୨୧ ଗ୍ରାମର ଲୋକେ ୨ ରାଜ୍ୟର ଭୋଟର
ପଟ୍ଟାଙ୍ଗି,୧୫ା୪(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଲୋକମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଆନ୍ଧ୍ର ନେଉଛି ଭୋଟ। ଫଳରେ କୋଟିଆ ଅନ୍ତର୍ଗତ ୨୧ଟି ଗ୍ରାମର ଲୋକମାନେ ଉଭୟ ଓଡ଼ିଶା ଏବଂ ଆନ୍ଧ୍ରକୁ ଭୋଟ ଦେଉଛନ୍ତି। ୨୦୨୧ରେ…
ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା
ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…
ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ
ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ. ଅମରେଶ…
ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି
ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ ବ୍ୟାସନଗରର…
ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର
ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା…
ଭାଜପାକୁ ଏମିତି କମେଣ୍ଟ ମାରିଲା ବିଜେଡି
ଭୁବନେଶ୍ୱର, ୧୪।୪(ସୁନିତ୍ ମିଶ୍ର):ବିଜେଡି ରାଜ୍ୟର ୧୧୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ୧୧୨ ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ଏଭଳି ସ୍ଥିତିରେ ଗତ ୧୦ ତାରିଖ ପରଠାରୁ ଭାଜପା ପରବର୍ତ୍ତୀ ପ୍ରାର୍ଥୀ…
୩୯ ଡିଗ୍ରୀ ଉପରେ ୧୦ ସହର: ଆହୁରି ବଢ଼ିବ ତାତି
ଭୁବନେଶ୍ୱର,୧୪।୪(ଅନୁରାଧା ମହାରଣା)- ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ପବନର ପ୍ରବାହ ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଦିନ ତାପମାତ୍ରାରେ ଧୀରେ ଧୀରେ ବୃଦ୍ଧି ଘଟୁଛି। ଏହି ପବନର ପ୍ରଭାବ ଆଗାମୀ ଦିନରେ ଆହୁରି ବୃଦ୍ଧି…
୭୫ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ
ଭୁବନେଶ୍ୱର:୧୪।୪: ପବିତ୍ର ପଣା ସଂକ୍ରାନ୍ତି ଅବସରରେ କଂଗ୍ରେସ ରବିବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୭୫ଜଣଙ୍କ ନାଁ ରହିଛି। ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ…
ଦୁଇ ଫୁଲମାଳାରେ ପରସ୍ପରକୁ ବାଛିଲେ ଜୀବନ ସାଥୀ
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ଜାତିଆଣ ଭେଦଭାବ ମଧ୍ୟ ନ ଥିଲା । ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ରବିବାର ଆଦର୍ଶ ଗଣବିବାହ ଅନୁଷ୍ଠିତ ହୋଇଯାଇଛି । ବାବା ସାହେବ…
ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ
କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି।…
ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ
ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା ତଥା ଘଟ ପର୍ବ ପାଳନ କରାଯାଇଛି l ଏହି ଉପଲକ୍ଷେ ବାବା ଜଗତେଶ୍ୱର ଓ…
ଡିଭାଇଡର୍ ଉପରେ ଚଢ଼ିଗଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର
ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…
Archives


