କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ଆଗରେ
କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ମଙ୍ଗଳବାର ସକାଳ ୮ଟାରୁ କେନ୍ଦ୍ରାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟଠାରେ ଆରମ୍ଭ ହୋଇଥିବା ଏହି ଗଣତିରେ ଜିଲାର ଏମ୍ପି ଆସନରେ ଭାଜପା ପ୍ରାର୍ଥୀ ଆଗୁଆ ଅଛନ୍ତି। ତେବେ ଦ୍ୱାଦଶ ରାଉଣ୍ଡ…
ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ଆଗୁଆ
ଛତ୍ରପୁର,୪ା୬: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍ ଗଣତି ଜାରି ରହିଛି। ବ୍ରହ୍ମପୁର ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଆଗରେ ଅଛନ୍ତି। ପ୍ରଦୀପ ପାଣିଗ୍ରାହୀ ୮୦,୧୯୭୩ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର…
ଚିଲିକାରେ ସମ୍ବିତ ପାତ୍ର ଆଗୁଆ
ଭୁବନେଶ୍ୱର,୬।୪(ଅସମାପିକା ସାହୁ): ଓଡ଼ିଶାରେ ଭୋଟ କାଉଣ୍ଟିଂ ଚାଲିଥିବାବେଳେ ଭାଜପା ୭୬ ଓ ବିଜେଡି ୫୪ ସିଟ୍ରେ ଆଗୁଆ ଅଛନ୍ତି। ୫ମ ରାଉଣ୍ଡରେ ଚିଲିକାରୁ ପୁରୀ ଏମପି ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ଅଛନ୍ତି। ସମ୍ବିତ ପାତ୍ରଙ୍କ ଠାରୁ ଅରୂପ ପଟ୍ଟନାୟକଙ୍କ ଠାରୁ…
ଆନନ୍ଦପୁରରେ ୫ମ ରାଉଣ୍ଡରେ ବିଜେଡି ଆଗରେ
ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୫ମ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ୧୩୬୮୯ଖଣ୍ଡ, ଭୋଟ୍ ମିଳିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଜୟଦେବ ଜେନାଙ୍କୁ ୧୦୮୧୯ ଖଣ୍ଡ ଏବଂ ଭାଜପା ପ୍ରାର୍ଥୀ…
ଟ୍ରେଣ୍ଡ କରୁଛି ଭାଜପା: କଟକ, ଜଗତସିଂହପୁର, ଯାଜପୁରରେ ଆଗୁଆ
ଭୁବନେଶ୍ୱର,୪।୬: ଲୋକ ସଭାରେ ଟ୍ରେଣ୍ଡ କରୁଛି ଭାଜପା। କଟକ, ଜଗତସିଂହପୁର ଓ ଯାଜପୁର ଲୋକ ସଭା ଆସନରେ ବିଜେଡିକୁ ପଛରେ ପକାଇ ଆଗରେ ଭାଜପା ରହିଛି। କଟକରେ ବିଜେଡି ପ୍ରାର୍ଥୀ ସତୃପ୍ତ ମିଶ୍ରଙ୍କୁ ପଛରେ ପକାଇ ଭାଜପା ପ୍ରାର୍ଥୀ ଭତ୍ତୃହରି ମହତାବ…
ମଧ୍ୟ ଭୁବନେଶ୍ୱରରେ ଅପରାଜିତା ଆଗୁଆ
ଭୁବନେଶ୍ୱର,୪।୬(ଅସମାପିକା ସାହୁ): ଓଡ଼ିଶାରେ ଭୋଟ କାଉଣ୍ଟିଂ ଚାଲିଥିବାବେଳେ ଭାଜପା ୭୬ ଓ ବିଜେଡି ୫୩ ସିଟ୍ରେ ଆଗୁଆ ଅଛନ୍ତି। ତେବେ ଭାଜପା ୭୫ ମ୍ୟାଜିକ ନମ୍ବର ଛୁଇଁ ସାରିଛି। ତେବେ ୪ର୍ଥ ରାଉଣ୍ଡରେ ମଧ୍ୟ ଭୁବନେଶ୍ୱରରେ ଭାଜପା ଏମପି ପ୍ରାର୍ଥୀ ଅପରାଜିତା…
ଅତାବିରାରେ ଭାଜପା ଆଗୁଆ
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍ ଗଣତି ଚାଲିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡ ସୁଦ୍ଧା ଭାଜପା ୭୯୦୦ ଖଣ୍ଡ ଭୋଟ୍ରେ ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦଙ୍କୁ ୨୧ହଜାର ୪୧୯ ଭୋଟ୍ ମିଳିଥିବା…
ନିରଞ୍ଜନ ପୂଜାରୀ ପଛରେ, ଆଗରେ ଅଛନ୍ତି ପ୍ରମୋଦ
ସୋନପୁର,୬।୪: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ସୋନପୁର ବିଧାନସଭା ଭାଜପା ପ୍ରାର୍ଥୀ ପ୍ରମୋଦ ମହାପାତ୍ର ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ…
ଟ୍ରେଣ୍ଡ୍ରେ ମ୍ୟାଜିକ୍ ନମ୍ବର ଛୁଇଁଲା ଭାଜପା
ଭୁବନେଶ୍ୱର,୪ା୬: ମଙ୍ଗଳବାର ସାରା ରାଜ୍ୟରେ ଭୋଟ୍ ଗଣତି ଜାରି ରହିଛି। ବିଧାନସଭାରେ ମ୍ୟାଜିକ୍ ନମ୍ବର ୭୪ ହୋଇଥିବା ବେଳେ ଭାଜପା ଟ୍ରେଣ୍ଡ୍ରେ ଏହି ସଂଖ୍ୟା ଛୁଇଁଛି। ଭାଜପା ୭୪ଟି ଆସନରେ ଆଗୁଆ ଥିବା ବେଳେ ବିଜେଡି ୫୦, କଂଗ୍ରେସ ୧୨ ଏବଂ…
କଟକ-ବାରବାଟୀରେ ସୋଫିଆ-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ କଡା ଟକ୍କର
ଓଡ଼ିଶା ବିଧାନସଭାରେ ଭୋଟ କାଉଣ୍ଟିଂରେ ଭାଜପା ୭୧ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୭ ରେ ରହିଛି। ତେବେ ଭାଜପା ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ସେଠୀ ୩୦୬୨ ଆସନରେ ଥିବାବେଳେ କଂଗ୍ରେସ ପ୍ରାର୍ଥୀ ସୋଫିଆ ଫିର୍ଦ୍ଦୋଶ ୩୦୬୦ ଆସନରେ ଅଛନ୍ତି। ଦୁହିଁଙ୍କ ମଧ୍ୟରେ…
ଭଣ୍ଡାରୀପୋଖରୀ ବିଧାନସଭା ଆସନ: ଆଗରେ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ
ଭୁବନେଶ୍ୱର,୪।୬: ମଙ୍ଗଳବାର ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଯାଇଛି। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ ଗଣନା ଆରମ୍ଭ ହୋଇଛି। ଭଣ୍ଡାରୀପୋଖରୀ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗୁଆ ରହିଥିବା ବେଳେ ବିଜେଡି ପ୍ରାର୍ଥୀ ସଞ୍ଜୀବ…
ପୁରୀ ଲୋକ ସଭା ଆସନରେ ଭାଜପା ଆଗରେ
ପୁରୀ,୪ା୬(ଅଜିତ ମହାନ୍ତି): ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍ ଗଣତି ଚାଲିଛି। ତେବେ ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ୭ ରାଉଣ୍ଡ ଗଣତି ସୁଦ୍ଧା ଆଗୁଆ ରହିଥିବା ଜଣାପଡ଼ିଛି। ବିଜେଡି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କଠାରୁ…
Archives


