ପୁନଶ୍ଚ ଗଣେଶ୍ୱର-ସିପ୍ରା ମୁକାବିଲା
କେନ୍ଦ୍ରାପଡ଼ା,୨୧ା୪(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଧାନସଭା ଆସନରେ ପୁଣିଥରେ ଗଣେଶ୍ୱର ବେହେରା ଏବଂ ଡ.ସିପ୍ରା ମଲ୍ଲିକଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। ଶନିବାର ବିଧାୟକ ଶଶିଭୂଷଣ ବେହେରାଙ୍କ ବଦଳରେ ଗଣେଶ୍ୱରଙ୍କୁ ବିଜେଡି ପ୍ରାର୍ଥୀ କରିଥିବାବେଳେ କଂଗ୍ରେସ ଏହି ଆସନ ପାଇଁ ସିପ୍ରାଙ୍କୁ ଚୟନ କରିଛି।…
ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ
ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆ ବିଧାନସଭା କ୍ଷେତ୍ରରୁ ସୁବାସିନୀ ସାହୁଙ୍କ ନାମ ଘୋଷଣା କରିଛନ୍ତି ବିଜେଡି…
ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା
ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା ପରେ ଜଟଣୀ ରାଜନୀତି ଚଳଚଞ୍ଚଳ ହୋଇଛି। ପୂର୍ବରୁ ବିଜେଡିରୁ ଖୋର୍ଦ୍ଧା ଜିଲା ବିଜେଡି ସଭାପତି…
ଜିଲାପାଳ ବଦଳିଲା ପରେ ଗୋ ଶ୍ରଦ୍ଧା ଯୋଜନା ଫେଲ୍
ସୋନପୁର,୨୧।୪(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁର ପୌର ପ୍ରଶାସନ ପକ୍ଷରୁ ୨୦୨୧ ଅଗଷ୍ଟ ୧୬ ତାରିଖ ଠାରୁ ସହରରେ ଆରମ୍ଭ ହୋଇଥିଲା ଗୋ ଶ୍ରଦ୍ଧା ଯୋଜନା। ସହରରେ ଗାଈ ଗୋରୁ ପାଳନ କରୁଥିବା ବ୍ୟକ୍ତିମାନେ ସେମାନଙ୍କ ପାଳିତ ଗାଈ ଗୋରୁଙ୍କୁ କୌଣସି ପରିସ୍ଥିତିରେ ରାସ୍ତା ଉପରକୁ…
ସ୍ବାସ୍ଥ୍ୟକେନ୍ଦ୍ରରେ ନାହିଁ ଆବଶ୍ୟକ ଔଷଧ
ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଜ୍ୟ ସରକାରଙ୍କ ସିଟି ହେଲ୍ଥ ମିଶନରେ ରାଉରକେଲା ଅର୍ବାନ ଅଞ୍ଚଳର ଲକ୍ଷାଧିକ ରୋଗୀ ବେଶ୍ ଉପକୃତ ହେଉଛନ୍ତି। ବସ୍ତିବାସିନ୍ଦାଙ୍କ ପାଇଁ ଗୋଟିଏ ଗୋଟିଏ ଉତ୍କୃଷ୍ଟ ମାନର ସମନ୍ବିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥାପନ ହୋଇଛି। ରାଉରକେଲା ବସ୍ତି…
ସୁଧୁରୁନି ବସ୍ତି ଅଞ୍ଚଳର ଦୁରବସ୍ଥା
ରାଉରକେଲା,୨୧ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଅଧୀନରେ ରହିଛି ସମୁଦାୟ ୪୧ଟି ଓ୍ବାର୍ଡ। ପ୍ରତି ଓ୍ବାର୍ଡରେ ରହିଛି ମୋଟ ୧୩୨ ବସ୍ତି। ୬୦ଭାଗ ବସ୍ତିରେ ବିଜୁ ଆଦର୍ଶ କଲୋନୀ ଯୋଜନାରେ ବିପୁଳ ଅନୁଦାନ ମିଳୁଥିବାରୁ ରାସ୍ତାଘାଟ,ଡ୍ରେନେଜ ସହିତ ସମସ୍ତ ପ୍ରକାର ବିକାଶମୂଳକ…
ରାଜଧାନୀରେ ଥଣ୍ଡା ପାନୀୟ, ରାସ୍ତାକଡ଼ ଖାଦ୍ୟର ଯାଞ୍ଚ ନାହିଁ
ଭୁବନେଶ୍ୱର, ୨୧।୪ (ବନ୍ଦନା ସେଠୀ)ରାଜଧାନୀରେ ତାପମାତ୍ରା ୪୩ ଡିଗ୍ରୀ ପାର୍ ହୋଇଥିବାବେଳେ ମନ ଖୋଜୁଛି ଥଣ୍ଡା ପାନୀୟ। ଖରାରେ ପାଣି ଅପେକ୍ଷା ଲସି, ସରବତ, ଫଳଜୁସ୍, ଆଖୁରସ, ଚୁସ୍କି/ଗୋଲା ଆଦିର ବେଶି ଚାହିଦା ରହୁଥିବାରୁ ସହରର ମୁଖ୍ୟ ରାସ୍ତା ସମେତ ଗଳିକନ୍ଦି…
ବେପାର ମାନ୍ଦା କରୁଛି ତାତି
କଟକ,୨୧ା୪(ଦିବାକର ସାହୁ)ଦିନକୁ ଦିନ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦିନ ୧୦ଟା ପରେ ଘରୁ ବାହାରକୁ ବାହାରି ପାରୁନାହାନ୍ତି ଲୋକେ। ଗତ କିଛିଦିନ ହେବ କଟକ-ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ…
ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ
ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ ନେଇ ଚାଷୀଙ୍କ ମଧ୍ୟରେ ପ୍ରଶ୍ନ ଉଠୁଛି। ଜିଲାର ମଣ୍ଡିରେ କିଣା ହେଉଥିବା ମାଣ୍ଡିଆର ଭିଜିଲାନ୍ସ…
ବେସରକାରୀ ଛାତରେ ଲାଗିଛି ସରକାରୀ ହୋର୍ଡିଂ
ସୁନାବେଡା,ସେମିଳିଗୁଡା,୨୧ା୪କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼: ସୁନାବେଡା ପୌର ପରିଷଦ ଅଧୀନ ସେମିଳିଗୁଡା ଗୋପବନ୍ଧୁ ନଗରଠାରେ ମିଶନ୍ ଶକ୍ତି ଏବଂ ନୂଆ-ଓ ର ଦୁଇଟି ବଡ ହୋର୍ଡିଂ ଲାଗିଛି। ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଜନୈକ ବ୍ୟକ୍ତିଙ୍କ ଘର ଛାତ ଉପରେ…
ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ
ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ। ଏହା ଯୋଗୁ ଲୋକେ ନିଜର ଗୁଜୁରାଣ ମେଣ୍ଟାଇବାକୁ ସକ୍ଷମ ହେଉଥିଲେ। ହେଲେ ସମୟ ବଦଳିବା…
ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ
ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ଏକ ନିଆରା ଢଙ୍ଗରେ ଆରମ୍ଭ କରିଛନ୍ତି ପ୍ରଚାର। ଯାହାକୁ ନେଇ ଏବେ…
Archives


