ଶ୍ରାଦ୍ଧ ଦିବସରେ ବିଜୁଙ୍କୁ ଭୁଲିଗଲେ
ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ)ତତ୍କାଳୀନ ରାଜନଗର ବିଧାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ରାଜ୍ୟସାରା ପାଳିତ ହୋଇଯାଇଛି। ହେଲେ ମହାକାଳପଡ଼ାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ କେହି ଫୁଲମାଳଟିଏ ପକାଇବାକୁ ନ ଆସିବା ଘଟଣା ଏଠାରେ ଅସନ୍ତୋଷ ସୃଷ୍ଟି…
ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା
ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ ପ୍ରଚାରରେ ଭାଜପା ଆଗରେ ରହିଛି। ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଘରକୁ ଘର ବୁଲି…
ଅଧାପନ୍ତରିଆ ଭାବେ ପଡ଼ିଛି ପ୍ରାଣୀ ଚିକିତ୍ସାଳୟ କାମ
ନୂଆଗାଁ,୧୮।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ନିକଟରେ ଚାଲିଥିବା ପ୍ରାଣୀ ଚିକିତ୍ସାଳୟ ନୂତନ ଗୃହ ନିର୍ମାଣ ଦୀର୍ଘ ମାସ ହେଲା ଅଧପନ୍ତରିଆ ଭାବେ ପଡି ରହିଛି। ପଶୁପକ୍ଷୀ , ଗାଈଗୋରୁ ଆଦିଙ୍କ ସୁରକ୍ଷା, ଚିକିତ୍ସାଓ କୃଷକମାନଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂଆଗାଁ ବ୍ଲକ…
୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍ ଆଦମୀ ପାର୍ଟି
ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…
ଏମ୍ସରେ କୃତ୍ରିମ ମୂତ୍ରାଶୟ ପ୍ରତିରୋପଣ
ଭୁବନେଶ୍ୱର,୧୮।୪(ଅସମାପିକା ସାହୁ)ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ରାଜ୍ୟରେ ପ୍ରଥମ କରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ…
୯ରୁ ୬ ମହିଳା ପ୍ରାର୍ଥୀ
ଭୁବନେଶ୍ୱର,୧୮ା୪(ଅନିଲ ଦାସ)ବିଜୁ ଜନତା ଦଳ ପଞ୍ଚମ ପର୍ଯ୍ୟାୟରେ ଆଉ ୯ ବିଧାନସଭା ଆସନ ପାଇଁ ବୁଧବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିସହିତ ସମ୍ବଲପୁର ଓ ରେଢ଼ାଖୋଲ ଆସନରେ ପ୍ରାର୍ଥୀଙ୍କୁ ଅଦଳବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ
ଭୁବନେଶ୍ୱର, ୧୮।୪(ସୁନିତ୍ ମିଶ୍ର) ଦେଶରେ ୭ଟି ପର୍ଯ୍ୟାୟରେ ୨୦୨୪ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଯଥାକ୍ରମେ ଆସନ୍ତା ମେ ୧୩, ୨୦ ଏବଂ ୨୫ ଓ ଜୁନ୍ ୧ରେ ମତଦାନ କରାଯିିବ। ଗତ ମାର୍ଚ୍ଚ ୧୬…
ବିଜେଡିରେ ଯୋଗଦେଲେ ରାଜନାରାୟଣ ମହାପାତ୍ର
ଭୁବନେଶ୍ୱର,୧୭ା୪(ଅନିଲ ଦାସ)- ଯାଜପୁର ଜିଲା ଅନ୍ତର୍ଗତ ବଡ଼ଚଣା ନିର୍ବାଚନମଣ୍ଡଳୀର ପିସିସି ସମ୍ପାଦକ ତଥା କ୍ୟାପ୍ଟେନ ରାଜନାରାୟଣ ମହାପାତ୍ରଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ବୁଧବାର ଶଙ୍ଖଭବନଠାରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଓ ମୟୂରଭଞ୍ଜ ପର୍ଯ୍ୟବେକ୍ଷକ…
ଭୁବନେଶ୍ୱର ବିମାନବନ୍ଦରରୁ କେଜିଏ ସୁନା ଜବତ, ମଳଦ୍ୱାରରେ ଲୁଚାଇ ନେଉଥିଲେ ଯାତ୍ରୀ
ଭୁବନେଶ୍ୱର,୧୭।୪(ସତ୍ୟଜିତ୍ ରାଉତ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କଷ୍ଟମ ବିଭାଗ ଚଢ଼ାଉ କରି ଜଣେ ଯାତ୍ରୀଙ୍କଠାରୁ ୧ କେଜି ସୁନା ଜବତ କରିଛି। ଚାଲାଣକାରୀ ଜଣକ ମହାରାଷ୍ଟ୍ରର ବାସିନ୍ଦା ବୋଲି ଜଣାପଡିଛି। ସେ ବ୍ୟାଙ୍କକ୍ରୁ ବିମାନ ଯୋଗେ ଆସି…
‘ପଶ୍ଚିମ ଓଡିଶାବାସୀଙ୍କୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ’: ବିରୋଧୀ
ଭୁବନେଶ୍ୱର,୧୭।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ଏହାକୁ ନେଇ ବିରୋଧୀ ଦଳ ସମାଲୋଚନା କରିଛନ୍ତି । ବିରୋଧୀ କହିଛନ୍ତି, ନବୀନ ଆତ୍ମବିଶ୍ୱାସ ହରାଇ ସାରିଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା…
ଓଡ଼ିଶା କଂଗ୍ରେସର ୨୬ଜଣିଆ ନିର୍ବାଚନ ପରିଚାଳନା କମିଟି, ତାଲିକାରେ ଏହି ବଡ଼ ନେତା
ଭୁବନେଶ୍ୱର,୧୭।୪: ଓଡ଼ିଶା ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ୨୬ ଜଣିଆ ନିର୍ବାଚନ ପରିଚାଳନା କମିଟି ତାଲିକା ବୁଧବାର ଜାରି ହୋଇଛି। ଏହି ତାଲିକାକୁ ଅଖିଳ ଭାରତୀୟ ଜାତୀୟ କଂଗ୍ରେସର ଅନୁମୋଦନ କରିଥିବା ନେଇ ସାଧାରଣ ସଂପାଦକ କେ.ସି…
କଟକ-ବାରବାଟୀରେ ଭାଜପାର ବଡ଼ ଗେମ୍, ଏହି ଅଭିନେତାଙ୍କୁ ମିଳପାରେ ଚାନ୍ସ!
ଭୁବନେଶ୍ୱର,୧୭।୪: ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ ଅନୁଭବଙ୍କୁ ପ୍ରାର୍ଥୀ କରିପାରେ ଦଳ। ଅରିନ୍ଦମ ରାୟ ବି କଟକ-ବାରବାଟୀରୁ ପ୍ରାର୍ଥୀ ହେବା ନେଇ…
Archives


