କେବେଠୁ ଏବଂ କେଉଁଠି କରିବେ ସୁଭଦ୍ରା ପଞ୍ଜୀକରଣ, ବଡ଼ ସୂଚନା ଦେଲେ ପ୍ରଭାତୀ ପରିଡ଼ା
ଭୁବନେଶ୍ୱର,୩୧।୮: ସୁଭଦ୍ରା ଯୋଜନାନୁ ନେଇ ଆସିଲା ବଡ଼ ଖବର। ନୂଆ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରା ପାଇଁ ମହିଳାମାନେ କେବେଠୁ ଓ କେଉଁଠି ପଞ୍ଜୀକରଣ କରିବେ ଏନେଇ ସମସ୍ତ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ପ୍ରଭାତୀ କହିଛନ୍ତି, ଆସନ୍ତ କାଲିଠୁ…
ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର
ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l କେତେବେଳେ ହତ୍ୟା ତ, ଆଉ କେତେବେଳେ ବଳାତ୍କାର ଭଳି ଘଟଣା ସାମ୍ନାକୁ ଆସୁଛି। ଫୁଣି ଜିଲାରୁ ଏକ ଲଜ୍ୟାକର ଘଟଣା ପଦାକୁ ଆସିଛି।…
ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ଭିଜିଲାନ୍ସକୁ ଦେଖି ହେଲେ ବେହୋସ, ଆଉ ତା’ ପରେ…
ରାୟଗଡ଼ା,୩୧ା୮(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡ଼ା ଜିଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାୟଗଡ଼ା ସହରର ନିଜ ଘରେ ମାଣ୍ଡିବିସି ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ରେ ୭ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ରାସ୍ତା ବିଲ୍ କରିବା ପାଇଁ ମେଟ୍…
ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କଡ଼ା ନିର୍ଦ୍ଦେଶ, ମହିଳାଙ୍କୁ ଅସଦାଚରଣ କଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୧।୮: ମହିଳାଙ୍କ ପ୍ରତି ଅସଦାଚରଣ କି ର୍ଦୁବ୍ୟବହାର କଲେ ହେବ କଡ଼ କାର୍ଯ୍ୟାନୁଷ୍ଠାନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମହିଳା ଉତ୍ପୀଡନକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଆରକ୍ଷୀ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ…
ମୋହନ ସରକାରଙ୍କୁ ଟାର୍ଗେଟ୍ କଲେ ନବୀନ, କହିଲେ ମୋ’ ସରକାରରେ…
ଭୁବନେଶ୍ୱର,୩୧ା୮: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଛନ୍ତି। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ମୋହନ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ରଥଯାତ୍ରା ସମୟରେ ନାନା…
ପିପିଲି ପରେ ଡେଲାଙ୍ଗ, ନିମାପଡ଼ାକୁ ବ୍ୟାପିଲା ବାର୍ଡ ଫ୍ଲୁ
ପୁରୀ,୩୧।୮: ପୁରୀ ଜିଲା ପିପିଲି ବ୍ଲକରେ ବାର୍ଡ ଫ୍ଲୁ ହେବା ପରେ ବର୍ତ୍ତମାନ ଏହା ଡେଲାଙ୍ଗ ଓ ନିମାପଡ଼ାକୁ ବ୍ୟାପିଲାଣି। ଡେଲାଙ୍ଗ, ନିମାପଡ଼ାରୁ ସଂଗ୍ରହ ନମୁନାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ଉଭୟ ଜାଗାରେ କଣ୍ଟେନମେଣ୍ଟ ସହ ଲୋକଙ୍କୁ…
ରେଭେନ୍ସା ନାଁ ବଦଳିବା ଦରକାର, କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୩୧ା୮: ରେଭେନ୍ସା ନାଁ ବଦଳିବା ଦରକାର ବୋଲି ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ କହିଛନ୍ତି, ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଯେଉଁ ରେଭେନ୍ସାଙ୍କ ନାଁରେ ଏହା…
ଲାଞ୍ଚ ନେଇ ଧରାପଡ଼ିଲେ ଏଏସ୍ଆଇ, ମାମଲାରୁ ନାଁ କାଟିବା ପାଇଁ ନେଉଥିଲେ ଏତିକି ଟଙ୍କା…
ବାରିପଦା,୩୧ା୮: ବାରିପଦା ଟାଉନ ଥାନା ଏଏସ୍ଆଇ ରାମଚନ୍ଦ୍ର ସୋରେନ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବାରିପଦା ଭିଜିଲାନ୍ସ ବିଭାଗ ତାଙ୍କୁ ଟଙ୍କା ସହ ଧରିଥିଲା। ବାରିପଦା ଭିଜିଲାନ୍ସ ଆଡିଶନାଲ ଏସ୍ପି ହରେକୃଷ୍ଣ ମାଝିଙ୍କ ନେତୃତ୍ୱରେ…
ମଦ୍ୟପଙ୍କ ପାଇଁ ହେବ ସ୍ବାସ୍ଥ୍ୟବୀମା? ବିଧାନସଭାରେ କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୩୧।୮: ବିଧାନସଭାରେ ବିଧାୟକଙ୍କ ରୋଚକ ପ୍ରଶ୍ନ। ସରକାର ମଦୁଆଙ୍କ ସ୍ବାସ୍ଥ୍ୟବୀମା ପାଇଁ ବ୍ୟବସ୍ଥା କରିବେ କି? ବିଧାନସଭାରେ ଏପରି ପ୍ରଶ୍ନ ପଚାରିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ। ଶନିବାର ଗୃହରେ ବିଜେଡି ବିଧାୟକ ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି,…
ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି, କାହିଁକି ଏପରି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୮: ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି ବୋଲି ଶନିବାର ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରଶ୍ନ କରିଛନ୍ତି ଯେ, ସମସ୍ତ ଆଧୁନିକୀକରଣ ଲୋକଙ୍କ ନିକଟରେ ପହଞ୍ଚିଛି କି?…
ସ୍ବାୟତ୍ତ ଶାସନ ଦିବସ ପାଳନକୁ ବର୍ଜନ କଲେ ଉପାଧ୍ୟକ୍ଷଙ୍କ ସମେତ ୯ କାଉନସିଲର
ପୁରୁଷୋତ୍ତମପୁର,୩୧ା୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ନିର୍ବାହୀ ଅଧିକାରୀ ଗୋବିନ୍ଦ ଦଣ୍ଡସେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ ପୌରୋହିତ୍ୟ କରିଥିଲେ। ମୁଖ୍ୟ ଅତିଥି ଭାବେ ବିଡିଓ ମନୋଜ…
କେନାଲ ଭିତରକୁ ମା’ ସହ ଖସିପଡ଼ିଲା ହାତୀଛୁଆ, ଜଗିରହିଲେ ହାତୀପଲ
ଢେଙ୍କାନାଳ,୩୧ା୮(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ। ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ ବିଭାଗ…

