ଆଜି ଆସୁଛନ୍ତି ଜେ.ପି. ନଡ୍ଡା, ରାହୁଲ ଗାନ୍ଧୀ
ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ଓ କଂଗ୍ରେସର ଦୁଇ ହେଭିଓ୍ବେଟ ନେତା ନିର୍ବାଚନ ପ୍ରଚାର…
ଯାଜପୁର ରୋଡ୍ ଜିଆର୍ଓପି ହେବ ଜିଆର୍ପିଏସ୍
ଯାଜପୁର,୨୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର-କେନ୍ଦୁଝର ରୋଡ୍ ରେଳଷ୍ଟେଶନ (ଜେଜେକେଆର) ‘ଏ’ ବର୍ଗ ସତ୍ତ୍ବେ ଏଠାରେ ଦୀର୍ଘଦିନ ଧରି ଗର୍ଭମେଣ୍ଟ ରେଲଓ୍ବେ ଆଉଟପୋଷ୍ଟ (ଜିଆର୍ଓପି) ରହିଛି। ମାତ୍ର ୨ ଜଣ ଏଏସ୍ଆଇ ଏବଂ ୪ ଜଣ କନଷ୍ଟେବଳଙ୍କ ଦ୍ୱାରା ପ୍ରାୟ ୪୦୦ କି.ମି. ରେଳ ଅଞ୍ଚଳରେ…
ନୂଆ ବସ୍ଷ୍ଟାଣ୍ଡରେ ରହୁନାହିଁ ବସ୍
ଆଳି,୨୮ା୪(ବନମାଳୀ ସେନାପତି)ଦୀର୍ଘ ଦଶନ୍ଧି ଧରି କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଦେଇ ଆଳିରୁ ଦୈନିକ ୫୦ରୁ ଊର୍ଦ୍ଧ୍ୱ ଘରୋଇ ବସ୍ କଟକ ଭୁବନେଶ୍ୱର ଯାତାୟାତ କରୁଛି। ବସ୍ରେ ଯିବା ନିମନ୍ତେ ଯାତ୍ରୀମାନେ ଆଳି ଅନ୍ନପୂର୍ଣ୍ଣା ପଡ଼ିଆ ସମେତ ବିଭିନ୍ନ ଛକରେ ବସ୍କୁ ଅପେକ୍ଷା…
୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା
କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜିଲା ପ୍ରଶାସନ ପକ୍ଷରୁ ଜନଜୀବନ ସୁରକ୍ଷା ପାଇଁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବା ସାଧାରଣ କଥା…
ଅଙ୍ଗନୱାଡି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ
ଜଗତ୍ସିଂହପୁର, ୨୮ା୪ (ପ୍ରମୋଦ କୁମାର ନାୟକ)୨୦୧୦ରେ ତିର୍ତ୍ତୋଲ ବ୍ଲକ ପୁଟିଙ୍ଗ ଗ୍ରାମ ଅଧୀନ ୪ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର-୨ ଖୋଲା ଯାଇଥିଲା। କିନ୍ତୁ ଏହି କେନ୍ଦ୍ରରେ ଜାଲ୍ ଭିନ୍ନକ୍ଷମ ପ୍ରମାଣପତ୍ର ବଳରେ ଅଙ୍ଗନୱାଡି କର୍ମୀ ନିଯୁକ୍ତି ହୋଇଥିବା ଅଭିଯୋଗ ହୋଇଥିଲା। ଏହା…
କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା
ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ ଝାରପଡ଼ା ପଞ୍ଚାୟତ ଖଣ୍ଡିସିରେ ଦୁଇ ଅପାଠୁଆ ଡାକ୍ତର ବେଆଇନ କ୍ଲିନିକ ଚଳାଇ ଆସୁଥିଲେ ମଧ୍ୟ…
ଜଙ୍ଗଲ ନିଆଁରେ ଓଡ଼ିଶା ଦେଶରେ ପ୍ରଥମ
ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ)ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଜଙ୍ଗଲ ନିଆଁ ବନ ବିଭାଗକୁ ଚିନ୍ତାରେ ପକାଇଦେଇଛି। ତେବେ ବନ ବିଭାଗର ତ୍ୱରିତ ପଦକ୍ଷେପ ଏବଂ ସମସ୍ତ ବ୍ୟବସ୍ଥା ଯୋଗୁ ଗତବର୍ଷ ତୁଳନାରେ ରାଜ୍ୟରେ ଜଙ୍ଗଲ ନିଆଁ କମ୍…
ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର
ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ଓଡ଼ିଶାରେ ନିର୍ବାଚନରେ ସଫଳତା ପାଇଁ ତ୍ରିପୁରା ଏବଂ ଆସାମ ସୂତ୍ରକୁ ନକଲ କରିବ ଭାଜପା
ଭୁବନେଶ୍ୱର,୨୭ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କ ସୋନପୁର ରାଲିରେ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ଭାଜପା) ର ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇଛନ୍ତି। ରାଲିରେ ବିଜେଡି ସରକାର ଉପରେ ଘୋର ଆକ୍ରମଣ କରି ତାଙ୍କ ଦଳ ରାଜ୍ୟରେ ସରକାର…
ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ
ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ଏକକାଳୀନ ସାଧାରଣ…
ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ
ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ ଥର…
ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ
ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଜଗା ପୋଡିୟମ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାରେ ଏପରି…
Archives


