ରାଜ୍ୟ

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର ସହ…

୧୮-୧୯ରେ ଜାଳିବ

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ରାଜ୍ୟକୁ ପୁଣି ଫେରିଛି ତାତି। ଆଜି ୨୯ ସହରରେ ଦିନ ତାପମାତ୍ରା ୪୦ରୁ ଅଧିକ ରେକର୍ଡ କରାଯାଇଛି। ସେହିପରି ଆଜି ବାରିପଦା ରାଜ୍ୟର ସର୍ବୋଚ୍ଚ ଇତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଜିଲାରେ ତାପମାତ୍ରା ୪୩.୬ ରେକର୍ଡ ହୋଇଛି।…

ଆସୁଛି ପଶ୍ଚିମା ଝଡ଼, ଏହି ସବୁ ଜିଲାରେ ବର୍ଷା ସମ୍ଭାବନା!

ଭୁବନେଶ୍ୱର,୧୬।୪: ରାଜ୍ୟକୁ ପୁଣି ଫେରିଛି ତାତି। ଏହି ସ୍ଥିତି ଆଗକୁ ମଧ୍ୟ ଜାରି ରହିବ। ସେଥିପାଇଁ ପାଣିପାଗ ବିଭାଗ ଆସନ୍ତା ୫ ଦିନ ପାଇଁ ପ୍ରବଳ ଖରାକୁ ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ତେବେ ଆଶ୍ୱସ୍ତିର ଖବର…

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଛନ୍ତି। ସେହିପରି ମାଓଙ୍କ ସହ ଲଢେଇ…

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ କରିଛନ୍ତି। ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ମା’ଧାମୁରାଇ ମନ୍ଦିରରେ ପୂଜାର୍ଚ୍ଚନା କରି ମା’ଙ୍କ…

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ ବୋଲି ଜଣାପଡିଛି। ଗତବର୍ଷ ଏପ୍ରିଲ ମାସରେ ଏକ…

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି। ପୁରୀ…

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା ଦିଲୀପ ରାୟଙ୍କୁ ଟିକେଟ ଦେଇଛି । ସେହିଭଳି ଜଗତସିଂହପୁରରୁ ଅମରେନ୍ଦ୍ର ଦାସ, ରଣପୁରରୁ ସୁରମା…

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ, ଚତୁର୍ଥ…

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ କୁଲେସିକାଙ୍କୁ ଭାଜପା ଟିକେଟ୍‌ ଦେଇଛି। ସୂଚନା ଯୋଗ୍ୟ, କିଛି ଦିନ ତଳେ ବିଜେଡି ଛାଡି…

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର ୨୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ତାଲିକାରେ ଏଥର ବି କଟକର…

ଭାଜପା ପ୍ରାର୍ଥୀ ତାଲିକାରେ ଆଉ ୨୧ ଜଣଙ୍କ ନାଁ: ୨ଟି ସ୍ଥାନରେ ବଦଳିଲେ ପ୍ରାର୍ଥୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ଭାଜପା ଆଉ ୨୧ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୨ ବିଧାନସଭା ପ୍ରାର୍ଥୀଙ୍କୁ ଭାଜପା ବଦଳାଇଛି। ରଣପୁର ଏବଂ ପଟାଙ୍ଗୀ ପାଇଁ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି। ରଣପୁରରୁ ଦଳ ପ୍ରଥମେ ତାପସ ମାର୍ଥାଙ୍କୁ ପ୍ରାର୍ଥୀ କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri