ରାଜ୍ୟ

ଓଡ଼ିଶାରେ ବିଜେଡିର ଶୋଚନୀୟ ସ୍ଥିତି, ଲୋକ ସଭାରେ…

ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଭାଜପା ଓଡ଼ିଶାରେ ରେକର୍ଡ ବିଜୟ ଦିଗରେ ଅଗ୍ରସର ହେଉଛି। ଫଳରେ ପ୍ରଥମ ଥର ପାଇଁ ଦଳ ସରକାର ଗଢ଼ିବ ବୋଲି ସ୍ପଷ୍ଟ ହୋଇଛି। କେବଳ ବିଧାନସଭା ନୁହେଁ ବରଂ ଲୋକ ସଭାରେ ମଧ୍ୟ…

ଚାନ୍ଦବାଲିରୁ ହାରିଗଲେ ମନମୋହନ

ଭଦ୍ରକ,୪ା୬- ରାଜ୍ୟରେ ଭାଜପାର ପ୍ରଚଣ୍ଡ ବିଜୟ ସତ୍ତ୍ୱେ ଚାନ୍ଦବାଲିରେ ଦଳକୁ ପରାଜୟର ସ୍ବାଦ ଚାଖିବାକୁୁ ପଡିଛି। ଭାଜପା ପ୍ରାର୍ଥୀ ତଥା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡି ପ୍ରାର୍ଥୀ ଡ. ବ୍ୟୋମକେଶ ରାୟଙ୍କଠାରୁ ପରାଜିତ ହୋଇଛନ୍ତି। ନିର୍ବାଚନ କମିଶନରଙ୍କ ତଥ୍ୟ ଅନୁସାରେ,…

ଷଷ୍ଠ ଥର ପାଇଁ ବିଜୟୀ ହେଲେ ନିରଞ୍ଜନ

ସୋନପୁର,୪।୬(ମୃତ୍ୟୁଞ୍ଜୟ ଶତପଥୀ): ସରକାର ପରିବର୍ତ୍ତନ ହାଓ୍ବା ସତ୍ତ୍ୱେ ବିଜେଡିର ହେବିଓ୍ବେଟ୍‌ ନେତା ତଥା ପ୍ରାକ୍ତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି।…

ଝାରସୁଗୁଡ଼ାରୁ ହାରିଯିବା ପରେ ଦୀପାଳିଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ ଏଭଳି…

ଭୁବନେଶ୍ୱର,୪।୬: ଝାରସୁଗୁଡ଼ାରେ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା ଦୀପାଳି ଦାସ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ତାଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି। ଏହାପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ଦୀପାଳି। ସେ କହିଛନ୍ତି ଯେ, ‘ହାରିବା ଓ ଜିତିବା…

ପ୍ରଥମ ଥର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ମାଟିରେ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛି: ମୋଦି

ନୂଆଦିଲ୍ଲୀ,୪।୬: ୨୦୨୪ ନିର୍ବାଚନ ଫଳାଫଳ ଆସିବା ପରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି। ଏନ୍‌ଡିଏ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିଛି। ଏମିତିରେ ଦଳୀୟ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଦିଲ୍ଲୀ…

ପରାଜୟ ପରେ ନବୀନଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କଣ କହିଲେ

ଭୁବନେଶ୍ୱର,୩।୬: ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ପରାଜୟ ପରେ ପ୍ରଥମ ବୟାନ ଦେଇଛନ୍ତି ନବୀନ ପଟ୍ଟନାୟକ। ସେ କହିଛନ୍ତି ”ଦଳମତ ନିର୍ବିଶେଷରେ ବିଜୟୀ ସମସ୍ତ ପ୍ରାର୍ଥୀଙ୍କୁ ମୋର ଶୁଭେଚ୍ଛା। ବିଜୁ ଜନତା ଦଳର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର…

କଣ୍ଟାବାଞ୍ଜିରୁ ହାରିଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କାହାଠୁ ହାରିଲେ

ଭୁବନେଶ୍ୱର,୪।୬: ପ୍ରଥମ ଥର ପରାଜିତ ହୋଇଛନ୍ତି ନବୀନ ପଟ୍ଟନାୟକ। ନିଜ କ୍ଷମତାସୀନ ରାଜ୍ୟରେ ଦୁର୍ଗ ହରାଇଛନ୍ତି ନବୀନ। ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବଲାଙ୍ଗୀରର କଣ୍ଟାବାଞ୍ଜି ଆସନରୁ ଶୋଚନୀୟ ଭାବେ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ଠାରୁ ପ୍ରାୟ…

ସତ ହେଲା ଓଡ଼ିଶାକୁ ନେଇ ମୋଦି କରିଥିବା ଭବିଷ୍ୟବାଣୀ 

ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଇତିହାସ ରଚିଛି ଭାଜପା। ଦୀର୍ଘ ୨୫ ବର୍ଷର ବିଜେଡି ଶାସନର ଦୁର୍ଗକୁ ଭେଦ କରିଛି ଦଳ। ୧୪୭ ଆସନରେ ହୋଇଥିବା ମତଦାନର ଗଣନା ଜାରି ରହିଥିବା ବେଳେ ଭାଜପା ବିଜେଡିକୁ ପଛରେ ପକାଇ ଲଗାତର…

ଜିତିବା ପରେ ଧର୍ମେନ୍ଦ୍ର ଶୁଣାଇଲେ-”ଉଠ କଙ୍କାଳ ଛିଡୁ ଶୃଙ୍ଖଳ ଜାଗ ଦୂର୍ବଳ ଆଜି”

ଭୁବନେଶ୍ୱର,୪।୬: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ବିଧାନସଭା ଏବଂ ଲୋକସଭାରେ ବିଜୟ ପରେ ଗଣମାଧ୍ୟମକୁ ସମ୍ବୋଧନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଦଳର ରାଜ୍ୟ କାର୍ଯ୍ୟାଳୟ ନିକଟରେ ଆୟୋଜିତ ବିଜୟଉଶ୍ଚବ ପାଳନ ବେଳେ ଧର୍ମେନ୍ଦ୍ର ଲୋକମାନଙ୍କୁ ଶୁଣାଇଥିବା ଗୀତ ଏବେ ଚର୍ଚ୍ଚାରେ। ଏକ…

ନବାଗତଙ୍କ ଠାରୁ ହାରିଗଲେ ବିଜେଡିର ଏହି ୧୨ ମନ୍ତ୍ରୀ

ଭୁବନେଶ୍ୱର,୪।୬: ରାଜ୍ୟରେ ୨୦୨୪ ନିର୍ବାଚନର ଫଳାଫଳ ସମସ୍ତଙ୍କ ଚକିତ କରିଛି । ଓଡ଼ିଶାରେ କ୍ଷମତାସୀନ ବିଜେଡିର ଦୁର୍ଗ ଭୁଶୁଡିଛି । ବିଜେଡିର ବହୁ ହେଭିୱେଟ ନେତା ପରାଜିତ ହୋଇଛନ୍ତି ଓ ଅନେକ ନେତାଙ୍କୁ ଶୋଚନୀୟ ଭାବେ ହାରିଥିବା ନିର୍ବାଚନୀ ଫଳାଫଳ ଟ୍ରେଣ୍ଡରୁ…

ଜଗନ୍ନାଥଙ୍କ ଭୂମିର ସେବା ପାଇଁ ଭାଜପାକୁ ସୁଯୋଗ ମିଳିଛି: ଅମିତ ଶାହା

ନୂଆଦିଲ୍ଲୀ,୪।୬: ଓଡ଼ିଶାରେ ବଡ ବିଜୟ ପରେ ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଅମିତ ଶାହ। ସେ କହିଛନ୍ତି ଜଗନ୍ନାଥଙ୍କ ଭୂମିର ସେବା ପାଇଁ ଭାଜପାକୁ ସୁଯୋଗ ମିଳିଛି, ଏଥିପାଇଁ ଓଡ଼ିଶାବାସୀଙ୍କୁ କୃତଜ୍ଞତା । ମୋଦିଙ୍କ ନେତୃତ୍ବରେ ବିଜୟ ହାସଲ ବିକଶିତ ଭାରତ, ବିକଶିତ…

ରେକର୍ଡ ଠାରୁ ୭୪ ଦିନ ଦୂରରେ ରହିଗଲେ ନବୀନ

ଭୁବନେଶ୍ୱର,୪।୬: ୨୫ବର୍ଷ ପରେ ଓଡ଼ିଶାରେ ଭୁଶୁଡିଛି ନବୀନ ଦୁର୍ଗ। ପ୍ରଥମ ଥର ପାଇଁ ରାଜନୀତିରେ ପରାଜୟର ସାମ୍ନା କରିଛନ୍ତି ନବୀନ ପଟ୍ଟନାୟକ। ଏଥିସହ ସେ ପାଲଟି ଯାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ। ଭାରତର ଦ୍ୱିତୀୟ ସର୍ବାଧିକ କାଳ ମୁଖ୍ୟମନ୍ତ୍ରୀ ପଦରେ ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri