ରାଜ୍ୟ

ଜଗା ହାତରେ ରାଖୀ ବାନ୍ଧିଲା ଭଉଣୀ

ଫୁଲବାଣୀ,୨୦।୮(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ାମୁଣ୍ଡ ଅଲଗା ଶିଶୁ ଜଗାର ଚିକିତ୍ସା ଚାଲିଛି। ସୋମବାର ମେଡିକାଲରେ ଜଗା ରକ୍ଷା ବନ୍ଧନ ଉତ୍ସବ ପାଳିଛି। ନିଜ ସାନ ଭଉଣୀ ସୁଭଦ୍ରାର କୁନି ହାତରୁ ରାଖୀ ବାନ୍ଧି ଜଗା…

ନଗଡ଼ା ପାର୍ଶ୍ୱ ଗ୍ରାମରେ ଅତିଶୟ ଅପପୁଷ୍ଟି

ଯାଜପୁର,୨୦।୮(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଖଣି ଓ ଶିଳ୍ପସମୃଦ୍ଧ ହୋଇଥିଲେ ମଧ୍ୟ ଭୋକର ଭୂଗୋଳ ତାଲିକାରୁ ହଟିପାରୁନାହିଁ। ସୁକିନ୍ଦା ବ୍ଲକର ନଗଡ଼ାରେ ପୁଷ୍ଟିହୀନତାରେ ଶିକାର ହୋଇ ଶିଶୁମାନଙ୍କ ମୃତ୍ୟୁ ହେବା ଘଟଣା ଦେଶ ବିଦେଶରେ ଚର୍ଚ୍ଚା ହୋଇଥିଲା। ଏହି ଘଟଣାର ୮ ବର୍ଷ…

ପିଜି ନାମଲେଖା: ଆଜି ପ୍ରଥମ ମେଧାତାଲିକା

ଭୁବନେଶ୍ୱର,୨୦।୮(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ମଙ୍ଗଳବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ବା ସିଟ୍‌ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୨୧ତାରିଖ ପୂର୍ବାହ୍ନ ୧୦ଟାରୁ ୨୪ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ନାମ…

ଜୁଏଲ୍‌ ଓରାମ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୨୦।୮(ପି.ଟି.): କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍‌ ଓରାମ ସୋମବାର ରାତି ୯ଟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏମ୍ସର ନୂଆ ପ୍ରାଇଭେଟ୍‌ ଓ୍ବାର୍ଡରେ ସେ ପଲ୍‌ମୋନାରି ମେଡିସିନ ବିଭାଗ ମୁଖ୍ୟ ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା…

ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୨୦।୮(ଅନିଲ ଦାସ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଙ୍ଗଳବାର ଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଶେଷ ହେବ। ସେପ୍ଟେମ୍ବର ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍‌ ଗୃହୀତ ହେବ। ଏହି ଅଧିବେଶନ ଜୁଲାଇ…

ଧର୍ମଘଟ ବଢ଼ାଇବ ଆଳୁ ସଙ୍କଟ

ଭୁବନେଶ୍ୱର,୨୦ା୮(ଅନିଲ ଦାସ): ରାଜ୍ୟରେ ଗଚ୍ଛିତ ଥିବା ଆଳୁ ଆଗାମୀ ୩ ଦିନ ମଧ୍ୟରେ ଶେଷ ହୋଇଯିବ। ଏହା ପରେ ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖାଦେଇ ପାରେ। ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ଏ ନେଇ…

ଝାଡ଼ଖଣ୍ଡକୁ ଲମ୍ବିଛି ସିମବକ୍ସ

ଭୁବନେଶ୍ୱର,୨୦ା୮(ସତ୍ୟଜିତ୍‌ ରାଉତ): ଓଡ଼ିଶାରେ ଅପରେଟ୍‌ ହେଉଥିବା ସିମ୍‌ବକ୍ସ ନେଟୱର୍କ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ମିଳିବାରେ ଲାଗିଛି। ଏବେ ଏହାର ଲିଙ୍କ୍‌ ଝାଡ଼ଖଣ୍ଡରେ ରହିଥିବା ଜଣାପଡ଼ିଛି। ବଙ୍ଗୀୟ ଏଜେଣ୍ଟ ରାଜୁ ମଣ୍ଡଳ ଓ ମାଷ୍ଟରମାଇଣ୍ଡ୍‌ ବାଂଲାଦେଶର ଆଶାଦ୍ଦୁର ଜମାନ୍‌ ଝାଡ଼ଖଣ୍ଡର…

ମଙ୍ଗଳବାର ୭ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯।୮: ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

ରାଖୀ ପୂର୍ଣ୍ଣିମାରେ ଅଘଟଣ: ଚା’ ଦୋକାନରୁ ମିଳିଲା ଦମ୍ପତିଙ୍କ ମୃତଦେହ

ଖଲ୍ଲିକୋଟ,୧୯।୮(ପ୍ରଶାନ୍ତ କୁମାର ମିଶ୍ର): ରାକ୍ଷୀ ପୂର୍ଣ୍ଣିମାରେ ଏକ ଅଘଟଣ ଘଟିଛି। ଏକ ଚା’ ଦୋକାନରୁ ପୋଲିସ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା…

ଅଧାରେ ରହିଲା ହରିଶଙ୍କର ଦର୍ଶନ: ପୋଲ ତଳକୁ ବାଇକ୍‌ ଖସି ଚାଲିଗଲା ଜୀବନ

ପାଟଣାଗଡ଼,୧୯।୮: ବଲାଙ୍ଗୀର ଜିଲା ଖପ୍ରାଖୋଲ ହନୁପାଲି ଗାଁ ନିକଟ ଏକ ପୋଲ ତଳକୁ ବାଇକ୍‌ ଖସିପଡି ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ…

ପୁଣି ଦେଖା ଦେବ ଆଳୁ ସଙ୍କଟ! ରାଜ୍ୟ ବ୍ୟବସାୟୀ ମହାସଂଘ କହିଲା ଆଉ ୩ ଦିନ ପରେ…

ଭୁବନେଶ୍ୱର,୧୯।୮: ଆଳୁ ସଙ୍କଟକୁ ନେଇ ଏଯାଏ ସମାଧାନ ହୋଇନାହିଁ। ଆଳୁର ଅଭାବ ଯୋଗୁ ରାଜ୍ୟରେ ବ୍ୟବସାୟୀ ଚଢା ଦରରେ ଆଳୁ ବିକ୍ରି କରୁଛନ୍ତି। ତେବେ ଆଳୁ ସଙ୍କଟ କେବେ ଦୂର ହେବ ସେନେଇ ପ୍ରଶ୍ନ ଉଠୁଥିବା ବେଳେ ଏବେ ଗ୍ରାହକଙ୍କୁ ଝଟକା…

ଯାତ୍ରୀବାହୀ ବସ୍‌- ଟ୍ରକ୍‌ ଧକ୍କା: ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଆନନ୍ଦପୁର,୧୯।୮: କେନ୍ଦୁଝର ଜିଲା ଆନ୍ଦପୁର ବେଲବାହାଳି ବାଇପାସ୍‌ ରାସ୍ତାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲୁହାପଥର ବୋଝେଇ ଟ୍ରକ ସହ ଏକ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?