ରାଜ୍ୟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଲକ୍ଷ୍ମୀ ବସ୍‌ ସୁଇପରଙ୍କ ଜୀବନ

ଲୋଇସିଂହା,୧୭ା୮(ସୁଶାନ୍ତ ବାରିକ): ବଲାଙ୍ଗୀର-ବରଗଡ଼ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡଠାରେ ଶନିବାର ଏକ ୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ଜୀବନ ଚାଲିଯାଇଛି। ମୃତ ଯୁବକ ଜଣକ ହେଲେ ଲୋଇସିଂହା ମିର୍ଦ୍ଧାପଡ଼ାର ସୁମନ୍ତ ପଧାନ(୨୫)। ଦୁର୍ଘଟଣାକୁ…

ଜାତୀୟ ପତାକାକୁ ଅବମାନନା ଅଭିଯୋଗ, ସହ ଶିକ୍ଷକଙ୍କ ଉପରେ ଦୋଷ ଲଦିଲେ ପ୍ରଧାନଶିକ୍ଷକ

କୋକସରା,୧୭ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୮ ତମ ସ୍ବାଧୀନତା ଦିବସ ପାଳିତ ହୋଇ ଯାଇଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଅନ୍ତର୍ଗତ ଡହଗାଁ ପଞ୍ଚାୟତ ସର୍ଗିଗୁଡ଼ା ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ପତାକାକୁ ଅବମାନନା କରିଥିବା ନେଇ ଅଭିଯୋଗ…

ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ, ୫ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର,୧୭।୮: ଯାଜପୁର ଜିଏସ୍‌ଟି ଅତିରିକ୍ତ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ରେଡ୍‌ କରିଥିବା ସୂଚନା ମିଳିଛି। ଜଣେ ଡିଲର୍‌ ଠାରୁ ଜବତ ସ୍କ୍ରାପ୍‌କୁ ଅନ୍ୟତ୍ର ବିକ୍ରି କରିଥିବା…

ବିଧବାଙ୍କୁ ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କଲେ ଯୁବକ

ଆଠଗଡ଼,୧୭ା୮: କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚ ଗାଁରେ ଶନିବାର ଏକ ଅଭାବନୀୟ କାଣ୍ଡ ଘଟିଛି। ବିଧବାଙ୍କୁ ଜଣେ ଯୁବକ ହତ୍ୟା କରିବା ପରେ ଥାନାରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛନ୍ତି। ତେବେ ଉକ୍ତ ଯୁବକ ଜଣକ ବିଧବା ମହିଳାଙ୍କ ଘରେ…

ଦାରା ସିଂଙ୍କୁ ଆଜୀବନ ମୁକ୍ତି ପାଇଁ ଆବେଦନ : ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭ା୮: ବହୁ ଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନୋଟିସ୍‌ ପଠାଇଛନ୍ତି। ଜେଲ୍‌ରୁ ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି ଏହି ମାମଲାର ଅଭିଯୁକ୍ତ ଦାରା ସିଂ ଓରଫ୍‌ ରବୀନ୍ଦ୍ର କୁମାର ପାଲ୍‌। ଏହାକୁ ଗ୍ରହଣ କରିବା…

୨୦ରେ ଏନ୍‌ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ନିମାପଡ଼ା, ୧୭।୮(ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ଥା ଭୋଟ ହେବ। ଆସନ୍ତା ୨୦ ତାରିଖରେ ଏହି ଅନାସ୍ଥା ଭୋଟ ହେବ ବୋଲି ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ଚିଠି…

ମମତା ତାଲିବାନୀ ଶାସନ ଚଳାଇଛନ୍ତି: ପାଶ୍ୱାନ

ଭୁବନେଶ୍ୱର, ୧୭।୮(ସୁନିତ୍‌ ମିଶ୍ର): ପଶ୍ଚିମବଙ୍ଗ ଆଉ ମହିଳାଙ୍କ ପାଇଁ ସୁରକ୍ଷିତ ସ୍ଥାନ ହୋଇ ରହିନାହିଁ ବୋଲି ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ଗୁରୁପ୍ରକାଶ ପାଶ୍ୱାନ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ପଶ୍ଚିମବଙ୍ଗରେ ମମତା ବାନାର୍ଜୀ…

ଭୁଶୁଡୁଛି ଯାଜପୁର ଜିଲା ବିଜେଡି ଗଡ଼

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୧୭ା୮: ରାଜ୍ୟ ଶାସନ ବିଜେଡି ହାତରୁ ଖସିବା ପରେ ବିଭିନ୍ନ ସ୍ଥାନରେ ଦଳୀୟ ସ୍ଥିତି ଦୋହଲିବାରେ ଲାଗିଛି। ସେଥିମଧ୍ୟରେ ଯାଜପୁର ଜିଲା ଅନ୍ୟତମ। ଏଠାରେ ବି ବିଜେଡି ଗଡ଼ ଭୁଶୁଡ଼ିବାରେ ଲାଗିଛି। ଗତ କିଛି ସପ୍ତାହ ତଳେ ଯାଜପୁର…

ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ବହୁ କୋଟିର ସମ୍ପତ୍ତି

କେନ୍ଦ୍ରାପଡ଼ା,(ଜଗନ୍ନାଥ ଧଳ)/ ଭୁବନେଶ୍ୱର,୧୭ା୮(ସତ୍ୟଜିତ୍‌ ରାଉତ): କେନ୍ଦ୍ରାପଡା ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ (ଏସିଏସ୍‌ଓ) ପ୍ରଦୀପ କୁମାର ମହାପାତ୍ର ଶୁକ୍ରବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ପ୍ରଦୀପଙ୍କ ଘର ସମେତ ଭୁବନେଶ୍ୱର, କଟକ ଓ…

ଲଘୁଚାପ କ୍ଷେତ୍ର ସୃଷ୍ଟି, ୨୦ ଯାଏ ବର୍ଷିବ

ଭୁବନେଶ୍ୱର, ୧୭ା୮ (ଅସମାପିକା ସାହୁ): ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଶୁକ୍ରବାର ପାରଳାଖେମୁଣ୍ଡିରେ ସର୍ବାଧିକ ୧୬.୨ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଢେଙ୍କାନାଳରେ ୧୪, ବାଲେଶ୍ୱରରେ ୧୦.୬, ନବରଙ୍ଗପୁରରେ ୬.୨, କେନ୍ଦୁଝରରେ ୫.୬, କେନ୍ଦ୍ରାପଡ଼ାରେ ୫.୩ ଓ ବଲାଙ୍ଗୀରରେ ୫ମିମି…

ଥାନା ଆଗରେ ନିଜକୁ ଜାଳିଦେଲେ ମହିଳା

ମାହାଙ୍ଗା/କଟକ,୧୭ା୮(ଯଯାତି ସିଂହ/ଶିଳ୍ପା ପ୍ରିୟଦର୍ଶିନୀ): ଏକ ଚୋରି ମାମଲାରେ କଟକ ଜିଲା ମାହାଙ୍ଗା ପୋଲିସ ଅଟକ ରଖିଥିବା ଜଣେ ବ୍ୟକ୍ତି ନିର୍ଦ୍ଦୋଷ ବୋଲି ଦାବି କରିଥିଲେ ତାଙ୍କ ସ୍ତ୍ରୀ। ସେ ଅନେକ କାକୁତିମିନତି ହୋଇଥିଲେ, କିନ୍ତୁ ପୋଲିସ ତାଙ୍କୁ ପ୍ରବଳ ଗାଳି ଦେଇଥିଲା।…

ଅଙ୍ଗନୱାଡି ସୁପରଭାଇଜର ନେଉଥିଲେ ଲାଞ୍ଚ: ମାଡ଼ିବସିଲା ଭିଜିଲାନ୍ସ

ଫୁଲବାଣୀ/ଗୋଚ୍ଛାପଡା/ଫିରିଙ୍ଗିଆ,୧୬ା୮(ରାକେଶ କୁମାର ରାଉତ/ରୋହିତ କହଁର/ବିମଳ ଦିଗାଲ): ମିନି ଅଙ୍ଗନୱାଡିକୁ ଅଙ୍ଗନୱାଡି କେନ୍ଦ୍ରରେ ପରିଣତ କରାଇବା ପାଇଁ ଲାଞ୍ଚ ନେବା ବେଳେ ଶୁକ୍ରବାର ଜଣେ ଅଙ୍ଗନୱାଡି ସୁପରଭାଇଜରଙ୍କୁ ଫୁଲବାଣୀ ଭିଜିଲାନ୍ସ ବିଭାଗ ଅଧିକାରୀ ଧରିଛନ୍ତି। ସେ ହେଲେ ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?