ରାଜ୍ୟ

ରାଜ୍ୟରେ ଖୋଲିବ ଆଉ ୨୫ ନୂଆ ଥାନା

ଭୁବନେଶ୍ୱର,୩୧।୮: ରାଜ୍ୟରେ ଖୋଲିବ ଆଉ ୨୫ ନୂଆ ଅବକାରୀ ଥାନା। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ହୋଇଛି। ଗଞ୍ଜାମ, ବ୍ରହ୍ମପୁରରେ ୩ଟି ଲେଖାଏଁ ଅବକାରୀ ଥାନା ଖୋଲିବ। ଏନେଇ ଅଧିକ ଆଲୋଚନା ପାଇଁ ସେପ୍ଟେମ୍ବର…

ଗୃହରେ ଛତୁଆ ଝଡ଼: ବିଧାୟକଙ୍କ ପ୍ରଶ୍ନରେ ଏମିତି ଜବାବ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୮: ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟ ଶନିବାର ବେଶ ସୁରୁଖୁରୁରେ ଚାଲୁଥିବା ଦେଖିବାକୁ ମିଳିଛି। ତେବେ ବିଧାୟକମାନେ ପଚାରୁଥିବା ବିଭିନ୍ନ ପ୍ରଶ୍ନର ବିଭାଗୀୟ ମନ୍ତ୍ରୀ ଉତ୍ତର ରଖଛନ୍ତି । ଶିଶୁ ଓ ଗର୍ଭବତୀ ମହିଳାଙ୍କୁ ଅଙ୍ଗନଓ୍ବାଡି ମାଧ୍ୟମରେ ପୃଷ୍ଟିକର ଖାଦ୍ୟ ପଦାର୍ଥ ଯୋଗାଇ…

ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍‌ ଉଷା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର…

ବିଧାନସଭାରେ ହୃଦୟର କଥା ଖୋଲି କହିଦେଲେ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର,୩୦।୮: ବିଧାନସଭାରେ ହୃଦୟର କଥା ଖୋଲି କହିଛନ୍ତି ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର। ଶିଳ୍ପ ବିଭାଗର ଖର୍ଚ୍ଚଦାବି ଆଲୋଚନାରେ ଅଂଶଗ୍ରହଣ କରି ସେ ଓଡ଼ିଶା ସିନେମାର ପତନକୁ ନେଇ କ୍ଷୋଭ ପ୍ରକାଶ କରିଥିଲେ। ସେ କହିଛନ୍ତି, ମୁଁ ଗୃହରେ ଆଜି ମୋ…

ଚିକେନ ନ ଖାଇବାକୁ ରାଜଧାନୀବାସୀଙ୍କୁ ଅନୁରୋଧ କଲେ ସୁଲୋଚନା

ଭୁବନେଶ୍ୱର,୩୧।୮: ରାଜଧାନୀବାସୀଙ୍କୁ ଅନୁରୋଧ କଲେ ମେୟର ସୁଲୋଚନା ଦାସ। ଚିକେନ ନ ଖାଇବାକୁ ଅନୁରୋଧ କଲେ ସୁଲୋଚନା। ଭୁବନେଶ୍ୱର ଆଖପାଖରେ ବାର୍ଡ ଫ୍ଲୁ ଦେଖାଦେବା ପରେ ସେ ଏପରି କହିଛନ୍ତି। ସେ କହିଛନ୍ତି, କିଛିଦିନ ରାଜଧାନବାସୀଙ୍କୁ ଚିକେନ ନ ଖାଇବାକୁ ଅନୁରୋଧ…

ସନ୍ଧ୍ୟାରେ ଯୁବକଙ୍କ ସହ ଝଗଡା, ଅଧରାତିରେ ମିଳିଲା ମହିଳାଙ୍କ ମୃତଦେହ: ହାତରେ ଥିଲା…

ଭୁବନେଶ୍ୱର,୩୧।୮: ବରମୁଣ୍ଡା ବସଷ୍ଟାଣ୍ଡରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତ ମହିଳା ବିବାହିତ ବୋଲି ଜଣାପଡ଼ିଛି। ରାତି ପ୍ରାୟ ସାଢ଼େ ୧୦ଟା ବେଳେ ପୁରୁଣା ବସଷ୍ଟାଣ୍ଡ ଟର୍ମିନାଲ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ବିଜେଡି ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ସରକାର, ଆରମ୍ଭ ହେବ ଏହି ଯୋଜନା

ଭୁବନେଶ୍ୱର,୩୧।୮ (ଅନିଲ ଦାସ): ବିଜେଡି ସରକାରଙ୍କ ‘ନୂଆ-ଓ’ (ନୂତନ ଉନ୍ନତି ଅଭିଳାଷ-ଓଡ଼ିଶା) କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ବନ୍ଦ ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ବଜେଟରେ କୌଣସି ବ୍ୟୟ ବରାଦ କରାଯାଇ ନାହିଁ। ତେବେ ଅଭାବରେ ପଡ଼ି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା…

ବାର୍ଡ ଫ୍ଲୁ: କୁକୁଡ଼ା ଦୋକାନୀଙ୍କୁ ସତର୍କକଲା ବିଏମ୍‌ସି

ଭୁବନେଶ୍ୱର,୩୧।୮(ଅନୁରାଧା ମହାରଣା): ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସହରର ସମସ୍ତ କୁକୁଡ଼ା ମାଂସ ଦୋକାନୀମାନଙ୍କୁ ବାର୍ଡ ଫ୍ଲୁ ସଂକ୍ରମଣ ନେଇ ସତର୍କ କରାଯାଇଛି। ଭୁବନେଶ୍ବର ଆଖପାଖ ଅଞ୍ଚଳରେ ବାର୍ଡ ଫ୍ଲୁ ଭୂତାଣୁ ସଂକ୍ରମିତ ହେଉଥିବାରୁ କୁକୁଡ଼ା ମାଂସ ଦୋକାନୀମାନେ ଉକ୍ତ ଅଞ୍ଚଳରୁ…

କର୍ମକର୍ତ୍ତାଙ୍କୁ ଏହି ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୩୧।୮: ଏକଜୁଟ ହୋଇ ଦଳକୁ ଶକ୍ତିଶାଳୀ କରିବା ପାଇଁ କାମ କରିବାକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଛାତ୍ର, ଯୁବ, ମହିଳା ଶାଖାକୁ ଆହ୍ବାନ ଦେଇଛନ୍ତି। ଶୁକ୍ରବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ବିଜୁ ଛାତ୍ର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଶାରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ

ଭୁବନେଶ୍ୱର:୩୦।୮: ରାଜ୍ୟରେ ନୂଆ ଅବକାରୀ ନୀତି ଆଣିଛନ୍ତି ରାଜ୍ୟ ସରକାର। ଏହି ନୂଆ ଆଇନ ବଳରେ ରାଜ୍ୟରେ ଆଉ ଡ୍ୟାନ୍ସ ବାର୍ ଆଉ ଚାଲିବ ନାହିଁ। ବାର୍‌ ଗୁଡ଼ିକରେ ଚାହିଁଲେ ଅନୁମତି ନେଇ କେବେଳ ସଂଗୀତ ପରିବେଷଣ କରିପାରିବେ। କୌଣସି ପରିସ୍ଥିତିରେ…

ଗ୍ରାମାଞ୍ଚଳରେ ଖୋଲିବ ନାହିଁ ନୂଆ ମଦ ଦୋକାନ: ଅବକାରୀ ନୀତି ଆଣିଲେ ରାଜ୍ୟ ସରକାର

ଭୁବନେଶ୍ୱର:୩୦।୮: ଶୁକ୍ରବାର ନୂଆ ଅବକାରୀ ନୀତି ଆଣିଛନ୍ତି ଓଡିଶା ସରକାର। ଆସନ୍ତା ସେପ୍ଟେମ୍ବର ୧ରୁ ରାଜ୍ୟରେ ଏହି ନୂଆ ଆଇନ ଲାଗୁହେବ। ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ନୂଆ ଆଇନ ବଳରେ ଗ୍ରାମାଞ୍ଚଳରେ ଆଉ ନୂଆ ମଦ…

ରେଣ୍ଡୋ ମାଝିଙ୍କ ଶହୀଦ ଦିବସରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

କୋକସରା,୩୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆଦିବାସୀ ସଂଘ ପକ୍ଷରୁ ରେଣ୍ଡୋ ମାଝିଙ୍କ ୧୬୯ ତମ ଶହୀଦ ଦିବସ ପାଳନ ଓ ଜିଲାରେ ନିର୍ମାଣାଧୀନ ଆଦିବାସୀ ଭବନର ଶୁଭ ଉଦ୍‌ଘାଟନ କରିବା ପାଇଁ ଜିଲା ଆଦିବାସୀ ସଂଘର ଏକ ପ୍ରତିନିଧି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?