ରାଜ୍ୟ

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ସଭାରେ ଉଦ୍‌ବୋଧନ…

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ ପକ୍ଷରୁ ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ବିଜେଡି ଏବଂ ଭାଜପା ସମ୍ବଲପୁରୀ କପଡାକୁ ମାଧ୍ୟମ…

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଟାର୍ଗେଟ କରିଛନ୍ତି। ନନ୍ଦ କହିଛନ୍ତି, ବିଜେଡି ପ୍ରାର୍ଥିନୀ ଇନ୍ଦିରା…

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା ପୁନର୍ବାର ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କୁ ଭରସା କରିଥିବା ବେଳେ ବିଜେଡି ରାଜନୀତିରେ ନବାଗତ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ ଆରୋହୀଙ୍କ ଜୀବନ ଚାଲିଯାଇଛି। ମୃତକ ହେଲେ ମୂଷାପାପୁଲି ଗ୍ରାମର ଜଣେ…

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି। ଏହାଦ୍ୱାରା ରାସ୍ତା ସଙ୍କୁଚିତ ହେବା ସହ ଟ୍ରାଫିକ୍‌ ସମସ୍ୟା ମଧ୍ୟ ସୃଷ୍ଟି ହେଉଛି। ତେଣୁ…

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା କ୍ଷେତ୍ର ଓ ଏହା ଅଧୀନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ…

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ, ୧୧ନଂ ଏନ୍‌ଏସି…

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ ଧରି ଚାଲିଥିଲେ ସୁଦ୍ଧା ଶେଷ ହେଉନାହିଁ। ଯଦ୍ୱାରା ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା ଏହି…

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ କରିବାକୁ ଶିକ୍ଷା ମନ୍ତ୍ରଣାଳୟ ଲକ୍ଷ୍ୟ ରଖିଥିବାବେଳେ ପିଲାଙ୍କୁ ଚାପ…

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ ପ୍ରାର୍ଥୀ…

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ଏମ୍‌.ଏସ୍‌.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri