ମୋହନ ସରକାରଙ୍କ ବଡ଼ ଭେଟି: ଏହି ତାରିଖରେ ହିତାଧିକାରୀଙ୍କୁ ମିଳିବ ଭତ୍ତା ରାଶି!
ଭୁବନେଶ୍ୱର,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ରାଜ୍ୟବାସୀଙ୍କୁ ମୋହନ ସରକାର ବଡ଼ ଭେଟି ଦେବାକୁ ଯାଉଛନ୍ତି। ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ସରକାର ଟଙ୍କା ଦେବେ। ଅଗଷ୍ଟ ୧୫ ତାରିଖରେ ନୂଆ ହିତାଧିକାରୀଙ୍କୁ ଭତ୍ତା ରାଶି ମିଳିପାରେ ବୋଲି କୁହାଯାଉଛି। ହେଲେ…
ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଆଇଆଇଟି ମାଡ୍ରାସ
ଭୁବନେଶ୍ୱର,୧୩।୮(ଅସମାପିକା ସାହୁ): ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାର ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ରାଙ୍କିଙ୍ଗ୍ ଫ୍ରେମ୍ୱର୍କ(ଏନ୍ଆଇଆର୍ଏଫ୍) ୨୦୨୪ ଘୋଷଣା କରାଯାଇଛି। ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ପୁଣିଥରେ ଆଇଆଇଟି ମାଡ୍ରାସ ବିବେଚିତ ହୋଇଛି। ଉଭୟ ସାମଗ୍ରିକ (କ୍ରମାଗତ ଷଷ୍ଠଥର) ଏବଂ ଇଞ୍ଜିନିୟରିଂ (ଅଷ୍ଟମଥର) ବର୍ଗରେ…
‘ଭାରତ ମାତା କି ଜୟ’ ଏମିତି ଲେଖିଦେଲେ ରାଜସ୍ବ ମନ୍ତ୍ରୀ: ସୁଧାରିଲେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ସାରା ଦେଶରେ ପୁଣି ଥରେ ହର୍ ଘର୍ ତ୍ରିରଙ୍ଗର ଅଭିଯାନ ଆରମ୍ଭ ହୋଇଛି ।୧୩ ରୁ ୧୫ ଅଗଷ୍ଟରେ ନିଜ ଘର ଏବଂ ପ୍ରତିଷ୍ଠାନରେ ଜାତୀୟ ପତାକା ଲଗାଇବା ପାଇଁ ଆହ୍ବାନ ଦିଆଯାଇଛି। ରାଜ୍ୟ…
ଗାଁରେ ଗୋଷ୍ଠୀ ସଂଘର୍ଷ : ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି
ଆନନ୍ଦପୁର,୧୩।୮: କେନ୍ଦୁଝର ଜିଲା ଘଷିପୁରା ଥାନା ବୀରମିତ୍ରପୁର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟିଛି। ପୂର୍ବ ଶତ୍ରୁତାରୁ ଏହି ସଂଘର୍ଷ ଘଟିଥିବା ସୂଚନା ମିଳିଛି। ଗୋଷ୍ଠୀ ସଂଘର୍ଷରେ ୨ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ…
ଆଳୁ ପାଇଁ ସରକାର ଅନ୍ଧାରରେ ବାଡ଼ି ବୁଲାଉଛନ୍ତି : ବିଜେଡି
ଭୁବନେଶ୍ୱର,୧୩।୮(ଅନିଲଦାସ): ରାଜ୍ୟ ସରକାରଙ୍କ ଉଦାସୀନତା ଯୋଗୁ ରାଜ୍ୟରେ ଆଳୁ ସମସ୍ୟା ସୃଷ୍ଟି ହୋଇଛି । ଏହାର ସମାଧାନ ପାଇଁ ସରକାରଙ୍କ ପାଖରେ କୌଣସି ଯୋଜନା ନ ଥିଲା କି ଏ କ୍ଷେତ୍ରରେ କି ପଦକ୍ଷେପ ନେବେ ତା’ର ସ୍ପଷ୍ଟ ନୀତି ନାହିଁ…
ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା
ଭୁବନେଶ୍ୱର,୧୩।୮(ଅନିଲଦାସ): ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ…
ଛାତ୍ର ସଂସଦ ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ଆହ୍ବାନ
ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): ୨୦୨୪ ନିର୍ବାଚନ ପରେ ପ୍ରଥମଥର ପାଇଁ କଳାହାଣ୍ଡି ଜିଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପଠାରେ ସୋମବାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଛାତ୍ର ବିଜେଡି କାର୍ଯ୍ୟକାରୀ…
ଆଉ ନାହାନ୍ତି ବରଗଡ଼ ଧନୁଯାତ୍ରାର କଂସ ଅଭିନେତା ଏଲି
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ବାଧିକ ୨୩ଥର କଂସ ମହାରାଜ ଅଭିନୟ କରିଥିବା ଗୋପାଳ ସାହୁ ଓରଫ୍ ଏଲି ଆଉ ନାହାନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି। ବରଗଡ଼ ଜିଲା ବରପାଲି ବ୍ଲକ…
ବିଜେଡି ଟପିଗଲା ସବୁ ସୀମା କାହିଁକି ଏମିତି କହିଲେ…
ଭୁବନେଶ୍ୱର, ୧୨।୮(ସୁନିତ୍ ମିଶ୍ର): ବିଜେଡି ସବୁ ସୀମା ଟପିଛି। ଯେତେବେଳେ ହତାଶ ଏବଂ ପରାଜୟ ଗ୍ଳାନିରେ ନିରାଶ ଭାବକୁ ପ୍ରକାଶ କରିବା ପାଇଁ କୌଣସି ରାସ୍ତା ନ ଥାଏ, ସେତେବେଳେ ଏଭଳି ‘ଔଷଧ ବିକଳରେ ତାଟିଆ କାମୁଡିବା’ ପ୍ରକୃତି ଦେଖାଯାଏ। ୨୫…
ବିଜେଡି ସଭାପତିଙ୍କୁ ଭେଟିଲେ ପୁରୀ, ଭଦ୍ରକ,ନବରଙ୍ଗପୁର ଜିଲା ପ୍ରତିନିଧି
ଭୁବନେଶ୍ୱର,୧୩।୮(ଅନିଲଦାସ): ପୁରୀ ଓ ନବରଙ୍ଗପୁରର ବ୍ଲକ ଓ ପଞ୍ଚାୟତ ପ୍ରତିନିଧି ତଥା ଭଦ୍ରକ ପୌର ପରିଷଦର ସଭ୍ୟମାନେ ସୋମବାର ନବୀନ ନିବାସ ଠାରେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ବିଜେଡିକୁ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭାଜପା କାଉନସିଲର
ନୀଳଗିରି,୧୩।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍ଏଏସି)ରେ କିଛିଦିନ ହେଲା ରାଜନୈତିକ ହଟଚମଟ ଲାଗି ରହିଛି। ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୋଧରେ ଆସନ୍ତା ୧୪ ତାରିଖରେ ଅନସ୍ଥା ଭୋଟ ଗ୍ରହଣ କରାଯିବ। ଏଥିପାଇଁ ପୂର୍ବରୁ ସମସ୍ତ କାଉନସିଲରଙ୍କୁ ନୋଟିସ୍…
ସମବାୟ ବ୍ୟାଙ୍କ ସଭାପତି ପଦବୀରୁ ହଟିଲେ ଟି ପ୍ରସାଦ ରାଓ ଦୋରା
ଭୁବନେଶ୍ୱର,୧୨।୮: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି ସଦସ୍ୟ ଓ ସଭାପତି ପଦବୀରୁ ବିଜେଡି ନେତା ଟି ପ୍ରସାଦରାଓ ଦୋରାଙ୍କୁ ହଟାଇ ଦିଆଯାଇଛି। ଏଥିସହିତ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟିର ସଦସ୍ୟତା ଓ ପରିଚାଳନା କମିଟିର ସଭାପତି ପଦବୀକୁ…

