ରାଜ୍ୟ

ଜନସେବା କେନ୍ଦ୍ର ଆଧାର ଅପଡେଟ୍‌ ପାଇଁ ଅଧିକ ଟଙ୍କା ମାଗୁଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ, ଏହି ନମ୍ବରରେ କରନ୍ତୁ ଅଭିଯୋଗ

ଭୁବନେଶ୍ୱର, ୩।୯: ସୁଭଦ୍ରା ଯୋଜନାରେ ଆବେଦନ କରିବା ଲାଗି ରାଜ୍ୟର ସମସ୍ତ ଜନସେବା କେନ୍ଦ୍ରରେ ଅହେତୁକ ଭିଡ଼ ଦେଖିବାକୁ ମିଳୁଛି। ଏନେଇ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ସୁଭଦ୍ରା’…

ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ସୁନୀତି ମୁଣ୍ଡଙ୍କୁ ଘଉଡ଼ାଇ ଦେଲେ ମହିଳା କର୍ମୀ

ଭୁବନେଶ୍ୱର, ୩।୯: ଭାଜପାରୁ ନିଲମ୍ବିତ ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ ମଙ୍ଗଳବାର ପାର୍ଟି ଅଫିସ ଆସିଥିବା ବେଳେ ତାଙ୍କୁ ଧକ୍କା ମାରି ଘଉଡ଼ାଇ ଦେଇଛନ୍ତି ମହିଳା ନେତ୍ରୀ। ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ମହିଳା କର୍ମୀମାନେ ତାଙ୍କୁ…

ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩।୯: ଓଡ଼ିଶା ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ମଙ୍ଗଳବାର ଗୃହରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ…

ଗ୍ୟାସ୍‌ ଫାଟି କ୍ଷୟକ୍ଷତି ହେଲେ ଏଣିକି ମିଳିବ କ୍ଷତିପୂରଣ, ହାଇକୋର୍ଟଙ୍କ ବଡ଼ ରାୟ

ଭୁବନେଶ୍ୱର,୩।୯: ଗ୍ୟାସ୍‌ ଫାଟି କ୍ଷୟକ୍ଷତି ହେଲେ ଏଣିକି ମିଳିବ କ୍ଷତିପୂରଣ। ଏନେଇ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ନୟାଗଡ଼ ସିଲିଣ୍ଡର ବିସ୍ଫୋରଣ ମାମଲାରେ ଶୁଣାଣି କରି କୋର୍ଟ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି, ଗ୍ୟାସ ଫାଟି କ୍ଷୟକ୍ଷତି…

‘ଆମ ଓଡିଶା, ନବୀନ ଓଡ଼ିଶା’ କାମକୁ ଆଗେଇ ନେବେ ମୋହନ ସରକାର: ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୩।୯: ଗତ ସରକାରଙ୍କ ‘ଆମ ଓଡିଶା, ନବୀନ ଓଡ଼ିଶା’ କାମ ଆଗେଇ ନିଆଯିବ ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। କଂଗ୍ରେସ ବିଧାୟକ ତାରା ବାହିନିପତିଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି, ‘ଆମ ଓଡିଶା…

ଭୁଶୁଡିଲା ବିଜେଡି ଗଡ଼: ରାରାରାତି ପଦ୍ମ ଧରିଲେ ପୁରୁଷୋତ୍ତମପୁର ଏନଏସି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

ପୁରୁଷୋତ୍ତମପୁର,୩।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଏକଦା ବିଜେଡିର ଗଡ଼ କୁହାଯାଉଥିବା ପୁରୁଷୋତ୍ତମପୁର ଏନଏସି ଭୁଶୁଡ଼ି ପଡିଛି । ଏନ୍‌ଏସିର ବିଜେଡିର ଉପାଧ୍ୟକ୍ଷ, ୬ଜଣ କାଉନସିଲର ଓ ୨ ସ୍ବାଧୀନ କାଉନସିଲର ଅଧ୍ୟକ୍ଷା ପ୍ରିୟଙ୍କା ଗୌଡଙ୍କ ବିରୋଦ୍ଧରେ ଅନାସ୍ତା ପ୍ରସ୍ତାବ ଆଣି ଜିଲାପାଳଙ୍କୁ…

ବନ୍ଧାହେଲେ ଖଣି ଉପନିର୍ଦ୍ଦେଶକ, ଘରେ କରିଥିଲେ ଟଙ୍କାର ଖଣି

ଭୁବନେଶ୍ୱର,୩।୯: ବନ୍ଧାହେଲା ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ସୋମବାର ଚଢ଼ାଉ ହୋଇଥିଲା। ଖଣି ଉପନିର୍ଦ୍ଦେଶକଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…

ଇନ୍‌ଷ୍ଟାଗ୍ରାମରେ ଜେଲ୍‌ ଏଡିଜିଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭୁବନେଶ୍ୱର,୩।୯: ଜେଲ୍‌ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍‌ ଆକାଉଣ୍ଟ ଖୋଲିଥିବା ଜଣାପଡିଛି। ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି। ଏହି ଫେକ୍‌ ଆକାଉଣ୍ଟରେ କୌଣସି ମେସେଜ…

କଣ୍ଟେନରରୁ ବୋହିନେଲେ ଖାଦ୍ୟ ସାମଗ୍ରୀ

ରାଜନଗର,୩ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ବେଳାଭୂମିରେ ଗଭୀର ସମୁଦ୍ରରୁ ଭାସି ଆସିଥିବା ୨ଟି କଣ୍ଟେନର ଲାଗିଥିଲା। ଏଥିରେ ପ୍ରସାଧାନ ସାମଗ୍ରୀଠୁ ଆରମ୍ଭ କରି ଘରକରଣା, ରୋଷେଇ ଓ ଖାଦ୍ୟ ସାମଗ୍ରୀ ଥିଲା। ସାତଭାୟାବାସୀ ବିସ୍ଥାପିତ ହେବା ପରେ…

ଦିବ୍ୟାଙ୍ଗ ପାଳିଲେ ପୂରାଉଆଁସ

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବାପୁଜୀ ସ୍ବତନ୍ତ୍ର ବିଦ୍ୟାଳୟର ଦିବ୍ୟାଙ୍ଗ ଛାତ୍ରୀଛାତ୍ରମାନେ ସୋମବାର ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ପର୍ବ ପୁରାଉଆଁସ ଆନନ୍ଦ ଉଲ୍ଲାସରେ ପାଳନ କରି ପରମ୍ପରାକୁ ଉଜ୍ଜୀବିତ କରିଛନ୍ତି। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସାଧୁ ନେପାକ, ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜର୍ଜ…

ସୁଭଦ୍ରା ଯୋଜନା ଲାଗି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର,୩।୯(ଅନିଲ ଦାସ): ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାଙ୍କୁ ସାମିଲ ନ କଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ। ସୁଭଦ୍ରା ଯୋଜନାର ଏସ୍‌ଓପିକୁ ନେଇ ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏଭଳି ଚେତାବନୀ ଦେଇଛନ୍ତି। ସୋମବାର ଶଙ୍ଖ ଭବନ ଠାରେ…

ଭିତରକନିକାରେ ବାର୍ଡ ଫ୍ଲୁ ଆଶଙ୍କା

ରାଜନଗର,୩ା୯(ଭାସ୍କର ରାଉତରାୟ): ଦେଶୀୟ ପକ୍ଷୀଙ୍କ ଆବାସସ୍ଥଳୀ ଭିତରକନିକା ଅଞ୍ଚଳରେ ବାର୍ଡ ଫ୍ଲୁ ହୋଇଛି କି ନା ସେ ନେଇ କୌଣସି ପରୀକ୍ଷା କରାଯାଇନାହିଁ। ରାଜନଗର ପ୍ରାଣୀ ଚିକିତ୍ସା ବିଭାଗର ଡା. ପ୍ରକାଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଭେଟେରିନାରି ସର୍ଜନ ସନ୍ତୋଷ ଜେନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?