ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!
ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର ପାଣିପାଗ…
ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍
ଭୁବନେଶ୍ୱର,୨୫।୪: ଏମ୍ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍ ପଡିଥିବା ସୂଚନା ମିଳିଛି। ସନ୍ଦିଗ୍ଧ ଡ୍ରୋନ କାହାର ଜଣାପଡ଼ିନି। ଏନେଇ ବେଲପାହାଡ଼ ପୋଲିସ ତଦନ୍ତ ଚଳାଇଛି। ଅନ୍ୟପଟେ,…
ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ
ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର ଜଙ୍ଗଲରୁ…
ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା
ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଛନ୍ତି। ସୋର ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନା…
ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର
କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ ମହିଳା ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିବା ବେଳେ…
ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ପିଲାଙ୍କ ଗଣିତ ଜ୍ଞାନ…
ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ
ଜଗତ୍ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ ସେ ଜଗତ୍ସିଂହପୁର ଏମ୍ପି ସିଟ୍ ସମେତ ଜିଲାର ୪ ବିଧାନସଭା ଆସନର ବିଜେଡି ପ୍ରାର୍ଥୀମାନେ…
ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ
ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ ଅପରେଶନରେ ୨ ମାଓବାଦୀ ନିହତ ହୋଇଛନ୍ତି। ଏହି ଜଙ୍ଗଲରେ ୪୦ରୁ ୫୦ ମାଓବାଦୀ ଲୁଚି…
ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି
ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି ସେତିକି ନୁହେଁ, ବାଲେଶ୍ୱର ସହିତ ଅନୁଗୁଳରେ ମଧ୍ୟ ସକାଳୁ ତାତି ବଢିଛି । ଅନୁଗୁଳରେ…
ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ ଏବଂ ନିରାଧାର ଅଭିଯୋଗ ଆଣନ୍ତି। ୨୦୧୯ରେ ମଧ୍ୟ ଏଭଳି ତଥାକଥିତ ଚାର୍ଜଶିଟ୍ ଓଡ଼ିଶା ଭାଜପା…
‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’
ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୁଧବାର ଏହି ସଂସଦୀୟ କ୍ଷେତ୍ର ଅଧୀନ ଅନୁଗୋଳ ଜିଲା ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର କରିଛନ୍ତି।…
Archives


