ରାଜ୍ୟ

ଯାତ୍ରୀବାହୀ ବସ୍‌- ଟ୍ରକ୍‌ ଧକ୍କା: ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ଆନନ୍ଦପୁର,୧୯।୮: କେନ୍ଦୁଝର ଜିଲା ଆନ୍ଦପୁର ବେଲବାହାଳି ବାଇପାସ୍‌ ରାସ୍ତାରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲୁହାପଥର ବୋଝେଇ ଟ୍ରକ ସହ ଏକ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା…

ଉତ୍କଳୀୟ କାରିଗରଙ୍କ ସୂକ୍ଷ୍ମ ଭାସ୍କର୍ଯ୍ୟର ପ୍ରତୀକ ‘କୋଣାର୍କ’:ଜାଣନ୍ତୁ କିଛି ଆଶ୍ଚର୍ଯ୍ୟକର ତଥ୍ୟ

କୋଣାର୍କ ସୂର୍ଯ୍ୟମନ୍ଦିର ଉତ୍କଳୀୟ ସ୍ଥାପତ୍ୟ କଳାର ଚରମ ନିଦର୍ଶନ। ତ୍ରୟୋଦଶ ଶତାବ୍ଦୀର ଏହି କୀର୍ତ୍ତିରାଜି ଏକ ଦୁର୍ମୂଲ୍ୟ ତଥା ଦୁଃସାଧ୍ୟ ବିଭବ ଭାବରେ ପ୍ରତୀୟମାନ ହୁଏ। ଉତ୍କଳୀୟ କାରୀଗରମାନଙ୍କ ଶକ୍ତି, ସାହସ ଓ କାର୍ଯ୍ୟଦକ୍ଷତା ବିଶାଳକାୟ ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ ଭାସ୍କର୍ଯ୍ୟରୁ ସ୍ପଷ୍ଟ…

ନବୀନ ପଟ୍ଟନାୟକଙ୍କ ହାତରେ ରାଖୀ ବାନ୍ଧି ଏମିତି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୧୯।୮: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ଦିନରେ ଭାଇ ହାତରେ ରାଖୀ ବାନ୍ଧି ଶୁଭ ମନାସୁଛନ୍ତି ଭଉଣୀ। ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ରାଖୀ ବାନ୍ଧିଛନ୍ତି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ନବୀନଙ୍କ ରାଖୀ ବାନ୍ଧିବା…

ବଢିବ ପିଏମ ଆବାସ ଟଙ୍କା, ୧ ଲକ୍ଷ ୨୦ ହଜାର ବଦଳରେ ଏଣିକି ମିଳିବ ଏତିକି…

ଭୁବନେଶ୍ୱର,୧୯।୮(ଅନିଲ ଦାସ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ହିତାଧିକାରୀଙ୍କ ପାଇଁ ଖୁସି ଖବର। ପିଏମ୍‌ ଆବାସ୍‌ ଯୋଜନାରେ ହିତାଧିକାରୀଙ୍କୁ ମିଳୁଥିବା ସହାୟତା ରାଶି ପରିମାଣ ବୃଦ୍ଧି ପାଇବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ସୋମବାର ଏହି…

ଆଇନମନ୍ତ୍ରୀଙ୍କ ସୂଚନା: ଆସନ୍ତାବର୍ଷଠୁ କଲେଜରେ ହେବ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର,୧୯।୮: ଆସନ୍ତାବର୍ଷଠୁ କଲେଜରେ ହେବ ଛାତ୍ର ସଂସଦ ନିର୍ବାଚନ । ଚଳିତ ବର୍ଷଠାରୁ ପ୍ରସ୍ତୁତି ଆରମ୍ଭ କରିବା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ନୂଆ ସରକାରରେ ସମୟ ଅଭାବ ଯୋଗୁ ଆସନ୍ତାବର୍ଷରୁ ନିର୍ବାଚନ କରାଯିବ…

ଦଶମ ଶ୍ରେଣୀ ଛାତ୍ରଙ୍କ ପେଟରେ ଛୁରି ଭୁସିଲେ ଛାତ୍ର

କୋରାପୁଟ,୧୯।୮: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ପଞ୍ଚଡ଼ା ହାଇସ୍କୁଲ ହଷ୍ଟେଲରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ରାତିରେ ହଷ୍ଟେଲରେ ଖାଇବା ବେଳେ ଦୁଇ ଛାତ୍ରଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଏହା କ୍ରମେ ଉର୍ଗରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଜଣେ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିମାନଙ୍କୁ ମିଳିବ ଅନ୍ତ୍ୟୋଦୟ ଗୃହ ଯୋଜନା

ଭୁବନେଶ୍ୱର,୧୯।୮: ଅନ୍ତ୍ୟୋଦୟ ଗୃହ ଯୋଜନା ନେଇ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାୟକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାତ୍ୟା, ବନ୍ୟା କି ହାତୀ ଘର ନଷ୍ଟ କଲେ ଅନ୍ତ୍ୟୋଦୟ ଯୋଜନା ମିଳିବ। ବିଭିନ୍ନ କାରଣରୁ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଭଉଣୀ ରାସମଣି

ଭୁବନେଶ୍ୱର,୧୯।୮: ଆଜି ପବିତ୍ର ଗହ୍ମା ପୂର୍ଣ୍ଣମା ତଥା ପ୍ରଭୁ ଶ୍ରୀ ବଳଦେବଙ୍କ ଜନ୍ମ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହାତରେ ରାଖୀ ବାନ୍ଧିଛନ୍ତି ତାଙ୍କ ଭଉଣୀ ରାସମଣି ମାଝୀ । ପୂର୍ବରୁ ରାସମଣୀ ଘରେ ଏକୁଟିଆ ଭାଇ ହାତରେ ରାଖୀ ବାନ୍ଧୁଥିଲେ।…

ଏକାଠି ନୂଆଁ ଖାଇଲେ ମହିମାଧର୍ମାବଲମ୍ବୀ

କର୍ଲାମୁଣ୍ଡା:୧୯।୮(ପ୍ରଦୀପ କୁମାର ସାହୁ): ଆଜି ପବିତ୍ର ଗହ୍ମା ପୂର୍ଣ୍ଣମା ତଥା ପ୍ରଭୁ ଶ୍ରୀ ବଳଦେବଙ୍କ ଜନ୍ମ ଦିନରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ମହିମାଧର୍ମାବଲମ୍ବୀ ଭକ୍ତମାନେ ଧୁମ୍‌ଧାମରେ ନୂଆଁଖାଇ ପର୍ବ ପାଳନ କରିଛନ୍ତି। ବ୍ଲକର ରାଜପୁର ପଞ୍ଚାୟତ ବାଞ୍ଜିପଦର୍‌…

ବେଲପଡ଼ା ସହରରେ ବ୍ୟାପୁଛି ଝାଡ଼ାବାନ୍ତି

ବଲାଙ୍ଗୀର,୧୯।୮: ବଲାଙ୍ଗୀର ଜିଲା ବେଲପଡ଼ା ସହରରେ ଝାଡାବାନ୍ତି ଆତଙ୍କ ଲାଗି ରହିଛି। ବେଲପଡ଼ାର ତଳିପଡ଼ାରେ ଗତ ୪ ଦିନ ମଧ୍ୟରେ ଝାଡ଼ାବାନ୍ତିରେ ୩ଜଣଙ୍କ ମତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ବର୍ତ୍ତମାନ ୨୫ରୁ ଅଧିକ ଲୋକ ଝାଡ଼ ଝାବାନ୍ତିରେ ଆକ୍ରାନ୍ତ ହୋଇ…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି…

କେନାଲକୁ ଡେଇଁ ପଡ଼ିଲେ ଯୁବକ

କଟକ,୧୯ା୮(କାର୍ତ୍ତିକ ସାହୁ): କଟକ ଜିଲା ଜଗତପୁର-ମଧୁପୁର ବ୍ରିଜ୍‌ ଉପରୁ ସୋମବାର ଜଣେ ଯୁବକ କେନାଲକୁ ଡେଇଁ ପଡ଼ିଛନ୍ତି। ନିଖୋଜ ଯୁବକ ଜଣକ ବିହାରର ବିଟ୍ସ କୁମାର ଯାଦବ(୧୯) ବୋଲି ଜଣାପଡ଼ିଛି। ତେବେ ସେ କାହିଁକି ଡେଇଁଲେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?