ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ
ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଥିବାରୁ ସକାଳ ୯ଟା ପରେ ଘରୁ ପଦାକୁ ଗୋଡ଼ କାଢ଼ି ହେଉନାହିଁ। ଦିନର ତାପମାତ୍ରା…
ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ
ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ ନ ଥିବା ଦେଖିବାର ମିଳୁଛି। ମାର୍ଶାଘାଇ ବ୍ଲକ ଏକ କୃଷି ପ୍ରବଣ ଅଞ୍ଚଳ।…
ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ
ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ ଓ ୨ ମଣିଷଙ୍କ ଜୀବନ ଗଲା ପରେ ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ଶଳଭଙ୍ଗା…
ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ
ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ ନିର୍ମାଣ କରାଯାଇଥିବା ଗୋଟିଏ ପୋଲର ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର କରାଯାଇଥିବା ନେଇ ଅଭିଯୋଗ…
ଆଜି ଆସୁଛନ୍ତି ଶାହା, ଟାର୍ଗେଟରେ…
ଭୁବନେଶ୍ୱର,୨୫।୪: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ତାଙ୍କ ଗସ୍ତକୁ ନେଇ ଓଡିଶା ଭାଜପା ଶିବିରରେ ଉତ୍ସାହର ମାହୋଲ ଦେଖାଯାଇଛି। ତେବେ ଆଜି ସୋନପୁରରୁ ପ୍ରଚାର ଆରମ୍ଭ କରିବେ ଶାହ। ସୋନପୁର ରାମେଶ୍ୱରମ ଷ୍ଟାଡିୟମରେ…
ନାମାଙ୍କନର ୯ ଘଣ୍ଟା ମଧ୍ୟରେ ଟିକେଟ କଟିଲା
ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ କଂଗ୍ରେସ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି।…
ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ
ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ ଅନ୍ଲାଇନ୍ ମୂଲ୍ୟାଙ୍କନ ଶେଷ ହୋଇଥିବା ବେଳେ ଅଫ୍ଲାଇନ୍ ମୂଲ୍ୟାୟନ ବୁଧବାର ସୁଦ୍ଧା ଶେଷ କରିବାକୁ…
ଆସିବ ସ୍ବତନ୍ତ୍ର ଯୁବ ବଜେଟ
ଭୁବନେଶ୍ୱର,୨୫।୪(ଅନିଲ ଦାସ)/ହିଞ୍ଜିଳିକାଟୁ(ଦ୍ୱିତୀକୃଷ୍ଣ ପଣ୍ଡା/ଶେରଗଡ଼(ସୂର୍ଯ୍ୟନାରାୟଣ ଦାଶ)ରାଜ୍ୟର ବିକାଶରେ ଯୁବଶକ୍ତିର ଉପଯୋଗ ହେବ। ଯୁବ ବର୍ଗଙ୍କ ପାଇଁ ରାଜ୍ୟରେ ଆସିବ ସ୍ବତନ୍ତ୍ର ଯୁବ ବଜେଟ। ୨୦୨୪ରୁ ୨୦୩୪ ଦଶକ ହେବ ଯୁବଶକ୍ତି ପାଇଁ ସୁବର୍ଣ୍ଣ ଯୁଗ। ଯୁବ ବଜେଟରେ ଶିଳ୍ପ, ପୁଞ୍ଜି ବିନିଯୋଗ, ନିଯୁକ୍ତି…
ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ
ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍ (ଆଇଆରସିଟିସି) ଯାତ୍ରୀମାନଙ୍କୁ, ବିଶେଷ କରି ସଂରକ୍ଷିତ କୋଚରେ ଥିବା ଯାତ୍ରୀମାନଙ୍କୁ ସୁଲଭ ମୂଲ୍ୟରେ ସ୍ୱଚ୍ଛତା…
ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ। ତାଙ୍କ ସ୍ଥାନରେ ଦଳ ସାକା ସୁଜିତ କମାରଙ୍କୁ ନୂଆ ପ୍ରାର୍ଥୀ କରିଛି।…
ମାଓବାଦୀ କ୍ୟାମ୍ପ୍ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ
ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ ଗୋଟିଏ ମାଓବାଦୀ କ୍ୟାମ୍ପକୁ ଧ୍ୱଂସ କରିବା ସହ ବିପୁଳ ସାମଗ୍ରୀ ଜବତ କରିଛନ୍ତି। ସୂଚନାନୁଯାୟୀ,…
ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା
କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା କରାଯାଇଥିବା ଦର୍ଶାଇ ହାଇକୋର୍ଟ ଏହାକୁ ବୁଧବାର ଖାରଜ କରିଛନ୍ତି। ଏଥିସହ ଆବେଦନକାରୀ ଭାଗ୍ୟଧର ବେହେରାଙ୍କୁ…
Archives


