ରାଜ୍ୟ

ରାଗରେ ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ୱାମୀ, ପରେ ବିଷ ପିଇ ଆତ୍ମହତ୍ୟା…

ପଟ୍ଟାମୁଣ୍ଡାଇ,୨୭।୧(କଳ୍ପତରୁ ନାୟକ)- କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମାଳିପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ତ୍ରୀକୁ କଟୁରି ହାଣି ସ୍ୱାମୀ ଆତ୍ମହତ୍ୟା ଉଦ୍ୟମ କରିଥିବା ନେଇ ଅଭିଯୋଗ ହୋଇଛି ।…

ଘରକୁ ଫେରୁଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

ବାସୁଦେବପୁର,୨୭।୧ (ନାରାୟଣ ପ୍ରସାଦ ବାରିକ/କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ ଏଗାରଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି ।…

ଭୀଷ୍ମଗିରି ଗାଁ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ, ବିଳମ୍ବିତ ରାତିରେ…

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ପୋଖରୀରେ ଭାସୁଛି ନବଜାତ କନ୍ୟାର ମୃତଦେହ। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ବଡ଼ବନ୍ଧ ପୋଖରୀରେ ମଙ୍ଗଳବାର ସକାଳ ପ୍ରାୟ ୬ ଟାରେ ଏକ ନବଜାତ ଶିଶୁକନ୍ୟାଙ୍କ ମୃତଦେହ ଭାସୁଥିବା ଗ୍ରାମର କିଛି ମହିଳା ଦେଖିଥିଲେ।…

ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି, ସିସି କ୍ୟାମେରା…

ଗଜପତି,୨୭।୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଅଗରଖଣ୍ଡି ଠାରେ ଥିବା ଅସ୍ଥାୟୀ ଧାନ ମଣ୍ଡିରୁ ଲକ୍ଷାଧିକ ଟଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି । ପ୍ରାଥମିକ କୃଷି ସମବାୟ ସମିତିର ସମ୍ପାଦକ ଡି.ଖଗେଶ୍ବର ରାଓ ଆଜି ଏନେଇ ଗୁରାଣ୍ଡି…

ଘରେ ଶୋଇଥିବା ବେଳେ ଦୁର୍ବୃତ୍ତଙ୍କ ବୋମାମାଡ଼, ଘର କାନ୍ଥ ଭୁଶୁଡ଼ି…

ଛତ୍ରପୁର,୨୭।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମରେ ଅଭାବନୀୟ ଘଟଣା । ସୋମବାର ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ଘର ଉପରକୁ ବୋମାମାଡ଼ ହୋଇଥିଲା । ଖବର ଅନୁସାରେ, ଚିକଲଖଣ୍ଡି ଗ୍ରାମର ଜି. କାମରାଜୁ ରେଡିଙ୍କ…

ଗ୍ରାମସଭାରେ ଗର୍ଜିଲେ ଜନତା: ପିଇଓ ଅନୁପସ୍ଥିତ, ବିକାଶ ନାଁରେ ପ୍ରହସନକୁ ନେଇ ସରପଞ୍ଚ ଓ ADEOଙ୍କୁ…

ଥୁଆମୂଳ ରାମପୁର, ୨୭|୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତରେ ସାଧାରଣତନ୍ତ୍ର ଦିବସ ଅବସରରେ ସୋମବାର ଅନୁଷ୍ଠିତ ଗ୍ରାମସଭାରେ ଏକ ପ୍ରକାର ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିଲା । ସରକାରୀ ଯୋଜନାରେ ବାଟମାରଣା, ଅଧିକାରୀ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା  ଦେଖିବାକୁ ମିଳିଛି। ସକାଳ ସମୟରେ ସାଧାରଣତନ୍ତ୍ର ଦିବସ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ ପ୍ରଚାର ପାଇଁ ସରକାର ଲକ୍ଷ ଲକ୍ଷ ଟଙ୍କା ପାଣି ପରି ଖର୍ଚ୍ଚ କରୁଥିବା…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ ପତାକା ଅବତରଣ କରିବା ସମୟରେ ବିଦ୍ୟୁତ ଆଘାତ ଲାଗି ଓମ ପ୍ରକାଶ ଦ୍ବିବେଦୀ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ର କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସାଧାରଣତନ୍ତ୍ର ଦିବସ…

ନବ ନିର୍ମିିତ ଖେଳ ପଡ଼ିଆ ଉଦ୍‌ଘାଟନ କଲେ ମନ୍ତ୍ରୀ

କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି…

ଦିଗପହଣ୍ଡିରେ ସାଧାରଣତନ୍ତ୍ର ଦିବସ: ବିଧାୟକ କଲେ ବହୁମୁଖୀ ଭବନ ଉଦ୍‌ଘାଟନ

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ସୋମବାର ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri