ରାଜ୍ୟ

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ସିମନବାଡି–ତିଲୋରୀ ଯାତାୟାତ ଠପ୍

ଦାରିଙ୍ଗବାଡି, ୫।୭ (ଅରୁଣ ସାହୁ): କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକରେ ଗତ କିଛିଦିନ ଧରି ଲଗାଣ ବର୍ଷା ଜାରି ରହିଥିବାରୁ ଜନଜୀବନ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଫଳରେ ବ୍ଲକର ତିଲୋରୀ ପଞ୍ଚାୟତକୁ ସଂଯୋଗ କରୁଥିବା ଗୁମାଡି ନଦୀର ଜଳସ୍ତର ବହୁ…

ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍‌

ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ ବଡ଼ ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ତାରସିଂ ଥାନା ଅନ୍ତର୍ଗତ ପ୍ରସିଦ୍ଧ…

ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ ଲଙ୍ଘନ କରୁଥିବା ବେଳେ ଏବେ ଛତ୍ରପୁର ଉପକଣ୍ଠର ବଡ଼ ଆର୍ଯ୍ୟପଲ୍ଲୀ, ସାନ ଆର୍ଯ୍ୟପଲ୍ଲୀ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୪ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ଜଣ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ସମସ୍ତଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ କେନ୍ଦୁଝରର ୧୩ଜଣ ଶ୍ରମିକ ମୃତ୍ୟୁବରଣ କରିଛନ୍ତି । ଏହି ଘଟଣା ପରେ ଶନିବାର…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତାରେ ସେମିତି କିଛି ଅସ୍ବାଭାବିକ ଥିବା ଅନୁଭବ ହୋଇ…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ ଉଦ୍‌ଘାଟନୀ ସ୍ପେଶାଲ ଟ୍ରେନ୍‌ ସୋମବାର ଅପରାହ୍ନ ୧ଟାରେ ପୁରୀ ଷ୍ଟେଶନରୁ ଛାଡ଼ିବ। ପୂର୍ବତଟ…

ବିଧାୟକଙ୍କ ନାଁ ନେଇ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି ବିଧାୟକଙ୍କ ଆତ୍ମୀୟ ଓ ସମର୍ଥକଙ୍କଠାରୁ ଅର୍ଥ ନେବା ପାଇଁ ଯୋଜନା ଘଟଣା ଶନିବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ ବା ଦୁର୍ନୀତି ନିବାରଣ କାର୍ଯ୍ୟାଳୟର ପାଚେରି ଭୁଶୁଡ଼ି ଯାଇଛି। ଶୁକ୍ରବାର ଦ୍ୱିପହରରୁ ଲଗାଣ…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ଟିକରପଡ଼ା ରେଞ୍ଜରେ ଏହି ଘଟଣା ଘଟିଥିବାବେଳେ ବନ…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି ରାସ୍ତାର ବୁଲାଣି ରାସ୍ତାରେ ବୁଲିପାରି ନ ଥିଲା ଫଳରେ ବିପଦସଂକୁଳ ଅବସ୍ଥାରେ ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?