ରାଜ୍ୟ

ବାର୍ଡ ଫ୍ଲୁ : ଓଡ଼ିଶା ଆସିବେ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର, ୩ା୯(ବନ୍ଦନା ସେଠୀ): ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ ନିରାକରଣ…

୪ ଯାଏ ରହିବ ଶୁଖିଲା ପାଗ

ଭୁବନେଶ୍ୱର,୩ା୯(ଅନୁରାଧା ମହାରଣା): ମନସୁନ୍‌ ଟ୍ରଫ୍‌ ଲାଇନ ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଦିଗରେ ବ୍ୟାପିଛି। ସେହିପରି ଆସନ୍ତା ୫ ତାରିଖ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ଏବଂ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଦିଗରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ନୂଆଁଖାଇରେ ସିଏମ୍‌ କିଷାନର ପ୍ରଥମ କିସ୍ତି

ଭୁବନେଶ୍ୱର, ୩।୯(ସୁନିତ୍‌ ମିଶ୍ର): ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, କୃଷି…

କଳା ଚଷମା ପିନ୍ଧିଥିଲେ ବିକାଶ ଦିଶିବ ନାହିଁ କାହିଁକି ଏମିତି କହିଲେ ବିଧାୟିକା

ଯାଜପୁର,୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୌରପାଳିକା ପକ୍ଷରୁ ଶନିବାର ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଅନୁଷ୍ଠିତ ସ୍ବାୟତ୍ତ ଶାସନ ଦିବସ ପାଳନ କାର୍ଯ୍ୟକ୍ରମରେ ଏମ୍‌ପି ରବୀନ୍ଦ୍ର ନାରାୟଣ ବେହେରା ଏବଂ ଯାଜପୁର ବିଧାୟିକା ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଥିଲା।…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଖୋଜି ଖୋଜି ବାହାର କରୁଛି ଭିଜିଲାନ୍ସ: ଦୁଇ ମାସରେ ଜବତ ହେଲାଣି ୪ କେଜି ସୁନା, ୧୯୬ ପ୍ଲଟ୍

ଭୁବନେଶ୍ୱର,୨।୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ଏହାର ଡ୍ରାଇଭକୁ ଜୋରଦାର କରିଛି ଏବଂ ଏପର୍ଯ୍ୟନ୍ତ ଏହା ୮ ଟି ପ୍ରଥମ ଶ୍ରେଣୀ ଅଧିକାରୀ, ୨ ଦ୍ୱିତୀୟ ଶ୍ରେଣୀ ଅଧିକାରୀ ଏବଂ…

ଲାଞ୍ଚ ନେବାବେଳେ ଧରାପଡିଲେ RI, ARI: ୨ ଜଣଙ୍କୁ ଉଠାଇ ନେଲା ଭିଜିଲାନ୍ସ

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡାମାରି ଗ୍ରାମ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଆଦିତ୍ୟ ସେନାପତି ଏବଂ ଉପ ରାଜସ୍ବ ନୀରିକ୍ଷକ(ARI) ଟୁଟୁ ସେଠୀ ପୋଡ଼ାମାରି ଗ୍ରାମର ମନୋରଞ୍ଜନ ସାହୁଙ୍କ ଠାରୁ ୫ ହଜାର ଟଙ୍କା…

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ: ଶିକ୍ଷା, ସ୍ୱାସ୍ଥ୍ୟରେ ସର୍ବାଧିକ

ଭୁବନେଶ୍ୱର,୨।୯: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର ଥିବା…

ତହସିଲ କାର୍ଯ୍ୟାଳୟ ଘେରିଲେ ପଞ୍ଚାୟତବାସୀ

ତିହିଡି,୨।୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି ତହସିଲ ଅଧୀନ ତାଳପଦା ପଞ୍ଚାୟତବାସୀ ସୋମବାର ତିହିଡି ତହସିଲ କାର୍ଯ୍ୟାଳୟ ଘେରାଉ କରିଥିଲେ। ସରକାରୀ ରାସ୍ତାକୁ ଜବରଦଖଲ କରି ଜଣେ ପ୍ରଧାନ ଶିକ୍ଷକ ନିର୍ମାଣ କରିଥିବା କୋଠାଘର ଉଚ୍ଛେଦ ଦାବିରେ ପଞ୍ଚାୟତବାସୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି…

ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା

ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in…

ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ଆର୍‌ ବି ଆଇ ଗଭର୍ନର, କହିଲେ …

ଭୁବନେଶ୍ୱର,୨।୯: ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ( ଆର୍‌ ବି ଆଇ) ଗଭର୍ନର ଶକ୍ତିକାନ୍ତ ଦାସ। ଏହି ଅବସରରେ ସେ ପୁରୀ ଯାଇ ହାପ୍ରଭୁଙ୍କ ଦର୍ଶନକରିଛନ୍ତି। ତାଙ୍କ ସହିତ ତାଙ୍କ ସହଧର୍ମିଣୀ ମଧ୍ୟ ରହିଛନ୍ତି। ଉଭୟ ମହାପ୍ରଭୁଙ୍କ…

ଓଡ଼ିଶାରେ ପ୍ରତିଷ୍ଠା ହେବ ନାହିଁ କି ହାଇକୋର୍ଟ ବେଞ୍ଚ, କାହିଁକି ଏମିତି କହିଲେ….

ଭୁବନେଶ୍ୱର,୨।୯: ଓଡ଼ିଶାରେ ପ୍ରତିଷ୍ଠା ହୋଇ ନ ପାରେ ହାଇକୋର୍ଟ ବେଞ୍ଚ । ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି । କହିଛନ୍ତି, ସୁପ୍ରିମକୋର୍ଟ ଦ୍ବାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓ କୌଣସି ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?