ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍ରେ ଲଢିବେ ନିର୍ବାଚନ
ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି। ହାତ ଗଡ଼ରେ ଶଙ୍ଖ ବାଜିବ ନା ପଦ୍ମ ଫୁଟିବ? ୩ ପ୍ରମୁଖ ଦଳର ପ୍ରାର୍ଥୀ…
ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା
ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହି କ୍ରମରେ ବିଜେଡି ଛାଡ଼ି ଗୁରୁବାରି କଂଗ୍ରେସରେ ଯୋଗ ଦେଇଛନ୍ତି…
ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର,୧୮।୪: ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବାପରେ ବର୍ଷା କହିଛନ୍ତି, ମୁଁ ନବୀନ ପଟ୍ଟନାୟକଙ୍କ ବଡ଼ ପ୍ରଶଂସକ।…
ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ
ସମ୍ବଲପୁର,୧୮।୪: ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ ରେଢ଼ାଖୋଲ ବିଧାନସଭା ଆସନରୁ ଲଢ଼ିବା ପାଇଁ ନାମ ଘୋଷଣା କରାଯାଇଥିବା ବେଳେ ଇଂ ରୋହିତ…
ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି
ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ ୩ ଦଳର ପ୍ରାର୍ଥୀ ତାଲିକା ସମ୍ପୂର୍ଣ୍ଣ ଭାବେ ଘୋଷଣା କରାଯାଇ ନାହିଁ। ଗୁରୁବାର କଂଗ୍ରେସ…
ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍; ଜାଣନ୍ତୁ…
ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ହେବ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର…
ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ
ଭୁବନେଶ୍ୱର,୧୮।୪: ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେଡି ଏମ୍ପି ସସ୍ମିତ ପାତ୍ର ଏବଂ ମୁଖପାତ୍ର ପ୍ରିୟବ୍ରତ ମାଝି…
ବିଜେଡିକୁ ଶକ୍ତ ଝଟ୍କା: ଶଙ୍ଖ ଛାଡି ହାତ ଧରିଲେ ପୂର୍ବତନ ବିଧାୟକ ସିପ୍ରା ମଲ୍ଲିକ
ଭୁବନେଶ୍ୱର,୧୮।୪: ପୂର୍ବତନ ବିଜେଡି ବିଧାୟକ ସିପ୍ରା ମଲ୍ଲିକ ଗୁରୁବାର ଶଙ୍ଖ ଛାଡି ହାତ ଧରିଛନ୍ତି। ସେ କଂଗ୍ରେସ ଭବନରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ସିପ୍ରା କେନ୍ଦ୍ରାପଡାର ପୂର୍ବତନ ବିଧାୟକ ଥିଲେ। ନିକଟରେ କଂଗ୍ରେସର ବରିଷ୍ଠ ନେତା ଗଣେଶ୍ୱର ବେହେରା ଦଳ…
ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା
ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ ୮ ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡିଛି। ଗୁରୁବାର ଦିନ ସାଢ଼େ ୧୧ଟାରେ…
ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟ ପାଇଁ ପ୍ରକାଶ ଜେନା ଏବଂ ଭୁବନେଶ୍ବର ଉତ୍ତର ପାଇଁ…
ଟିକେଟ୍ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ
ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର ଦାସଙ୍କ ଟିକେଟ୍ କଟିଛି। ସମୀର ଦାସଙ୍କ ସ୍ଥାନରେ ଦିଲୀପ ନାୟକଙ୍କୁ ଦଳ ପ୍ରାର୍ଥୀ କରିଛି।…
ପଶ୍ଚିମ ଓଡ଼ିଶାରେ ଓଲଟପାଲଟ ହେବ ସମୀକରଣ, ନବୀନଙ୍କ ସିକ୍ରେଟ ପ୍ଲାନ
ଭୁବନେଶ୍ୱର,୧୮।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା, ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଅଛନ୍ତି। ହିଞ୍ଜିଳି ପରେ ଏବେ ମୁଖ୍ୟମନ୍ତ୍ରୀ…
Archives


