OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୩ା୮: ଓଏସ୍ଆର୍ଟିସି ଚିଫ୍ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ ଚାଲିଛି।…
ଟଙ୍କରାମ ହତ୍ୟା ମାମଲା: ୨ ପୁଅଙ୍କ ସହ ବାପାଙ୍କୁ ଆଜୀବନ କାରାଦଣ୍ଡ
ଲୋଇସିଂହା,୨୩ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ କୁଶଙ୍ଗ ପଞ୍ଚାୟତ ବଞ୍ଜାରି ଗ୍ରାମର ଟଙ୍କରାମ ପାଣ୍ଡେ ହତ୍ୟା ମାମଲାର ବଲାଙ୍ଗୀର ସେସନ କୋର୍ଟ ବିଚାର ପତି ଡ. ପବିତ୍ରମୋହନ ସାମଲ ଗୁରୁବାର ଶୁଣାଣି କରି ୩ ଅଭିଯୁକ୍ତଙ୍କୁ ଆଜୀବନ…
ଜେଲ୍ରେ ବଡ଼ ଧରଣର ଚଢ଼ାଉ, ଜେଲର୍ଙ୍କ ସହ ମିଶି ବନ୍ଦୀମାନେ କରୁଛନ୍ତି…
ବଲାଙ୍ଗୀର,୨୩ା୮(ସୁନୀଲ କୁମାର ମହାନ୍ତି): ଶୁକ୍ରବାର ସକାଳୁ ବଲାଙ୍ଗୀର ଜିଲା କାରାଗାରରେ ପୋଲିସ ପକ୍ଷରୁ ବଡ଼ଧରଣର ଚଢ଼ାଉ କରଯାଇଛି। ଜେଲ୍ ଭିତରେ ବନ୍ଦୀମାନେ ଗ୍ୟାଙ୍ଗଓ୍ବାର କରୁଥିବା ଓ ବିଭିନ୍ନ ଅପରାଧ ପାଇଁ ଯୋଜନା କରୁଥିବା ଖବର ଆସିବା ପରେ ଶୁକ୍ରବାର ବଲାଙ୍ଗୀର ଏସ୍ପି…
ଛାତ୍ରୀଙ୍କୁ ସଂସ୍କୃତ ଶିକ୍ଷକଙ୍କ ମାଡ଼, ଅସଦାଚରଣ ଅଭିଯୋଗ, ଥାନାରେ ପହଞ୍ଚିଲା ମାମଲା
ଦେବଗଡ଼,୨୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ଛାତ୍ରୀଙ୍କୁ ସମ୍ପୃକ୍ତ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ମାଡ଼ ମାରିବା ସହ ଅସଦାଚରଣ ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏନେଇ…
ସତ ଶୁଣିବାକୁ ଡର ଲାଗିବାରୁ ପଳାଇଲେ ବିରୋଧୀ
ଭୁବନେଶ୍ୱର, ୨୩।୮(ସୁନିତ୍ ମିଶ୍ର):ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ପର୍କିତ ଖର୍ଚ୍ଚଦାବି ଆଲୋଚନା ସମୟରେ ବିରୋଧୀ ମଦମୃତ୍ୟୁ ପ୍ରସଙ୍ଗକୁ ନେଇ ହୋହଲ୍ଲାକରି ଗୃହତ୍ୟାଗ କରିଥିଲେ। ହେଲେ ଶାସକ ଦଳ ସଦସ୍ୟମାନେ ବିନା ବିରୋଧୀରେ ଖର୍ଚ୍ଚଦାବି ଆଲୋଚନା କରିବା ସହ ମନ୍ତ୍ରୀ…
ଆଜି ପୁଣି ଖୋଲିବ ରତ୍ନଭଣ୍ଡାର
ପୁରୀ,୨୩ା୮: ଆଜି ଅର୍ଥାତ୍ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ…
ଗଞ୍ଜାମର ଦେଶୀ ମଦ ରାଜଧାନୀରେ ଜବତ
ଭୁବନେଶ୍ୱର,୨୩ା୮(ସୂର୍ଯ୍ୟକାନ୍ତ ବେହେରା):ବ୍ରହ୍ମପୁର ଚିକିଟିରେ ବିଷାକ୍ତ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଘଟଣା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ମଦ ମୃତ୍ୟୁକୁ ନେଇ ବିରୋଧୀ ମଧ୍ୟ ସରକାରଙ୍କୁ ଟାର୍ଗେଟ କରିଥିବାରୁ ରାଜ୍ୟ ରାଜନୀତି ସରଗରମ ହୋଇଛି। ଇତିମଧ୍ୟରେ ଅବକାରୀ ବିଭାଗ…
ସିମ୍ବକ୍ସ ନେଟ୍ୱର୍କ:ଢାକାରୁ ସ୍ମାର୍ଟ ସୁଇଚ୍ରେ କରୁଥିଲେ ଅପରେଟ୍
ଭୁବନେଶ୍ୱର,୨୩ା୮(ସତ୍ୟଜିତ୍ ରାଉତ):ସିମ୍ବକ୍ସ ନେଟ୍ୱର୍କ ମାମଲାରେ କମିଶନରେଟ୍ ପୋଲିସ ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳଙ୍କୁ ରିମାଣ୍ଡରେ ଆଣି ଜେରା କରିବାବେଳେ ନୂଆ ନୂଆ ତଥ୍ୟ ମିଳିବାରେ ଲାଗିଛି। ମାଷ୍ଟରମାଇଣ୍ଡ ବାଂଲାଦେଶର ଆଶାଦ୍ଦୁର ଜମାନ୍ଙ୍କ ଫଟୋ ମିଳିଥିବାବେଳେ ତାଙ୍କ ବିଷୟରେ ମଧ୍ୟ ପୋଲିସ ଅଧିକ…
ପିସିସି ସଭାପତି ଚୟନକୁ ଲାଗିବ ୨ ମାସ
ଭୁବନେଶ୍ୱର,୨୩।୮(ସୁନୀତ ମିଶ୍ର): ପିସିସି ସଭାପତି ଚୟନ ଆସନ୍ତା ୨ ମାସ ମଧ୍ୟରେ କରାଯିବ। ଦିଲ୍ଲୀରୁ କେତେଜଣ ନେତା ଆସି ଦଳର କେତେଜଣ ନେତାଙ୍କ ସହ ଆଲୋଚନାକରି ମତାମତ ନେବେ। ଏହା ସହ ବିଭିନ୍ନ ଉପାୟରେ ସର୍ଭେ କରାଯାଇ କାହାକୁ ସଭାପତି କଲେ…
ପ୍ରଣବଙ୍କ ନାଁରେ ଜମି ଜବରଦଖଲ ଅଭିଯୋଗ
କାଏମା,୨୩ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଗଙ୍ଗାଧରପୁର ପଞ୍ଚାୟତର ନୂଆଗଁା ମୌଜାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ସରକାରୀ ଜମି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ଉକ୍ତ ଅଭିଯୋଗ ଆଧାରରେ ଗୁରୁବାର ତହସିଲ ପକ୍ଷରୁ ନାକପୋଲ ରାଜସ୍ବ ନିରୀକ୍ଷକ…
ଚିକିଟି ମଦମୃତ୍ୟୁ: ଆର୍ଡିସି ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର,୨୩ା୮(ଅନିଲ ଦାସ): ଗଞ୍ଜାମ ଜିଲା ଚିକିଟି ମଦମୃତ୍ୟୁ ଘଟଣାରେ ଆର୍ଡିସି ସ୍ତରୀୟ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ଗୁରୁବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଚିକିଟି ମଦମୃତ୍ୟୁ ଘଟଣାରେ ଆର୍ଡିସି ସ୍ତରୀୟ ତଦନ୍ତ ପାଇଁ…
ଜଣେ ଶିକ୍ଷକରେ ଚାଲିଛି ୬୦ ସ୍କୁଲ: ଅଫିସ କାମରେ ଗଲେ ସ୍କୁଲ ବନ୍ଦ
ଭବାନୀପାଟଣା,୨୨ା୮(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ଶିକ୍ଷା ବିଭାଗର ବିଚିତ୍ର ନୀତି ଦେଖିବାକୁ ମିଳୁଛି। ଯେଉଁଠି ଦରକାର ଅଛି ସେଠି ଶିକ୍ଷକ ନିଯୁକ୍ତି କରାଯାଉ ନ ଥିବାବେଳେ ଆବଶ୍ୟକ ନ ଥିବା ସ୍କୁଲରେ ଶିକ୍ଷକ ନିଯୁକ୍ତି କରାଯାଉଥିବା ଅଭିଯୋଗ ଆସିଛି। ବିଭାଗ…

