ବିଳମ୍ବରେ ମିଳୁଛି ଦରମା
ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ ସମୟରେ ଦରମା। ଏଭଳି ସଙ୍ଗିନ୍ ଅଭିଯୋଗ କରିଛନ୍ତି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର, ନର୍ସ ଓ…
ଅସନ୍ତୁଷ୍ଟ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ବ୍ରହ୍ମପୁର,୨୧ା୪(ନରସିଂହ ସାହୁ): ଗୋପାଳପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହୋଇଛନ୍ତି ଉମା ଚରଣ ନାୟକ। ସେ ଶନିବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କଳିଙ୍ଗ ବିଜୁ ନବୀନ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଉମା…
ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ
ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ ଉତ୍ପାଦନ ହୋଇପାରିବ ସେ ଦିଗରେ କାର୍ଯ୍ୟ ଆରମ୍ଭ କରିଦିଅନ୍ତି। ବେକାର ଯୁବତୀ ଯୁବକମାନେ କିପରି…
ପ୍ରବଳ ଗ୍ରୀଷ୍ମରେ ମୁଗ ଚାଷ ପ୍ରଭାବିତ ଆଶଙ୍କା
ଧର୍ମଶାଳା,୨୧ା୪(ବଟକୃଷ୍ଣ ପରିଡ଼ା):ଚଳିତଥର ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମୁଗ ଚାଷ ଭଲ ହୋଇଛି। ମାତ୍ର ସପ୍ତାହେ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଫୁଲଫଳ ଧରିଥିବା ମୁଗଚାଷ କ୍ଷତିଗ୍ରସ୍ତ ହେବା ନେଇ ଚାଷୀମାନେ ଆଶଙ୍କାବ୍ୟକ୍ତ କରିଛନ୍ତି। ଧର୍ମଶାଳା ବ୍ଲକ ଅଧୀନ ଚହଟା, ଚୋରମୁହଁା,…
ଲାଇଫ୍ ଜାକେଟ୍ ବିନା ୬୩ ଘାଟରେ ନୌଚଳାଚଳ
କେନ୍ଦ୍ରାପଡ଼ା,୨୧ା୪ (ଜଗନ୍ନାଥ ଧଳ)ହୀରାକୁଦ ଡ୍ୟାମ୍ ଉପର ମହାନଦୀରେ ଶୁକ୍ରବାର ଘଟିଥିବା ଡଙ୍ଗା ବୁଡ଼ି ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ୪ ଜଣ ନିଖୋଜ ଥିବା ବେଳେ ସୌଭାଗ୍ୟବଶତଃ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ତେବେ ଏହି ଘଟଣା କେନ୍ଦ୍ରାପଡ଼ା…
୧୩ ବଖରା ଭସ୍ମୀଭୂତ
ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ ପିନ୍ଧା ଲୁଗା ବ୍ୟତୀତ ଅନ୍ୟ କୌଣସି ସାମଗ୍ରୀ ଉଦ୍ଧାର କରି ପାରିନାହାନ୍ତି। ଗ୍ରାମବାସୀଙ୍କ ସହିତ…
ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ
ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି। ହେଲେ ଠିକ୍ ଭାବେ ପଙ୍କ ଉଠାଯାଇ ନ ଥିବାକୁ ସାଧାରଣରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା।…
ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି
ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍ଏଚ୍)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି ବୈଠକ ନ ହୋଇ ୫୦ରୁ ଉର୍ଦ୍ଧ କର୍ମଚାରୀଙ୍କ ବଦଳି କରାଯାଇଛି । ବଦଳି ଓ…
ସରକାରୀ କଟକଣା ମାନୁନାହାନ୍ତି ଅଧିକାରୀ
ଓଡ଼ଗାଁ,୨୧ା୪ (ଆଦର୍ଶ କୁମାର ପଟ୍ଟନାୟକ)ସକାଳ ୮ଟାରୁ ପ୍ରଚଣ୍ତ ଖରାରେ ସିଝୁଛି ସାରା ଓଡ଼ିଶା। ଏଥିରୁ ନୟାଗଡ଼ ଜିଲା ଓଡ଼ଗାଁ ବାଦ ଯାଇନି। ଏପଟେ ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜକୁ ଛୁଟି ଘୋଷଣା କରିଥିବା ବେଳେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ…
୧୮ ଇଞ୍ଜିନିୟରିଂ ଛାତ୍ରଙ୍କୁ ଜଣ୍ଡିସ୍
କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ରହୁଥିବା ଛାତ୍ରଙ୍କୁ ଜଣ୍ଡିସ ବ୍ୟାପୁଥିବା ଘଟଣା ଆଲୋଚ୍ୟର ବିଷୟ ହୋଇଛି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୮ ଜଣଙ୍କୁ ଜଣ୍ଡିସ ହୋଇଥିବା ଜଣାପଡ଼ିଛି। ଜଣ୍ଡିସରେ ଆକ୍ରାନ୍ତ ହେବା ପରେ…
ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା
ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪ ବର୍ଷୀୟ ସମ୍ପର୍କୀୟ ପୁତୁରାକୁ ଅପହରଣ ପରେ ୩ ଲକ୍ଷ ଟଙ୍କା ଦାବି କରି ନ…
୧୫ ବର୍ଷ ପରେ ହାଇକୋର୍ଟରୁ ମହିଳାଙ୍କୁ ମିଳିଲା ନ୍ୟାୟ
କଟକ,୨୦ା୪(କାର୍ତ୍ତିକ ସାହୁ): ଦୀର୍ଘ ୧୫ବର୍ଷ ପରେ ନ୍ୟାୟିକ ଲଢ଼େଇର ଅନ୍ତ ଘଟିଛି। ଅଙ୍ଗନଓ୍ବାଡିି କର୍ମୀ ପଦବୀ ନିମନ୍ତେ ଚୟନ ହେବା ପରେ ନିରାଶ ହୋଇଥିବା ଜଣେ ମହିଳାଙ୍କୁ ଶେଷରେ ନ୍ୟାୟ ମିଳିଛି। ମହିଳା ଜଣକ ଅଙ୍ଗନଓ୍ବାଡି କର୍ମୀ ନିମନ୍ତେ ଯୋଗ୍ୟ ବିବେଚିତ…
Archives


