ହାତ ଛାଡିଲେ ପୂର୍ବତନ ବିଧାନସଭା ପ୍ରାର୍ଥୀ
ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସକୁ ଏକ ଝଟକା ଲାଗିଛି। ଜିଲାର ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଗତ ୨୦୧୯ ନିର୍ବାଚନରେ ଦଳୀୟ ପ୍ରାର୍ଥୀ ରହିଥିବା ସରୋଜ କୁମାର ମହାପାତ୍ର ସୋମବାର ଦଳରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସହିତ ନିର୍ବାଚନ…
ଡିଏସ୍ପି ଅଳାବତୀ ଆର୍ଶୁ ମାରାଣ୍ଡିଙ୍କ ଅକାଳ ବିୟୋଗ
କଟକ,୧୫ା୪(କାର୍ତ୍ତିକ ସାହୁ): କଟକସ୍ଥିତ ରାଜ୍ୟ ମାନବାଧିକାର ସୁରକ୍ଷା ପ୍ରକୋଷ୍ଠ (ଏଚ୍ଆର୍ପିସି)ରେ କାର୍ଯ୍ୟରତ ଥିବା ଡିଏସ୍ପି ଅଳାବତୀ ଆର୍ଶୁ ମାରାଣ୍ଡୀ(୫୨)ଙ୍କ ରବିବାର ଅକାଳ ବିୟୋଗ ଘଟିଛି। ସେ ଦୀର୍ଘ ୮ ବର୍ଷ ହେବ ଦୂରାରୋଗ୍ୟରେ ପୀଡିତ ହୋଇ ଚିକିତ୍ସାଧୀନ ଥିଲେ। ରାଜ୍ୟ ମାନବାଧିକାର…
ବିଜେଡି ଛାଡ଼ିଲେ ୨ ପୂର୍ବତନ ବିଧାୟକ
ଭୁବନେଶ୍ୱର,୧୫।୪: ବିଜେଡିରୁ ଇସ୍ତଫା ଦେଲେ ଦୁଇ ପୂର୍ବତନ ବିଧାୟକ। ସେମାନେ ହେଲେ ବ୍ରହ୍ମପୁରର ପୂର୍ବତନ ବିଧାୟକ ଶିବଶଙ୍କର ସାହାଣୀ ହିଞ୍ଜିଳିର ପୂର୍ବତନ ବିଧାୟକ ହରିହର ସାହୁ। ଦଳରେ ଅଣଦେଖା କରାଯାଉଥିବା ପ୍ରତିବାଦରେ ସୋମବାର ୨ ପୂର୍ବତନ ବିଧାୟକ ଇସ୍ତଫା ଦେଇଥିବା ଜଣାପଡିଛି।
କଂଗ୍ରେସରୁ ବିଦା ହେବା ପରେ ସୁର କହିଲେ…
ଭୁବନେଶ୍ୱର,୧୫।୪: କଂଗ୍ରେସ ନେତା ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଏଆଇସିସି ସୋମବାର ତାଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଛି। ଦଳରୁ…
ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ
ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ ପକ୍ଷରୁ ପୂର୍ବରୁ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ରବିବାର ତାଙ୍କୁ ପରିରର୍ତ୍ତନ କରି…
କଂଗ୍ରେସରୁ ୬ ବର୍ଷ ପାଇଁ ସୁର ବିଦା
ଭୁବନେଶ୍ୱର,୧୫।୪: କଂଗ୍ରେସ ନେତା ସୁର ରାଉତରାୟ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଏଆଇସିସି ସୋମବାର ସୁରଙ୍କୁ ୬ ବର୍ଷ ପାଇଁ ବହିଷ୍କାର କରିଛି। ଏଆଇସିସି ପକ୍ଷରୁ ପ୍ରେସ ରିଲିଜ୍ ଜରିଆରେ ଏହି ସୂଚନା ମିଳିଛି। ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ…
୧୧ଟାରୁ ୩ଟା ଯାଏ ବାହାରେ କାମ କରିବା ମନା, ଚିଠି ଲେଖି ନିର୍ଦ୍ଦେଶ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର,୧୫।୪: ଖରାରେ ସିଝୁଛି ଓଡ଼ିଶା। ସକାଳ ୮ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ପ୍ରବଳ ଖରାରେ କାମ ନ କରିବାକୁ କଡ଼ା ଭାବେ ବାରଣ କରାଯାଇଛି। ଏ ନେଇ ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖି ନିର୍ଦ୍ଦେଶ…
ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍ପି ପ୍ରଭାସ ସିଂ
ଭୁବନେଶ୍ୱର,୧୫।୪: ଭାଜପାରେ ସାମିଲ ହେଲେ ବରଗଡ଼ର ପୂର୍ବତନ ଏମ୍ପି ପ୍ରଭାସ ସିଂ। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପୂର୍ବତନ ଏମ୍ପି ପ୍ରଭାସ ନିକଟରେ ବିଜେଡି ଛାଡ଼ିଥିଲେ।
ବିଜେଡିକୁ ଶକ୍ତ ଝଟ୍କା: ଦଳ ଛାଡିଲେ ରାଜ୍ୟ ସମ୍ପାଦକ
ଭୁବନେଶ୍ୱର,୧୫।୪: ଆଗାମୀ ନିର୍ବାଚନକୁ ରାଜନୀତି ସରଗରମ ହେବା ସହିତ ନେତାଙ୍କ ଦଳ ବଦଳ ଜାରି ରହିଛି। କିଏ ଦଳ ଛାଡୁଛି ତ କିଏ ନୂଆ ଦଳରେ ସାମିଲ ହେଉଛି। ସେହିପରି ସୋମବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ।…
କଂଗ୍ରେସରୁ ଟିକେଟ୍ ପାଇବା ପରେ ଏମିତି କହିଲେ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ
ଭୁବନେଶ୍ୱର,୧୫।୪: ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପୁଅ ପୃଥ୍ବୀବଲ୍ଲଭଙ୍କୁ କଂଗ୍ରେସ ପକ୍ଷରୁ ବେଗୁନିଆରୁ ବିଧାୟକ ପ୍ରାର୍ଥୀ ଘୋଷଣା କରାଯାଇଛି। ଟିକେଟ୍ ପାଇବା ପରେ ନିଜ ପ୍ରତିକ୍ରିୟା ଦେଇ ପୃଥ୍ବୀବଲ୍ଲଭ କହିଛନ୍ତି, ଆମେ ଲଢିବୁ ଏବଂ ଜିତିବୁ ମଧ୍ୟ। ଗତ ପଞ୍ଚାୟତ ନିର୍ବାଚନଠାରୁ…
ଭୁବନେଶ୍ୱର ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର,୧୫।୪: ଡହଡହ ଖରାରେ ସିଝୁଛି ରାଜଧାନୀ ଭୁବନେଶ୍ୱର। ଦିନ ସାଢ଼େ ୨ଟାରେ ୪୧.୨ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ପାଲଟିଛି। ଚାନ୍ଦବାଲି ୪୧.୧, ଝାରସୁଗୁଡ଼ା ୪୧ ଡିଗ୍ରୀ, ବାଲେଶ୍ୱର ୪୦ ଡିଗ୍ରୀ, ହୀରାକୁଦ ୩୯.୫ ଡିଗ୍ରୀ, ସମ୍ବଲପୁର ୩୯.୪ ଡିଗ୍ରୀ,…
ଚଳିତ ବର୍ଷ ବଳକା ହେବ ମୌସୁମୀ ବର୍ଷା: ଭାରତୀୟ ପାଣିପାଗ ବିଭାଗ
ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ଏହି ମଡେଲ୍ ଅନୁଯାୟୀ ଆକଳନ ୫% କମ କିମ୍ବା ଅଧିକ ହୋଇପାରେ। ଆକଳନ…
Archives


