ରାଜ୍ୟ

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ ୯ ଲକ୍ଷ ୨୬ ହଜାର ଟଙ୍କା ଲୁଟି ଫେରାର ହୋଇଯାଇଥିବା ଜଣାପଡିଛି। ମିଳିଥିବା ସୂଚନା…

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ ଦେଇଥିବା ଅଭିଯୋଗରେ ଗୁରୁବାର ଜଣେ ଶିକ୍ଷକଙ୍କୁ ଚାକିରୀରୁ ନିଲମ୍ବିତ କରାଯାଇଛି। ସେ ହେଲେ କଣ୍ଟାମାଳ…

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ୪୩.୬ ଡିଗ୍ରୀ, ଝାରସୁଗୁଡା ୪୨.୬ ଡିଗ୍ରୀ,ବାଲେଶ୍ୱର ୪୨.୨ ଡିଗ୍ରୀ,ସମ୍ବଲପୁର: ୪୧.୭ ଡିଗ୍ରୀ,…

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ ଜେନା ଓ ଭୁବନେଶ୍ୱର-ଉତ୍ତରରୁ ଅଶୋକ ଦାସଙ୍କୁ ଦଳ ଟିକେଟ୍‌ ଦେଇଛି। ତେବେ ସତ୍ୟବାଦୀ ଆସନରୁ…

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ ମଞ୍ଜୁର କରିଛନ୍ତି।

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି ନିମନ୍ତେ ଗୋଲାପି ଗୋଲାପି ଇସ୍ତାହାର ଜାରି କରିଥାନ୍ତି । କିନ୍ତୁ ଆଜି ମଧ୍ୟ ରାସ୍ତା…

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ…

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ ସାମ୍ନାସାମ୍ନି ହୋଇଛନ୍ତି ଦୁଇ ନେତା। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ପୋଷ୍ଟ କରି ଧର୍ମେନ୍ଦ୍ର…

ବିଜେଡିରେ ବର୍ଷା-ଭାଜପାରେ ଅନୁଭବ; ରୋଚକ ହେଉଛି ଓଡ଼ିଶାର ରାଜନୀତି

ଭୁବନେଶ୍ୱର,୧୮।୪: ବିଧାନସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ଦୈନଦିନ ଅନେକ ରୋଚକ ଘଟଣା ସବୁ ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଧିବଦ୍ଧ…

ପରପାରିରେ ବିଶିଷ୍ଟ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଭୁବନେଶ୍ୱର,୧୮।୪: ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri