ରାଜ୍ୟ

ଅଧ୍ୟକ୍ଷାଙ୍କ ବିପକ୍ଷରେ ସମସ୍ତ କାଉନସିଲର ଦେଲେ ଭୋଟ୍‌, ହାରିଗଲେ ଅଧ୍ୟକ୍ଷା

ଭବାନୀପାଟଣା,୧୨ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାରେ ସୋମବାର ପୂର୍ବାହ୍ନ ୧୧ ଟାରେ ଅନାସ୍ଥା ଭୋଟ ଗ୍ରହଣ କରାଯାଇଥିଲା। ସ୍ଥାନୀୟ ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରାଙ୍କ ବିପକ୍ଷରେ ସମସ୍ତ ୨୦ କାଉନସିଲର ଭୋଟ୍‌ ଦେଇଥିଲେ ବୋଲି ଉପାଧ୍ୟକ୍ଷା ବିଷ୍ଣୁ ପ୍ରଧାନ…

ବାଂଲାଦେଶୀ ନାଁରେ ପଶ୍ଚିମବଙ୍ଗ ଲୋକଙ୍କୁ ମାଡ଼, ଏମିତି କହିଲେ ଭାଜପା ଉପମୁଖ୍ୟ ସଚେତକ

ଭୁବନେଶ୍ୱର,୧୨।୮: ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ରାଜ୍ୟରେ ହାଇ ଆଲର୍ଟ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅନୁପ୍ରବେଶକାରୀଙ୍କ ଉପରେ ନଜର ରଖାଯାଇଛ। ଜଳ ଓ ସ୍ଥଳପଥ…

ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ୍‌, କୁନି ପୁଅ ଆଗରେ ଚାଲିଗଲା ମା-ବାପାଙ୍କ ଜୀବନ

ଉମରକୋଟ,୧୨ା୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟର କୁନ୍ଦେଇ ଥାନା ରାବଣାଗୁଡ଼ା ଛକ ନିକଟରେ ସୋମବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ୍‌ ଉପରେ ଏକ ଟ୍ରକ୍‌ ମାଡ଼ି ଯିବାରୁ ମା-ବାପାଙ୍କ ଜୀବନ ଚାଲିଯାଇଥିବା ବେଳେ ୯ ବର୍ଷର ପୁଅ ଅଳ୍ପକେ…

ଯେତେ ଖୋଲୁଛି ସେତେ ମିଳୁଛି, ଯନ୍ତ୍ରୀଙ୍କ ଘରୁ ବାହାରୁଛି ପୁଳାପୁଳା ସୁନା, ଘରେ ଅଛି ସୁନାର ଗଣେଶ ଠାକୁର

ଭୁବନେଶ୍ୱର,୧୨।୮: ପୂର୍ବତନ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ତାଙ୍କ ନାଁରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ପରେ ସ୍ବତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ…

ପୁରୀରେ ପ୍ରବଳ ବର୍ଷା ଘଡ଼ଘଡ଼ି ସହ ବଜ୍ରପାତ: ଜଣେ ମହିଳାଙ୍କ ଜୀବନ ଗଲା, ୮ ଆହତ

ପୁରୀ,୧୨ା୮: ପୁରୀରେ ସୋମବାର ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ବଜ୍ରପାତ ହୋଇଛି। ଫଳରେ ଜଣେ ମହିଳାଙ୍କ ଜୀବନ ଯାଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଛଇତନା ଭୋଇସାହିରେ ଏହି ବଜ୍ରପାତ ଘଟିଛି। ତେବେ ସମସ୍ତ ଆହତଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟରେ…

ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଭୁବନେଶ୍ୱର,୧୨।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି। ଆର୍‌ଆଣ୍ଡ୍‌ବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ରେଡ୍‌ ହୋଇଥିବା ଜଣାପଡିଛି। ଭୁବନେଶ୍ବର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ରେଡ୍‌ ଚାଲିଛି।…

ସୁରକ୍ଷା ଖୋଜୁଛି ଗଜରାଜ

ଭୁବନେଶ୍ୱର,୧୨ା୮(ଅସମାପିକା ସାହୁ):ଅଗଷ୍ଟ ୧୨ ସୋମବାର ହେଉଛି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କୁ ସୁରକ୍ଷା ଦେବା ସହ ସେମାନଙ୍କ ସଂରକ୍ଷଣ ଦିଗରେ ସଚେତନତା କରିବା ପାଇଁ ଏହି ଦିବସ ପାଳନ କରାଯାଉଛି। କିନ୍ତୁ ବାସ୍ତବରେ ଏମାନଙ୍କ ସୁରକ୍ଷାରେ ଅବହେଳା ଓ ହାତୀ-ମଣିଷ ଲଢ଼େଇ…

ହୀରାକୁଦ ନଦୀବନ୍ଧ ବିସ୍ଥାପିତଙ୍କୁ ଡିସେମ୍ବର ଶେଷ ସୁଦ୍ଧା ମିଳିବ ଜମି ପଟ୍ଟା

ଭୁବନେଶ୍ୱର,୧୧।୮: ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତଙ୍କୁ ଜମି ପଟ୍ଟା ଦିଆଯିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ଚଳିତବର୍ଷ ଡିସେମ୍ବର ଶେଷ ସୁଦ୍ଧା ଜମି ପଟ୍ଟା ଦେବା ଲାଗି ମନ୍ତ୍ରୀ ପୂଜାରୀ ଝାରସୁଗୁଡ଼ାର ଏକ…

ଅନ୍ଧାରରେ ଜିଲା ମୁଖ୍ୟ ଚିକିତ୍ସାଳୟ, ରୋଗୀ ହଟହଟା

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲି ଟୁକୁର୍ଲାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରୁ ରବିବାର ଅପରାହ୍ନ ସାଢ଼େ ୩ଟାରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହୋଇଯାଇଛି। ଫଳରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସର ଅନ୍ଧକାର ହୋଇପଡ଼ିଛି। ଖବର ଲେଖାହେବା ସୁଦ୍ଧା(ରାତି ସାଢ଼େ ୮ଟା…

ସାଙ୍ଗମାନଙ୍କ ସହ ବୁଲିବାକୁ ଆସି ଡ୍ୟାମ୍‌ରେ ବୁଡ଼ିଗଲେ ଯୁବକ

ଚୌଦ୍ବାର,୧୧।୮: କଟକ ଚୌଦ୍ବାର ମଙ୍ଗରାଜପୁର ସ୍ଥିତ ଡମଡମଣୀ ଡ୍ୟାମ୍‌ରେ ରବିବାର ଏକ ଅଘଟଣ ଘଟିଛି। ଡ୍ୟାମ୍‌ରେ ବୁଡ଼ି ଯୁବକ ଜଣକ ନିଖୋଜ ହୋଇଯାଛନ୍ତି। ନିଖୋଜ ଯୁବକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳି ନ ଥିବା ବେଳେ ତାଙ୍କୁ ଘର ବିରିବାଟୀ ଅଞ୍ଚଳରେ ବୋଲି…

ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ବଡ଼ ଧରଣର ଅଗ୍ନିକାଣ୍ଡ

କଟକ, ୧୧।୮: କଟକ ଜଗତପୁର ଶିଳ୍ପାଞ୍ଚଳର ଏକ ଆଲୁମିନିୟମ ବାସନ ଫ୍ୟାକ୍ଟ୍ରିରେ ରବିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଜଳିଗଲା ବାସନ ସାମଗ୍ରୀ। ଖବର ପାଇ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି। କେଉଁ…

କିଏ, କଉଁଠି କରିବେ ପତାକା ଉତ୍ତୋଳନ, ଜାଣନ୍ତୁ…

ଭୁବନେଶ୍ୱର,୧୧।୮: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କି’ଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ସରକାରଙ୍କ ପକ୍ଷରୁ ରବିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧୀମାର୍ଗରେ ଅନୁଷ୍ଠିତ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?