ରାଜ୍ୟ

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ସୁବ୍ରତ ଚକ୍ରଙ୍କ ଉପରେ ଭରସା କରିଛି। ହେଲେ ଏ ପର୍ଯ୍ୟନ୍ତ ଭାଜପା…

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି ସେମାନଙ୍କ ନାଁ ନିକଟସ୍ଥ ସ୍କୁଲରେ ଲେଖା ରହିଛି। ଏମିତିକି ସରକାରୀ ସ୍କୁଲରୁ ବହି ପୋଷାକ…

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ। ଜିଲାପାଳଙ୍କ…

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ,…

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଭାଜପା ଏମ୍‌ପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ବିଗତ ବର୍ଷମାନଙ୍କରେ…

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି ଆସନ ବିଜେଡି ଦଖଲରେ ରହିଆସିଛି। ୨୦୦୯ରେ ଅରବିନ୍ଦ ଢାଲି, ୨୦୧୪ରେ ଶଶିଭୂଷଣ ବେହେରା ଓ…

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି ହେଲେ ନିମ୍ନ ଅଦାଲତଙ୍କ ରାୟ ନେଇ ସୁପ୍ରିମକୋର୍ଟ ସ୍ଥଗିତାଦେଶ କଦେଇନାହାନ୍ତି। ଏନେଇ ବୁଧବାର କଟକ…

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ କଲବଲ ହେଉଛନ୍ତି। ଜିଲାରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୨୧ ତାରିଖରେ ସର୍ବାଧିକ…

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ ଲୋକେ ମୌଳିକ ସମସ୍ୟାରୁ ମୁକୁଳି ପାରୁନାହାନ୍ତି ା ଆବାସ ଯୋଜନା ସାତ ସପନ…

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ ମିଳିଛି। ଆଠମଲିକ ବ୍ଲକ ସାପଘରା ପଞ୍ଚାୟତ ଖମାର ଗ୍ରାମରେ ପାନୀୟ ଜଳ ସମସ୍ୟା ଏବେ…

ବର୍ଷା, ଶର୍ମିଷ୍ଠାଙ୍କୁ ସ୍ବାଗତ ପାଇଁ ବିଜେଡିର ପ୍ରସ୍ତୁତି

ବଡ଼ଚଣା/ଛତିଆ,୨୫ା୪(ଦିଲୀପ କୁମାର ମହାନ୍ତି/ ସୌମ୍ୟ ରଞ୍ଜନ ସାହୁ)ଆସନ୍ତା ୨୬ ତାରିଖ ଶୁକ୍ରବାର ବଡ଼ଚଣା ବିଜେଡି ବିଧାୟକ ପ୍ରାର୍ଥିନୀ ବର୍ଷା ପ୍ରିୟଦର୍ଶିନୀ ଓ ଯାଜପୁର ସାଂସଦ ପ୍ରାର୍ଥତ୍ନୀ ଶର୍ମିଷ୍ଠା ସେଠୀ ବଡ଼ଚଣା ଆସିବେ। ଏଥିପାଇଁ ବଡ଼ଚଣା ବିଜେଡି ପକ୍ଷରୁ ୫ ଜୋନସ୍ତରୀୟ ପ୍ରସ୍ତୁତି…

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ (୧୬) କ୍ରିକେଟ ଖେଳୁଛନ୍ତି। ଆଶା ଅନେକ ହେଲେ ଅର୍ଥ ସାଜିଛି ବାଧକ। ସରକାରୀ ସ୍ତରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri