବାନ୍ଧିଛନ୍ତି ସଂଗ୍ରାହକ

ବରଗଡ଼,୪ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଗାନ୍ଧିଛକ ନିକଟ କଲ୍ୟାଣମଣ୍ଡପରେ ବୁଧବାର ‘ଦି ଓ୍ବାଣ୍ଡର ମିନେରାଲ୍ସ ପ୍ରୋଗ୍ରାମ’ ଜରିଆରେ ଖଣିଜ ରତ୍ନପଥର ଏବଂ ଜୀବାଶ୍ମ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି…

ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ

କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ। ତେବେ…

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା…

ନଭେମ୍ବର ୧୫ରୁ କଟକ ବାଲିଯାତ୍ରା: ଜାଣନ୍ତୁ ଚଳିତ ବର୍ଷ କେତେଦିନ ଚାଲିବ…

କଟକ, ୪ା୯: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ଏବେ…

ନିର୍ଦ୍ଦେଶନାମା ଜାରି, ଜିଲାକୁ ଜିଲା ବୁଲି ସଚିବ କରିବେ…

ଭୁବନେଶ୍ୱର,୪ା୯: ଏଣିକି ସବୁ ଜିଲା ବୁଲିବେ ସଚିବ। ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ସରକାରଙ୍କ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିବା ପାଇଁ ନିୟମିତ ବ୍ୟବଧାନରେ ବିଭିନ୍ନ ଜିଲା ପରିଦର୍ଶନ କରିବେ ସମସ୍ତ ବିଭାଗର ସଚିବ। ଏ ନେଇ ଯୋଜନା ଓ…

ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି…

ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ

ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍‌ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା ଦେବୁ…

ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ: ଜଙ୍ଗଲ ମଝିରେ ଜୀବନ ବଞ୍ଚାଇବାକୁ ରାତିସାରା ସଂଘର୍ଷ

ରେଢାଖୋଲ ୪/୯(ଅଚ୍ୟୁତାନନ୍ଦ ପୁରୋହିତ): ଚଳନ୍ତା ଟ୍ରେନ୍‌ରୁ ଖସି ବି ବଞ୍ଚିଗଲେ ୫ ବର୍ଷର ପ୍ରୀତିଶ। ଜୀବନ ବଞ୍ଚାଇବାକୁ ରାତି ସାରା ଜଙ୍ଗଲ ମଝିରେ କଲେ ସଂଘର୍ଷ। ତଥାପି ସାହାସୀ ପ୍ରତିଶ ରାତିସାରା ଟ୍ରେନ ଟ୍ରାକ କଡରେ ବସି ରହି ଶେଷରେ ନିଜ…

ଲୋକମାନେ ନିର୍ବାଚିତ କରିଛନ୍ତି ତାଙ୍କ କଥା ବୁଝିବା ପାଇଁ, ଅଭିଯୋଗ ଆସିଲେ…

କଟକ,୪ା୯: କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଷ ବୁଧବାର ବିଧାନସଭା ଅଧିବେଶନ ସରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସାମ୍ନାରେ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ସାଧାରଣ ଲୋକଙ୍କ ଅଭିଯୋଗ ଆସିଲେ, ଲୋକେ ହଇରାଣ ହେଲେ ମୁଁ ସବୁ ଅଫିସରେ…

ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି…

ନୂଆଁଖାଇ ଉପଲକ୍ଷେ ସୋମ‌ବାର‌ ବନ୍ଦ ରହିବ ବିଦ୍ୟାଳୟ

ଭୁବନେଶ୍ୱର,୪।୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମ‌ବାର‌) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ…

ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା

ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?