ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା
ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍ ବକ୍ସାଇଟ।…
ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ…
ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା ଓ ଛାତ୍ରୀଛାତ୍ର ବହୁ ସମୟ ବିଦ୍ୟାଳୟ ବାହାରେ ଅପେକ୍ଷା କରି ଭୋକ ଉପାସରେ…
ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି ଅନ୍ୟଜଣେ
ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣଙ୍କ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ…
କୋର୍ଟରେ ହାଜର ହେଲେ ହାର୍ଡକୋର୍ ମାଓବାଦୀ ଆଜାଦ
ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା ଡୁନା କେଶବ ରାଓ ଓରଫ ଆଜାଦ ଗଜପତି ଜଲାର ବିଭିନ୍ନ ସ୍ଥାନରେ ମାଓ…
ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍: ମାଡ଼ିବସିଲା ପୋଲିସ
କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍ କରୁଥିଲେ। ପଲମ ଫାଣ୍ଡି ଅଧିକାରୀ ପାଟ୍ରୋଲିଂ କରୁଥିବା ସମୟରେ ଏହି ଖବର ଜାଣିବାକୁ ପାଇଥିଲେ। ପରେ…
ଦୟାନିଧିଗୁଡାଠାରେ ଗୋଷ୍ଠୀ ରେଡ଼ିଓ ଷ୍ଟେଶନ ରେଡ଼ିଓ ଡ଼ଙ୍ଗର ଉଦ୍ଘାଟିତ
କୋରାପୁଟ,୨୭।୧(ଅମିତାଭ ବେହେରା):କୋରାପୁଟ ବ୍ଲକର ଦୟାନିଧି ଗୁଡାଠାରେ ଗୋଷ୍ଠୀ ରେଡିଓ ଷ୍ଟେଶନ “ରେଡିଓ ଡଙ୍ଗର” ୯୮.୨ ଉଦ୍ଘାଟିତ ହୋଇଯାଇଛି। ଜିଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରଗତିର ସମ୍ପାଦକ ପ୍ରଭାକର ଅଧିକାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ…
ବାବୁ ସିଂଙ୍କ କଡ଼ା ଚେତାବନୀ: ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ବର୍ଷିବ ଠେଙ୍ଗା
ଭୁବନେଶ୍ୱର,୨୭।୧: ଆଜିଠାରୁ ଆରମ୍ଭ ହେଉଛି ଖଣ୍ଡଗିରି ଯାତ୍ରା ମହାକୁମ୍ଭ। ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ମନା କରାଯାଇଛି। ଅମାନିଆ ହୋଇ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କଲେ ସରକାରୀ ଠେଙ୍ଗା ବାଜିବ ବୋଲି ବିଧାୟକ ବାବୁ ସିଂ କଡ଼ା ଚେତାବନୀ ଦେଇଛନ୍ତି। ବିଧାୟକ…
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ…
ଭୁବନେଶ୍ୱର,୨୭।୧: ଆଦିବାସୀ ବହୁଳ ଜିଲାରେ ନିର୍ମାଣ ହେବ ଶହିଦ ଲକ୍ଷ୍ମଣ ନାଏକ ବିଦ୍ୟାଳୟ। ଆଦିବାସୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ଉଦ୍ଦେଶ୍ୟରେ ଏହା ନିର୍ମାଣ ହେବ। ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ…
PUCC ନ ଥିଲେ ପେଟ୍ରୋଲ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ: ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ
ଭୁବନେଶ୍ୱର,୨୭।୧: ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । BAHAN ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାରେ ସମ୍ମୁଖୀନ…
ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ
ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର…
ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା: ବିଜେଡି କହିଲା ଅଲ ଦି ବେଷ୍ଟ…
ଭୁବନେଶ୍ୱର,୨୭।୧: ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ…
ଗୋପାଳପୁର ବେଳାଭୂମି ମହୋତ୍ସବ:ମା’ ତାରାତାରିଣୀଙ୍କ ପୀଠରୁ ବାହାରିଲା ମଶାଲ ଶୋଭାଯାତ୍ରା
ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିିଦ୍ଧ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାରଠାରୁ ଆରମ୍ଭ ହେଉଥିବା ବେଳେ ଏହା ପୂର୍ବରୁ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଶାଲ ଶୋଭାଯାତ୍ରା ବାହାରିଛି। ଏହି ମଶାଲ ଗୋପାଳପୁର ମହୋତ୍ସବ ପଡ଼ିଆରେ ପହଞ୍ଚିବ। ଏ ନେଇ ଜିଲାପ୍ରଶାସନ…
Archives


