ରାଜ୍ୟ

ମଣିଷକୁ ବାର୍ଡ ଫ୍ଲୁ ହେଲେ ଦେଖାଯାଏ କେଉଁସବୁ ଲକ୍ଷଣ? ଜାଣି ନିଅନ୍ତୁ…

ଭୁବନେଶ୍ୱର,୨୮।୮: କୁକୁଡା ପରେ ଏବେ ମଣିଷକୁ ବାର୍ଡ ଫ୍ଲୁ ଡେଇଁଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ଼ ରିସେପ୍ସନ ଟିମର ଜଣେ ବ୍ୟକ୍ତି ବୋଲି ଜଣାପଡିଛି। ତାଙ୍କ ଠାରେ ଜ୍ୱର ଏବଂ ଥଣ୍ଡା ଭଳି ଲକ୍ଷଣ…

ହିମାଂଶୁଙ୍କ ଅଫିସ ଆଗରେ ଗୁଳିମାଡ, ଟାର୍ଗେଟରେ କିଏ?

ଯାଜପୁର,୨୮।୮: ବିଧାୟକଙ୍କ ଅଫିସ ସାମ୍ନାରେ ଗୁଳି ମାଡ । କେହି ଦୁର୍ବୁତ୍ତ ଫାଙ୍କା ଗୁଳିଚାଳନା କରି ଫେରାର ହୋଇଯାଇଥିବା ଜଣାପଡିଛି । ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ କାର୍ଯ୍ୟାଳୟ ଆଗରେ ଫୁଟିଛି ଗୁଳି । ଯାହାକୁ ନେଇ ଉଦବେଗ ପ୍ରକାଶ…

ରାଶନ କାର୍ଡକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା: ହିତାଧିକାରୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୮: ଇ- କଓ୍ବୋଇସି ଯାଞ୍ଚ ପରେ ନୂଆ ରାଶନ କାର୍ଡ ମିଳିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ବୁଧବାର ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି, ଆବେଦନ କରିଥିବା ହିତାଧିକାରୀ ନୂଆ ରାଶନ…

ମଣିଷକୁ ଡେଇଁଲା ବାର୍ଡ ଫ୍ଲୁ ! ପରୀକ୍ଷା ପାଇଁ ଗଲା ରକ୍ତନମୁନା

ପିପିଲି,୨୮।୮ (ଦୁର୍ଗା ମାଧବ ମିଶ୍ର): କୁକୁଡା ପରେ ଏବେ ବାର୍ଡ ଫ୍ଲୁ ମଣିଷକୁ ଡେଇଁଥିବା ଆଲୋଚନା ହେଉଛି। ରାଜ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ସମ୍ପୃକ୍ତ ବ୍ୟକ୍ତି ରାପିଡ଼ ରିସେପ୍ସନ ଟିମର ଜଣେ ବ୍ୟକ୍ତି ବୋଲି ଜଣାପଡିଛି। ତାଙ୍କ ଠାରେ…

CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର,୨୮।୮: CHSE ଅଧିକାରୀଙ୍କ ଘରେ ବୁଧବାର ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍‌ ହୋଇଥିବା ଜଣାପଡିଛି। CHSE ରେକର୍ଡ ସପ୍ଲାୟର୍‌ ପୁରେନ୍ଦ୍ର ସେଠୀଙ୍କ ଭୁବନେଶ୍ବରରେ ୨ଟି, ଜଗତସିଂହପୁର ପୈତୃକ ଘରେ ରେଡ କରାଯାଉଛି। ଭୁବନେଶ୍ୱରର…

‘ବିଜେଡି ଗାଡ଼ିର ଡ୍ରାଇଭର ସାଜିଛି କଂଗ୍ରେସ’

ଭୁବନେଶ୍ୱର,୨୮।୮(ଅନିଲ ଦାସ):ବିଧାନସଭାରେ କୌଣସି ପ୍ରସଙ୍ଗ ଉପରେ ଆଲୋଚନା ନ ହେଉ, ସେ ନେଇ ବିଜେଡି ଓ କଂଗ୍ରେସ ଅପଚେଷ୍ଟା କରୁଛନ୍ତି। ଏବେ ‘ବିଜେଡି ଗାଡ଼ିର ଡ୍ରାଇଭର ସାଜିଛି କଂଗ୍ରେସ’ ବୋଲି ଭାଜପା ରାଜ୍ୟ ମୁଖପାତ୍ର ମନୋଜ ମହାପାତ୍ର କହିଛନ୍ତି। ସୋମବାର ଭାଜପା…

୩୦ରୁ ଅତି ପ୍ରବଳ ବର୍ଷା:ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୮(ଅନୁରାଧା ମହାରଣା):ପୂର୍ବ ମଧ୍ୟ ଏବଂ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାକୁ ଥିବାବେଳେ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ସୃଷ୍ଟି ହେବାକୁ ଥିବା ଲଘୁଚାପ ଆଗାମୀ ୨ଦିନରେ ପଶ୍ଚିମ- ଉତ୍ତର ଦିଗରେ…

ରାଜଧାନୀରେ ବଢୁଛି ବେଆଇନ ନିର୍ମାଣ:ଭଙ୍ଗାହେବ ୧୯୧ ଆପାର୍ଟମେଣ୍ଟ

ଭୁବନେଶ୍ୱର,୨୮ା୮(ଅନିଲ ଦାସ):ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ବେଆଇନ ଭାବେ ବହୁତଳ ଅଟ୍ଟାଳିକା ଗଢ଼ିଉଠୁଛି। ନିର୍ମାଣ ହେବା ପୂର୍ବରୁ ସମ୍ପୃକ୍ତ ଅଞ୍ଚଳ କର୍ତ୍ତୃପକ୍ଷ ଏଥିପ୍ରତି ନଜର ଦେଉ ନ ଥିବାରୁ ଦିନକୁ ଦିନ ଏହାର ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ରାଜଧାନୀ ଭୁବନେଶ୍ୱରରେ ସବୁଠୁ…

ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର

ନୂଆଦିଲ୍ଲୀ,୨୭ା୮: ଚଳିତ ବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ନର୍ଲା ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସନ୍ତୋଷ କୁମାର କର ଏବଂ ରାୟଗଡ଼ା ଜିଲା ବିଲେସୁ ସରକାରୀ ଉଚ୍ଚ…

କେଜରିଓ୍ବାଲ-ସୋରେନଙ୍କୁ କରିଥିଲେ ଗିରଫ, ଏବେ ଓଡ଼ିଶାରେ ଖୋଳତାଡ କରିବେ ଇଡି ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୮: ଓଡ଼ିଶାରେ ପହଞ୍ଚିଛନ୍ତି ଇଡି ନିର୍ଦ୍ଦେଶକ ରାହୁଲ ନବୀନ । ଆଜିଠୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାହୁଲ। ସେ ଗସ୍ତ ସମୟରେ ଅନେକ ଗରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବା ନେଇ କାର୍ଯ୍ୟକ୍ରମ ରହିଛି । ତେବେ ଇଡ଼ି ମୁଖ୍ୟଙ୍କ…

କାଉନସିଲରଙ୍କ ଆଗରେ ହାର ମାନିଲା ଲୋକଙ୍କ ଜନମତ: ନିର୍ବାଚନ ସମୟକୁ ନେଇ ଭାଜପା,ବିଜେଡି କର୍ମୀ ମୁହାଁମୁହିଁ

ଭବାନୀପାଟଣା,୨୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସିରେ ମଙ୍ଗଳବାର ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ବିପକ୍ଷରେ ବିଜେଡିର ୧୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ ପ୍ରକାଶ କରିଛନ୍ତି। ତେବେ ଧାର୍ଯ୍ୟ…

ବିଧାନସଭାରେ ପ୍ରଭାତୀ ପରିଡାଙ୍କ ବଡ଼ ଘୋଷଣା, ପରିବାରର ସବୁ ମହିଳାଙ୍କୁ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୭।୮: ବିଧାନସଭାରେ ସୁଭଦ୍ରା ଯୋଜନାନେଇ ବଡ଼ ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ପରିବାରର ସବୁ ମହିଳା ଏହି ଯୋଜନାରେ ସୁବିଧା ପାଇପାରିବେ। ପରିବାରରେ ୩ଜଣ କି ୪ଜଣ ମହିଳା ଥାଆନ୍ତି ସମସ୍ତଙ୍କୁ ସୁଭଦ୍ରା ଟଙ୍କା ମିଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?