ରାଜ୍ୟ

ରତ୍ନଭଣ୍ଡାରରୁ ପୁରୁଣା ସିନ୍ଦୁକ, ଆଲମିରା ସ୍ଥାନାନ୍ତର: ରତ୍ନଭଣ୍ଡାରର ଗୁପ୍ତ ସୁଡ଼ଙ୍ଗକୁ ନେଇ ବଡ଼ ବୟାନ ଦେଲେ ଜଷ୍ଟିସ ରଥ

ପୁରୀ,୨୪ା୮(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ବା ଏସ୍‌ଓପି ଅନୁଯାୟୀ ଶୁକ୍ରବାର ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ପୁରୁଣା ସିନ୍ଦୁକ ଓ ଆଲମିରାକୁ ସ୍ଥାନାନ୍ତର କରାଯାଇଛି। ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ଏହି ସ୍ଥାନାନ୍ତର…

ଓଡ଼ିଶା ସୀମାନ୍ତ ଗାଁରେ ଆନ୍ଧ୍ରର ଗ୍ରାମସଭା

ପଟ୍ଟାଙ୍ଗି,୨୩ା୮(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଥିବା କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ଯଥା ଏମ୍‌ଜିଏନ୍‌ଆରଇଜିଏସ୍‌ ନିମନ୍ତେ ରାଜ୍ୟର ୨୯ଟି ଗ୍ରାମରେ ଆନ୍ଧ୍ର ପ୍ରଦେଶ ଟିଡିପି ସରକାର ଶୁକ୍ରବାର ଗ୍ରାମସଭା କରିଥିଲା। ଏହା ସହିତ ଓଡିଶାର…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଅତି ପ୍ରବଳ ବର୍ଷା ହେବା ନେଇ ୪ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୩।୮: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି…

ବାଟରେ ବସ୍‌ ନ ରଖିବାରୁ କାଚ ଭାଙ୍ଗିଲେ ଯୁବକ

ଜୁନାଗଡ଼,୨୩ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ତଲମଲା ପଞ୍ଚାୟତକୁ ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌ ସେବା ଉପରେ ଶୁକ୍ରବାର ଜଣେ ଯୁବକ ଆକ୍ରମଣ କରିଛନ୍ତି। ବାଟରେ ବସ୍‌ ନ ରଖିବାରୁ ଯୁବକ ଜଣକ ଉତ୍ତ୍ୟକ୍ତ ହୋଇ କାଠ ଫାଳିଆରେ ବସ୍‌ର…

ଦୁର୍ଘଟଣାରେ ପ୍ରାଣ ହରାଇଲା ଘୋଡା: ଝୁରୁଛନ୍ତି ପରିବାର

ମୋରଡ଼ା,୨୩ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ଅଞ୍ଚଳରେ ‘ରାନୀ’ ବେଶ୍‌ ଜଣାଶୁଣା। ଆଖପାଖ ଗାଁର ଲୋକେ ତାକୁ ବହୁତ ଆଦର ମଧ୍ୟ କରୁଥିଲେ। ରାନୀ କୌଣସି ଛୋଟ ଝିଅର ନାଁ ନୁହେଁ, ସେ ହେଉଛି ଅଶେଷ ମହାନ୍ତଙ୍କ…

ସୁଭଦ୍ରା ଯୋଜନା ଏସଓପି ଘୋଷଣା ପରେ ଭାଜପାକୁ ଟାର୍ଗେଟ କଲେ ନବୀନ: କହିଲେ-ଗ୍ୟାରେଣ୍ଟି ନା ଧୂଆଁବାଣ?

ଭୁବନେଶ୍ୱର,୨୩।୮: ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଛନ୍ତି। ଏହି ଘୋଷଣା ପରେ କେଉଁମାନେ ଏହି ଯୋଜନାରେ ଉପକୃତ ହେବେ ଏବଂ କେଉଁମାନେ ବାଦ ପଡ଼ିବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ବିଧାନସଭା ମୁଖ୍ୟ…

ଏକତରଫା ପ୍ରେମରେ ବିଫଳ ହୋଇ ଯୁବତୀଙ୍କୁ ପେଚକସ୍‌ ଭୁସିଦେଲେ ଯୁବକ

ଲୋଇସିଂହା,୨୩।୮: ବଲାଙ୍ଗୀର ଜିଲା ଲୋଇସିଂହା ସ୍ଥିତ ଏକ ପେଟ୍ରୋଲ ପମ୍ପରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଏକତରଫା ପ୍ରେମ କରି ବିଫଳ ହେବା ପରେ ଯୁବକ ଜଣକ ଯୁବତୀଙ୍କୁ ପେଚକସ୍‌ ଭୁସି ଆକ୍ରମଣ କରିଛନ୍ତି। ଫଳରେ ଯୁବତୀ ଜଣଙ୍କ ଗୁରୁତର…

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ: ଏଥର ପାସ୍‌ ହାର ରହିଛି…

କଟକ,୨୩।୮: ୨୦୨୪ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥର ମୋଟ ୭୯୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪୪୧ ଛାତ୍ରୀଛାତ୍ର ପାସ କରିଛନ୍ତି। ପାସ୍‌ ହାର ୫୫.୪% ରହିଛି। ସେହିପରି ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ…

ରାଜ୍ୟରେ ମାଡି ଚାଲିଛି ଡେଙ୍ଗୁ: ରୋଗୀ ସଂଖ୍ୟା ୨୪ ଶହ ଟପିଲା

ଭୁବନେଶ୍ୱର,୨୩।୮: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍‌ ରହିଥିବା କହିଛନ୍ତି…

ଭିତର ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେଲା ଆଲମାରୀ, ସିନ୍ଦୁକ

ପୁରୀ,୨୩ା୮: ଶୁକ୍ରବାର ପୁଣି ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ସେବାୟତଙ୍କ ସହାୟତରେ ଭିତର ରତ୍ନଭଣ୍ଡାରୁ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଜଗମୋହନରୁ ବେହରଣ ଦ୍ବାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ…

ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି, ଏମିତି କହିଲେ…

ଭୁବନେଶ୍ୱର,୨୩।୮: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ଭାଜପା। ଏହାକୁ ମୁଦ୍ଦା କରି ନିର୍ବାଚନ ବୈତରଣୀ ମଧ୍ୟ ପାର ହୋଇଥିଲା। ତେବେ ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ…

ଚିକିଟି ମଦ ମୃତ୍ୟୁ ମାମଲା, ଆଉ ଜଣେ ଗିରଫ: ମୁଖ୍ୟ ଅଭିଯୁକ୍ତଙ୍କଠୁ ମଦ ଆଣି…

ଚିକିଟି,୨୧।୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲାରେ ମଦ ମୃତ୍ୟୁ ବିଭୀଷିକା ଦେଖିବାକୁ ମିଳିଛି। ମଦ ମୃତ୍ୟୁ ଘଟଣାରେ କେ.ନୂଆଗାଁ ପୋଲିସ ଶୁକ୍ରବାର ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ମାଉନ୍ଦପୁର ଗ୍ରାମର ରାଜେନ୍ଦ୍ର ସାହୁ। ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?