ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ
ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ ଅନିମିତତାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା କୋ-ଅପରେଟିଭ୍ ସୋସାଇଟି ରେଜିଷ୍ଟାର ଭୁବନେଶ୍ୱରଙ୍କ କାର୍ଯ୍ୟାଳୟ…
ମାଧବଙ୍କ ପାଇଁ ଅଗ୍ନି ପରୀକ୍ଷା
କେନ୍ଦୁଝର,୧୪ା୪(ଦୀପକ ମିଶ୍ର)ନିର୍ବାଚନ ଆସିଲେ କେନ୍ଦୁଝର ଜିଲା ତେଲକୋଇ ନିର୍ବାଚନ ମଣ୍ଡଳୀରେ ବହୁ ବିବାଦୀୟ ଘଟଣା ଘଟେ। ଗତ ୨୦୧୯ ନିର୍ବାଚନରେ ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡିରୁ ଇଂ. ପ୍ରେମାନନ୍ଦ ନାଏକ ନିର୍ବାଚିତ ହୋଇ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଥିଲେ। ତେବେ ୨୦୨୪…
ଜଳଛତ୍ର ଅଛି, ପାଣି ଦେବାକୁ ଲୋକ ନାହାନ୍ତି
ବ୍ରହ୍ମପୁର,୧୪ା୪(ସ୍ମୃତି ରଞ୍ଜନ ମହାଲିକ): ଖରାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲିବା ନେଇ ପଦକ୍ଷେପ ନିଆଯାଇଛି। ସେହି ଅନୁସାରେ କେତେକ ସ୍ଥାନରେ ଜଳଛତ୍ର ବି ଖୋଲିଛି। କିନ୍ତୁ ଜଳଛତ୍ର ଥିଲେ ବି ପାଣି…
ଚିକିତ୍ସକ ରହୁ ନ ଥିବାରୁ ଡାକ୍ତରଖାନାରେ ଝୁଲୁଛି ତାଲା
ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ରାଜ୍ୟ ସରକାର ସମସ୍ତ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ଗୁରୁତ୍ୱ ଦେଉଛନ୍ତି। ହାତପାଆନ୍ତରେ ସ୍ବାସ୍ଥ୍ୟସେବା ପାଇବା ଏହାର ଉଦ୍ଦେଶ୍ୟ ଥିବାବେଳେ ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଏହାର ବାସ୍ତବତା ଭିନ୍ନ। କୁକୁଡାଖଣ୍ଡି ବ୍ଲକ ବାଲିପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ବିକଳଚିତ୍ର…
ଓଡ଼ିଶାର କ୍ଷତି, ଆନ୍ଧ୍ର ବ୍ୟବସାୟୀ ମାଲାମାଲ
ପାରଳାଖେମୁଣ୍ଡି, ୧୪ା୪ (ଗିରିଧାରୀ ପରିଛା):ଗଜପତି ଜିଲା କାଶୀନଗର ସହରର ଆଖପାଖ ଅଞ୍ଚଳରେ ଥିବା ଜମିକୁ ଆନ୍ଧ୍ରର ମାଫିଆମାନେ କିଣି ସେଥିରେ ପ୍ଲଟିଂ କରି ବ୍ୟବସାୟ କରି ମାଲାମାଲ ହେଉଛନ୍ତି। କିନ୍ତୁ ବିଭିନ୍ନ ସ୍ଥାନରୁ ବେଆଇନ ମାଟି ଉଠାଇ ସେହି ଜମିରେ ଭର୍ତ୍ତି…
ଶଙ୍ଖ ଚିହ୍ନ ପାଇଁ ଭୋଟ କର
ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଥିଲେ ମଧ୍ୟ ଅନୁଗୋଳକୁ ଝୁଲାଇ ରଖାଯାଇଛି। ଫଳରେ ଦଳୀୟ ଟିକେଟ୍ ପାଇଁ ଲବି ଚଳାଇଥିବା…
ତୁଟୁନି ଭାଜପା କନ୍ଦଳ, ସୁବିଧା ସ୍ଥିତିରେ ବିଜେଡି
ରସୁଲପୁର,(ରଞ୍ଜିତ ରାଉତ)/ ଯାଜପୁର, (ହର୍ଷବର୍ଦ୍ଧନ ବେହେରା) ୧୪ା୪ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନମଣ୍ଡଳୀରେ ଭାଜପା ସ୍ଥିତି ବିବାଦୀୟ ହୋଇପଡୁଛି। ୨୦୨୪ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହେଲାଣି ଏବଂ ଭାଜପା ଦଳୀୟ ପ୍ରାର୍ଥୀ ଘୋଷଣା କରିସାରିଛି। ତଥାପି ଏଠାରେ ଦଳୀୟ କନ୍ଦଳ ତୁଟିପାରୁନାହଁ।…
ଭାଙ୍ଗିରୁଜି ଗଲାଣି ମୁକ୍ତାକାଶ ବ୍ୟାୟାମଶାଳା
ପଟ୍ଟାମୁଣ୍ଡାଇ,୧୪ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍ଏସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ପୌରପରିଷଦକୁ ୩୫ବର୍ଷ ପୂରିଥିବା ବେଳେ ପୌରାଞ୍ଚଳକୁ ସୌନ୍ଦର୍ଯ୍ୟକରଣ ପାଇଁ ଅନେକ କୋଟି ଟଙ୍କା ବ୍ୟୟ…
ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି
ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ ନେତାଙ୍କ ଉପରେ କ୍ରମାଗତ ଭରସା କରି ଚାଲିଥିବା ଦେଖିବାକୁ ମିଳୁଛି। କେବଳ ୨୦୧୯ରେ ଏହି…
ବିକ୍ରି ହେଉଛି ନିଷେଧ ଔଷଧ
ଜଗତ୍ସିଂହପୁର,୧୪।୪ (ପ୍ରମୋଦ କୁମାର ନାୟକ)ଅନେକ ସମୟରେ ଦେଖାଯାଉଛି ରୋଗୀ ଠିକ୍ ଔଷଧ ସେବନ କରିପାରୁନାହାନ୍ତି। ଏନେଇ ଯେଉଁସବୁ କାରଣ ଥାଉ ନା କାହିଁକି ଭୁଲ୍ ଓ ନିଷେଧ ଔଷଧ ସେବନ ଯୋଗୁ ରୋଗୀ ଅଧିକ ଅସୁସ୍ଥ ହୋଇ ପଡ଼ୁଛନ୍ତି। ଏପରି କି…
ଶକ୍ତି ପ୍ରଦର୍ଶନ କଲେ ଧର୍ମେନ୍ଦ୍ର, ଭର୍ତ୍ତୃହରି, ନୟନ
କଟକ, ୧୪।୪(ଶିଳ୍ପା ପ୍ରିୟଦର୍ଶିନୀ)ଭାଜପାର ମିଶ୍ରଣ ପର୍ବ ଶନିବାର କଲେଜଛକ ଠାରେ ଅନୁଷ୍ଠିତ ହୋଇଯାଇଛି। ସିଡିଏ ବିଜୁ ପଟ୍ଟନାୟକ ପାର୍କ ନିକଟରୁ ପ୍ରଥମେ ଏକ ବାଇକ୍ ଶୋଭାଯାତ୍ରା ବାହାରି ବିହାରୀବାଗଠାରେ ପହଞ୍ଚତ୍ଥିଲା। ପରେ କାଳିଆବୁଦାଠାରେ ଥିବା ଗୁରୁଦ୍ୱାରାରେ ପହଞ୍ଚତ୍ ଶିଖ୍ ସମ୍ପ୍ରଦାୟର ଲୋକଙ୍କ…
ସୋନିଆଙ୍କୁ ଭେଟିଲେ ନରସିଂହ
ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀ ୧୦ଜନପଥସ୍ଥିତ ଗାନ୍ଧୀଙ୍କ ବାସଭବନରେ ଅନୁଷ୍ଠିତ…
Archives


