ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍ଏମ୍
କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍ଏମ୍ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ନିହାର ସୁରିନଙ୍କୁ ଜେଏମ୍ଏମ୍ ଟିକେଟ୍ ଦେଇଛି। ପ୍ରାର୍ଥୀ ଘୋଷଣା ପରେ ନିହାର ରାଞ୍ଚିରୁ ସା…
ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା
ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି। ସକାଳ ୮ଟାରୁ ବି ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୪୦ ପାଖାପାଖି ହୋଇଯାଉଛି। ଆଉ…
ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର
ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିିକ ବନ୍ଦ କରି ଦେଇଛନ୍ତି। ତେଣୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ମଧ୍ୟ ବନ୍ଦ କରାଯିବାକୁ ପଶ୍ଚିମ…
ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା
ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା…
ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍…
ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା…
ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା
ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ
ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ ଅଛନ୍ତି । ଏଥର କିନ୍ତୁ ବିଜେଡିର ଗଡ଼ କୁହାଯାଉଥିବା ଉକ୍ତ ଆସନରୁ କିଏ ବାଜିମାତ୍…
ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ ସିଧାସଳଖ…
ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ
ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଆସନ୍ତ ୩ ଦିନ ପର୍ଯ୍ୟନ୍ତ ଏଥିରୁ ତ୍ରାହି ମିଳିବାର ନାହିଁ। ତେବେ…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…
ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ…
ଟ୍ରକ୍ ପଛରେ ପିଟିହେଲା ବସ୍: ଡ୍ରାଇଭର, ହେଲପର ମୃତ
ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ ବସ୍ ନଂ ଓ ଏକ ଅଜଣା ଟ୍ରକ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସ୍ର…
Archives


