ରାଜ୍ୟ

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର ଜବାବ ରଖିଛନ୍ତି କୁଚିଣ୍ଡା ଭାଜପା ବିଧାୟକ ପ୍ରାର୍ଥୀ ରବି ନାଏକ। ସେ କହିଛନ୍ତି, ବିଜେଡି…

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ, ଶିକ୍ଷା, ଶିଶୁଙ୍କ ଖାଦ୍ୟ, ମା’ମାନଙ୍କ ପାଇଁ ଟଙ୍କା ପାଇଛୁ। ଦ୍ରୋହୀ ହେବୁ ନାହିଁ। ଆନ୍ଧ୍ର,…

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର ଦାୟିତ୍ୱ ତୁଲାଉଛି। ମାତ୍ର ରାଜଧାନୀର ମହିଳାମାନେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଶତାଧିକ ମିନି…

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି ବୈତରଣୀର ଅଞ୍ଜିରା ଘାଟ, କୁସେଇ ନଦୀ ଓ ବୈତରଣୀର ତିନିମୁହାଣି ନିକଟରୁ ବେଆଇନ ବାଲି…

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ମାତ୍ର ମତ୍ସ୍ୟଜୀବୀଙ୍କ କ୍ଷେତ୍ରରେ ସରକାର କିଛି ମୌଳିକ ସମସ୍ୟା ପ୍ରତି ଗୁରୁତ୍ୱ ଦେଇ ନ…

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜିଲା ଖାଉଟି ଯୋଗାଣ ବିଭାଗ ସରକାରଙ୍କ ଏହି ନିର୍ଦ୍ଦେଶକୁ…

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ କୌଣସି ଗୋଟିକରେ ବି ଭାଜପା ମହିଳାଙ୍କୁ ପ୍ରାର୍ଥୀ କରି ନ ଥିବା…

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା ପଡ଼ିଲାଣି। ରାଜ୍ୟର ଦ୍ୱିତୀୟ ବୃହତ୍ତମ ନଦୀ ଜଳପଥ ଏହି ଜିଲାରେ ଥିବାବେଳେ ପାଣି ପାଇଁ…

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି। ହେଲେ ଶିଳ୍ପ କାରଖାନାଗୁଡ଼ିକର ବେଖାତିର ମନୋଭାବ ଏବଂ ସ୍ଥାନୀୟ ନିଯୁକ୍ତି ପ୍ରତିଶ୍ରୁତିକୁ ଉପେକ୍ଷା ପ୍ରଶାସନକୁ…

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ ୨୦୨୩ରୁ ବେଞ୍ଚ, ଡେସ୍କ ଓ କାର୍ଯ୍ୟାଳୟ ଉପକରଣ ପାଇଁ…

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର ସମସ୍ୟା ଯେପରି ସୃଷ୍ଟି ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।…

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ ଚାଷ ପାଇଁ ସରକାର ପ୍ରୋତ୍ସାହନ ଯୋଗାଉଥିଲେ ମଧ୍ୟ କୃଷି ବିଭାଗର ଅବହେଳା ଯୋଗୁ ବାଲୁଗଁା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri