ଆଜି ଠୁ ୩ଦିନ ଯାଏଁ ସ୍କୁଲ ଛୁଟି, ହେଲେ ନିୟମିତ ଆସିବେ ଶିକ୍ଷକ
ଭୁବନେଶ୍ୱର,୧୮।୪: ଆଜିଠୁ ୩ଦିନ ବନ୍ଦ ରହିବ ରାଜ୍ୟର ସବୁ ସ୍କୁଲ । ଗ୍ରୀଷ୍ମ ପ୍ରବାହ ବଢିବା ଯୋଗୁଁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ୧୮ତାରିଖରୁ ୨୦ତାରିଖ ପର୍ଯ୍ୟନ୍ତ ରାଜ୍ୟର ସବୁ ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲଗୁଡିକୁ ବନ୍ଦ…
ସକାଳୁ ଟପିଲାଣି ୩୬ ଡିଗ୍ରୀ, ସିଭିୟର ହିଟ୍ ୱେଭ୍ ପାଇଁ ୪ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର,୧୮।୪: ଜଳୁଛି ଓଡ଼ିଶା। ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯାହା ସକାଳୁ ସକାଳୁ ଅନୁଭୂତ ହେଲାଣି। ସକାଳ ସାଢେ ୮ଟା ସୁଦ୍ଧା…
ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ
ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ ହୋଇଥିବା ଏହି ଯାତ ରାମାଭିଷେକରେ ସମାପନ ହେବ। ଶ୍ରୀମନ୍ଦିର ନୀତି ସହ ଅଙ୍ଗାଙ୍ଗୀ ଭାବେ…
ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା
ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ ଯୁବ ନେତାଙ୍କ ସହ ଅପରାଜିତାଙ୍କ ମଧ୍ୟରେ ଲଢ଼େଇ ହେବ ବୋଲି କୁହାଯାଉଛି। ୨୦୧୯ର ଭୁଲ୍କୁ…
ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍
ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ ସମନ୍ବୟ ନ ରହିବା ଯୋଗୁ ଅଧିକାଂଶ ରୋଗୀ ଅନ୍ୟ ମେଡ଼ିକାଲ କଲେଜକୁ ରେଫର ହେଉଥିବାବେଳେ…
ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ
ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ କିମ୍ବା ଗାଁ ପର୍ଯ୍ୟନ୍ତ ପହଞ୍ଚତ୍ ପାରୁନାହିଁ। ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତ ସପନ ହୋଇଯାଇଛି।…
ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା
ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ ଯୁବତୀଯୁବକଙ୍କୁ ନିଯୁକ୍ତି ସୁଯୋଗ ପ୍ରମାଣପତ୍ର ପ୍ରଦାନ କରିବା ବ୍ୟବସ୍ଥା ନ୍ୟସ୍ତ ରହିଛି। ୨୦୨୨-୨୩ ଆର୍ଥିକ…
ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ
ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ ଫଟୋକୁ ନେଇ ଦିନତମାମ ସୋସିଆଲ ମିଡିଆରେ ଚର୍ଚ୍ଚା ଲାଗି ରହିଥିଲା। ଭାଜପା, ବିଜେଡି ପ୍ରାର୍ଥୀ…
ରାଜଧାନୀ ରାସ୍ତାକଡ଼ ପାଲଟିଛି କବାଡ଼ିଖାନା
ଭୁବନେଶ୍ୱର, ୧୮।୪ (ବନ୍ଦନା ସେଠୀ)ରାଜଧାନୀର ରାସ୍ତା କଡ଼ରୁ ପରିତ୍ୟକ୍ତ ହୋଇ ପଡିରହିଥିବା ଗାଡ଼ି, କ୍ୟାବିନ ଏବଂ ଅନ୍ୟାନ୍ୟ ଅଦରକାରୀ ସାମଗ୍ରୀଗୁଡିକୁ ତୁରନ୍ତ ହଟାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ନିଷ୍ପତ୍ତି ନେଇଥିଲା। ସହରର ସୌନ୍ଦର୍ଯ୍ୟକରଣର ଆଉ ଏକ ପଦକ୍ଷେପ ସ୍ବରୁପ…
ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି
ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ପୀଠ ପରିସରରେ ଶାନ୍ତି ମହାଯଜ୍ଞ ବିଧି ମୁତାବକ…
ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା
ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ ଘରା ଗୁମ୍ଫା ଅସ୍ତିତ୍ୱ ହରାଇବାକୁ ବସିଲାଣି। ତୁରନ୍ତ ଏହାର ସଂରକ୍ଷଣ କରାଯିବାର ଆବଶ୍ୟକତା ରହିଛି…
ସତର୍କତାକୁ ପ୍ରାଥମିକତା
ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ ସମସ୍ୟା ରୂପେ ଉଭା ହୋଇଥାଏ। କେବଳ ସେତିକି ନୁହେଁ, ଅଯଥାରେ ମଧ୍ୟ ଏହା ଜୀବନ…
Archives


