ଗାଡ଼କଣରେ ମୋଦି, ପ୍ରଧାନମନ୍ତ୍ରୀଙ୍କୁ କ୍ଷିରୀ ଖୁଆଇ ମହିଳା କହିଲେ….
ଭୁବନେଶ୍ୱର,୧୭।୯: ଭୁବନେଶ୍ୱରେ ପହଞ୍ଚିବା ପରେ ମୋଦି ସେଠାରୁ ସ୍ବତନ୍ତ୍ର କାର୍କେଟ ଯୋଗେ ରାଜଭବନ ଛକଦେଇ ଗାଡ଼କଣ ଯାଇଥିଲେ। ସେଠାରେ ସେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ଗୃହପ୍ରବେଶ କରାଇଥିଲେ। ପରେ ମୋଦି ମହିଳାଙ୍କଠାରୁ କ୍ଷିରୀ ଖାଇ ଖୁସି ବ୍ୟକ୍ତ…
ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ…
ଭୁବନେଶ୍ୱର,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ତେବେ ପ୍ରଥମଥର ମୋଦି ଓଡ଼ିଶାରେ ତାଙ୍କ ଜନ୍ମଦିନ ପାଳନ କରିବେ, ଏ ନେଇ ସମସ୍ତେ ବେଶ ଉତ୍ସାହିତ ଅଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଆକର୍ଷଣୀୟ ବାଲୁକା…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି
ଭୁନେଶ୍ୱର,୧୭।୯ : ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି…
ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ….
ଭୁବନେଶ୍ୱର,୧୭।୯ : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନାରେ ମାଡ଼ ଓ ଗିରଫ ମାମଲରେ ମଙ୍ଗଳବାର ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମେଜରଙ୍କ…
ବାପା-ପୁଅଙ୍କୁ ମରଣାନ୍ତକ ଆକ୍ରମଣ, ଘରେ ବୋମାମାଡ଼
ପୁରୀ,୧୭।୯: ପୁରୀ ବଳିଆପଣ୍ଡା ଥାନା ନାଲିପଡ଼ିଆ ଅଞ୍ଚଳରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କେତେକ ଦୁର୍ବୃତ୍ତଙ୍କ ମାରଣାସ୍ତ୍ରରେ ବାପା-ପୁଅଙ୍କୁ ଗୋଡାଇ ଗୋଡାଇ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ବାପା, ପୁଅଙ୍କୁ ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରିକି ଆକ୍ରମଣ…
ଫୁଲୁଛୁ ନଦୀ, ପଶୁଛି ପାଣି: ଭାଙ୍ଗିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍
ଭୁବନେଶ୍ୱର,୧୭।୯: ମୟୁରଭଞ୍ଜ, ବାଲେଶ୍ବର ପରେ ଏବେ ସୁନ୍ଦରଗଡ଼ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ନେଇ ପ୍ରବଳ ବର୍ଷିବ। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଏହି ୨ ଜିଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି। ଏହି ୨ ଜିଲାରେ ପ୍ରବଳ ବର୍ଷା…
ଏହି ମହିଳାଙ୍କ ହାତରୁ କ୍ଷିରୀ ଖାଇବେ ମୋଦି
ଭୁବନେଶ୍ୱର,୧୭।୯ : ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ଚଳଚଞ୍ଚଳ ହୋଇ ଉଠିଛି ଜନତା ମଇଦାନ । ସୁଭଦ୍ରା ଯୋଜନା ପାଇଁ ଉତ୍ସାହିତ ହୋଇପଡ଼ିଛନ୍ତି ମହିଳା। ତେବେ କେବଳ ସୁଭଦ୍ରା ନୁହେଁ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ…
ନିର୍ବାଚନ ପୂର୍ବରୁ ଗୋଟେ କଥା, ଶାସନକୁ ଆସିବା ପରେ ଦ୍ୱନ୍ଦ୍ୱ ସୃଷ୍ଟି….
ଭୁବନେଶ୍ୱର, ୧୭।୯(ସୁନିତ୍ ମିଶ୍ର): ବର୍ତ୍ତମାନ ରାଜ୍ୟ ସରକାର ସୁଭଦ୍ରା ଯୋଜନାକୁ ନେଇ ବେଶ୍ ଉତ୍ସାହିତ। ଏହାର ପ୍ରଚାର ପ୍ରସାର ପାଇଁ ରାଜ୍ୟ ରାଜକୋଷରୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ମାତ୍ର ବାସ୍ତବରେ ଏହା ଭାଜପା ସରକାରର ଆଉ ଏକ ଜୁମ୍ଲା। କାରଣ…
ଡାକ୍ତରୀମାଇନା କରୁନାହାନ୍ତି, ସିସିଟିଭି ଲଗେଇ ନାହାନ୍ତି
ଭୁବନେଶ୍ୱର, ୧୭।୯(ସୁନିତ୍ ମିଶ୍ର): ଭୁବନେଶ୍ୱରସ୍ଥିତ ଭରତପୁର ଥାନା ଏପରି ସୁନ୍ଦର ଭାବେ ନିର୍ମାଣ କରାଯାଇଛି ବାହାରୁ ଦେଖିଲେ ତାହା ଏକ ହୋଟେଲ୍ ଭଳି ଲାଗୁଛି। ଏହି ଥାନା ନିର୍ମାଣରେ ଅନେକ କୋଟି ଟଙ୍କା ଖର୍ଚ୍ଚ ହେଇଥିବା ସତ୍ତ୍ୱେ ଏଠାରେ ପୀଡ଼ିତଙ୍କୁ ନ୍ୟାୟ…
ନାରୀଶକ୍ତିକୁ ଆର୍ଥିକ କ୍ଷେତ୍ରରେ ସ୍ବାଧୀନତା ଦେବ ସୁଭଦ୍ରା: ମୋଦି
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ଅବସରରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ…
ଆଜି ଖଣ୍ଡପଡ଼ା ଏନ୍ଏସି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ
ଖଣ୍ଡପଡ଼ା,୧୭।୯(ଅଜୟ କୁମାର ମହାରଣା): ନିର୍ଦ୍ଧାରିତ ସୂଚନାକ୍ରମେ ଦୀର୍ଘ ୪୫ ଦିନ ପରେ ବିରୋଧୀ ବିଜେଡି କାଉନ୍ସିଲରଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଖଣ୍ଡପଡ଼ା ଏନ୍ଏସି ଅଧ୍ୟକ୍ଷା ଆରତୀ ପ୍ରଧାନଙ୍କ ବିରୋଧରେ ଭୋଟ ଗ୍ରହଣ କରାଯିବାର କାର୍ଯ୍ୟକ୍ରମ ରହିଛି। ଏଥି…
ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ଜନତା ମଇଦାନଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ହିତାଧିକାରୀଙ୍କ…

