କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା
ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ ଝାରପଡ଼ା ପଞ୍ଚାୟତ ଖଣ୍ଡିସିରେ ଦୁଇ ଅପାଠୁଆ ଡାକ୍ତର ବେଆଇନ କ୍ଲିନିକ ଚଳାଇ ଆସୁଥିଲେ ମଧ୍ୟ…
ଜଙ୍ଗଲ ନିଆଁରେ ଓଡ଼ିଶା ଦେଶରେ ପ୍ରଥମ
ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ)ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଜଙ୍ଗଲ ନିଆଁ ବନ ବିଭାଗକୁ ଚିନ୍ତାରେ ପକାଇଦେଇଛି। ତେବେ ବନ ବିଭାଗର ତ୍ୱରିତ ପଦକ୍ଷେପ ଏବଂ ସମସ୍ତ ବ୍ୟବସ୍ଥା ଯୋଗୁ ଗତବର୍ଷ ତୁଳନାରେ ରାଜ୍ୟରେ ଜଙ୍ଗଲ ନିଆଁ କମ୍…
ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର
ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ଓଡ଼ିଶାରେ ନିର୍ବାଚନରେ ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା
ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି। ରାଲିରେ ବିଜେଡି ସରକାର ଉପରେ ଘୋର ଆକ୍ରମଣ କରି ତାଙ୍କ ଦଳ ରାଜ୍ୟରେ ସରକାର…
ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ
ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଏକକାଳୀନ ସାଧାରଣ…
ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ
ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ ଥର…
ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ
ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ଏପରି…
ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା
ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ମୃତା ମା’ ହେଲେ ଶଶିରେଖା ବାରିକ(୫୫) ଓ ପୁଅ ରବୀନ୍ଦ୍ର (୨୫)। ସୂଚନାନୁଯାୟୀ, ଆଜି…
କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି
ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ ଏଯାବତ ଆଠ ପର୍ଯ୍ୟାୟ କରି ବିଜେଡି ୧୪୪ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ…
କଟକ-ବାରବାଟୀରୁ ଲଢ଼ିବେ ମୋକିମ୍ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ
କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ ପ୍ରସ୍ତାବ…
ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ
ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା। ଏହି ଆସନରେ ବିଜେଡି ରାଜେନ୍ଦ୍ର ସାହୁଙ୍କୁ ମଇଦାନକୁ ଓହ୍ଲାଇଛି। ନିର୍ବାଚନମଣ୍ଡଳୀରେ ଉଭୟ ନେତାଙ୍କ ଦବ୍ଦବା…
ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ
କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨ ଘଣ୍ଟା ୧୫ ମିନିଟ୍ ବିଳମ୍ବରେ ଆସି ଅପରାହ୍ନ…
Archives


