ରାଜ୍ୟ

ଦମ୍ପତିଙ୍କୁ ଦଳିଦେଲା ଦନ୍ତା

ବଲାଙ୍ଗୀର,୨ା୯: ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ରେଞ୍ଜ ଅଧୀନରେ ଥିବା ଚାବିରିପାଲି ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗ୍ରାମର ନୀଳାମ୍ବର ବରିହା ଗତ ରାତିରେ ଖାଇ ସାରି ପରିବାର ସହ ଶୋଇଥିଲେ। ବିଳମ୍ବିତ ରାତିରେ ଗ୍ରାମକୁ…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨।୯: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ମୁହାଁ ହେବା ନେଇ ମଧ୍ୟ ଆକଳନ…

କେନ୍ଦ୍ରାପଡ଼ା ପୁଅ ଅଷ୍ଟ୍ରେଲିଆରେ ସମ୍ମାନିତ

କେନ୍ଦ୍ରାପଡ଼ା,୨ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବ୍ରହ୍ମପୁର ଗ୍ରାମର ପ୍ରଫେସର କମଳାକାନ୍ତ ଦାଶଙ୍କୁ ଅଷ୍ଟ୍ରେଲିଆର ମେଲବର୍ନସ୍ଥିତ ଭିକ୍ଟୋରିଆ ରାଜ୍ୟ ସଂସଦରେ ଶନିବାର ସମ୍ମାନିତ କରାଯାଇଛି। ସେ ହେଉଛନ୍ତି ଅନାମ ଚରଣ ଦାଶ ଓ ମନୋରମା ଦାଶଙ୍କ ଜ୍ୟେଷ୍ଠ ପୁତ୍ର। ପ୍ରଫେସର…

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଆୟ…

ନନ୍ଦନକାନନକୁ ଆସିଲେ ୨ ଜିରାଫ, ବଢ଼ିଲା ସଂଖ୍ୟା

ଭୁବନେଶ୍ୱର,୨ା୯: ନନ୍ଦନକାନନକୁ ଆଉ ୨ ନୂଆ ଅତିଥି ଆସିଛନ୍ତି। କୋଲକାତାର ଅଲିପୁର ଚିଡ଼ିଆଖାନାରୁ ଏହି ଦୁଇ ଜିରାଫ ବାରଙ୍ଗସ୍ଥିତ ଚିଡ଼ିଆଖାନାକୁ ଆସିଛନ୍ତି। ଦୁଇ ଜିରାଫଙ୍କ ମଧ୍ୟରେ ଗୋଟିଏ ଦେଢ଼ ବର୍ଷର ପୁରୁଷ ଓ ବର୍ଷେ ୧ ମାସର ମାଈ ଜିରାଫ ରହିଛି।…

ଗ୍ରହ ଶାନ୍ତି ନାଁରେ ବନ୍ୟପ୍ରାଣୀ ଅଙ୍ଗ ଚାଲାଣ, ଓଡ଼ିଶାରୁ ଦକ୍ଷିଣ ଏସିଆକୁ ଲମ୍ବିଛି ଚେର

ଭୁବନେଶ୍ୱର,୨ା୯(ସତ୍ୟଜିତ୍‌ ରାଉତ): ଗ୍ରହ ଶାନ୍ତି ନାଁରେ ବିରଳ ବନ୍ୟପ୍ରାଣୀ ଅଙ୍ଗ ବିଦେଶକୁ ଚୋରା ଚାଲାଣ ହେଉଛି। ଏଥିପାଇଁ ଓଡ଼ିଶା ସମେତ ଦେଶର ବିଭିନ୍ନ ଜଙ୍ଗଲରୁ ସଂରକ୍ଷିତ ବନ୍ୟପ୍ରାଣୀ ବଜ୍ରକାପ୍ତା, ହରିଣ, ମନିଟର ଲିଜାର୍ଡ ସହ ବହୁ ସାମୁଦ୍ରିକ ଜୀବଙ୍କୁ ଶିକାର କରାଯାଉଛି।…

ସୁଭଦ୍ରା ଯୋଜନାରେ ଏହି ଦିନ ଆସିବ ପ୍ରଥମ କିସ୍ତି, ଆବେଦନ କରି …

ଭୁବନେଶ୍ୱର,୧।୯: ସୁଭଦ୍ରା’ ଯୋଜନା ପାଇଁ ରବିବାରଠାରୁ ଆବେଦନ ଆରମ୍ଭ ହୋଇଛି। ସେଥିପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ଲମ୍ବା ଲାଇନ ଦେଖିବାକୁ ମିଳିଛି। ସେହିପରି ବ୍ଲକ୍‌ ଅଫିସ୍‌, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମଧ୍ୟ ଆବେଦନକାରୀଙ୍କ ଭିଡ଼ ଦେଖିବାକୁ ମିଳିଛି। ଏମିତି…

ସମ୍ବଲପୁରରେ ଚାଞ୍ଚଲ୍ୟ: ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା

ନାକଟୀଦେଉଳ,୧ା୯(ବୈକୁଣ୍ଠନାଥ ସାହୁ): ନିଖୋଜର ୩ଦିନ ପରେ ଜଙ୍ଗଲରୁ ମିଳିଲା ଯୁବତୀଙ୍କ ଉଲଗ୍ନ ଗଳିତ ମୃତଦେହ। ବଳାତ୍କାର ପରେ ହତ୍ୟା କରି ଫିଙ୍ଗି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏହିଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲା ନାକଟୀଦେଉଳ ଥାନା ସାହେବୀ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ସେବାୟତଙ୍କ ପଦଯାତ୍ରା

ଭଦ୍ରକ,୧।୯(ସନାତନ ରାଉତ): ବାରିପଦା ଦେବୋତ୍ତର ବିଭାଗ ଓ ମନ୍ଦିର ସମସ୍ୟା ସମ୍ପର୍କରେ ମଠ, ମନ୍ଦିରର ସେବାୟତମାନେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ଜଣାଇବା ପାଇଁ ଗତ ଅଗଷ୍ଟ ୨୮ରୁ ପଦଯାତ୍ରାରେ ଭୁବନେଶ୍ୱର ଅଭିମୁଖେ ବାହାରିଛନ୍ତି। ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ମନ୍ଦିର ଜମିକୁ ବିଭିନ୍ନ…

ଲାଲପଥର ଜଳ ପ୍ରପାତରେ ନାବାଳକ ନିଖୋଜ

ଝାରସୁଗୁଡ଼ା,୧।୯: ଝାରସୁଗୁଡ଼ା ଜିଲା ଲାଲପଥର ଜଳ ପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ଜଳ ପ୍ରପାତରେ ଗାଧୋଇବା ବେଳେ ପାଣି ବୁଡି ନାବାଳକ ଜଣକ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ନାବାଳକ ଜଣକ ବେଲପାହାଡ଼ ରେହେମତ ନଗରର ଅଞ୍ଚଳର ବୋଲି ଜଣାପଡିଛି।…

ଚିକିଟି ବିଷାକ୍ତ ମଦରେ ଆଖି ବୁଜିଲେ ଆଉ ଜଣେ

ଚିକିଟି,୧।୯(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଷାକ୍ତ ମଦ ମୃତ୍ୟୁ ମାମଲାରେ ରବିବାର ମଧ୍ୟାହ୍ନରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ କରବାଲୁଆ ଗ୍ରାମର ବାୟା ସେଠୀ। ସେ ଦୀର୍ଘ ଦିନ…

ମେୟର, ବିଧାୟକଙ୍କ ବିପି ମାପିଲେ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର,୧।୯: ମେୟରଙ୍କ ବିପି ମାପିଲେ ନଗର ଉନ୍ନୟନ ମନ୍ତ୍ରୀ। ରବିବାର ବିଡିଏର ୪୨ତମ ପ୍ରତିଷ୍ଠା ଦିବସରେ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜନ କରାଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଉଦଘାଟନ କରିବାକୁ ଆସିଥିବା ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?