ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ଆଇନମନ୍ତ୍ରୀ , କହୁ କହୁ କହିଦେଲେ…
ଭୁବନେଶ୍ୱର,୧୧।୮: ନିର୍ବାଚନ ସୟରେ ଏବଂ ତା ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଏକ ସରକାରୀ ହେଲିକପ୍ଟରରେ ସାରା ଓଡ଼ିଶା ବୁଲି ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା । ଏହାକୁ ନେଇ ଏବେ ଭାଜପା ଆକ୍ସନମୋଡରେ ଅଛି। ପୂର୍ବରୁ ପରିବହନ ମନ୍ତ୍ରୀ ବିଭୂତି ଜେନା…
ପ୍ରଥମେ ଆଳୁ ଗାଡ଼ି ଛାଡ଼ିଲେନି, ପରେ ଆଳୁ ଜଗିବାକୁ ଲଗାଇଲେ…
ପଶ୍ଚିମବଙ୍ଗ,୧୧।୮: ପ୍ରଥମେ ଆଳୁ ଗାଡ଼ି ଛାଡ଼ିଲେନି, ପରେ ଆଳୁ ଟ୍ରକ୍ ଜଗିବାକୁ ସିସିଟିଭି ଲଗାଇଲେ। ଗଳାବାଟ ଦେଇ ଅଳୁ ଆସୁଥିବା ଜାଣି ଚିହିଁକି ଉଠିଲା ପଞ୍ଚିମବଙ୍ଗ ସରକାର। ଓଡ଼ିଶା ସୀମା ନୀଳଦା ଗାଁର ରାସ୍ତା ପାର୍ଶ୍ୱରେ ପଶ୍ଚିମବଙ୍ଗ ପୋଲିସ ସିସିଟିଭି ଲଗାଇ…
୩ ଜିଲାରେ ଜମି କିଣିଛି ରଙ୍ଗିଲା ସତ୍ୟଜିତ
ଭୁବନେଶ୍ୱର,୧୧ା୮(ସୂର୍ଯ୍ୟକାନ୍ତ ବେହେରା): ମିଥ୍ୟା ପରିଚୟ ଦେଇ ବହୁ ମହିଳାଙ୍କୁ ବିବାହ ବାହାନାରେ ଲକ୍ଷ ଲକ୍ଷ ଟଙ୍କା, ଗାଡ଼ି ଆଦି ଠକିଥିବା ସତ୍ୟଜିତ ସାମଲଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ୫ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଶନିବାର ସକାଳେ ତାଙ୍କୁ ଝାରପଡ଼ା ଜେଲରୁ ଆଣିବା…
ସବୁଦିନ ଟ୍ରାଫିକ୍ ଜାମ
ଭୁବନେଶ୍ୱର,୧୧ା୮(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍ ଜାମ୍ ସହରୀଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ପଦାକୁ ବାହାରିଲେ ଭିଡ଼ରେ ଫସିବା ଭୟ ରହୁଛି। ଅଫିସ୍ ବା ଗନ୍ତବ୍ୟସ୍ଥଳରେ କେତେବେଳେ ପହଞ୍ଚତ୍ବେ ଆଶଙ୍କାରେ ରହୁଛନ୍ତି। ସେହିଭଳି ସହରକୁ ଆସୁଥିବା ବା ସହର ଦେଇ ଯିବାଆସିବା କରୁଥିବା…
ସମୁଦ୍ର ଦେଇ ମାଡି ଆସୁଛନ୍ତି, ତଟରେ କଡ଼ା ନଜର
ଭଦ୍ରକ,୧୧ା୮(ସନାତନ ରାଉତ): ବାଂଲାଦେଶରେ ହିଂସା ଯୋଗୁ ଦେଶରେ ଅସ୍ଥିରତା ଲାଗି ରହିଛି। ଉତ୍ତେଜନାପୂର୍ଣ୍ଣ ସ୍ଥିତି ରହିଥିବାରୁ ବାଂଲାଦେଶୀମାନେ ଭାରତ ଆସିବାର ସମ୍ଭାବନା ରହିଛି। ଦେଶ ଛାଡ଼ି ଅନୁପ୍ରବେଶକାରୀମାନେ ସମୁଦ୍ର ପଥ ଦେଇ ବୋଟ୍ ଯୋଗେ ପଳାଇ ଆସିବାର ଆଶଙ୍କାରେ ସରକାରଙ୍କ ପକ୍ଷରୁ…
୧୪ରୁ ପୁଣି ବଢ଼ିବ ବର୍ଷା
ଭୁବନେଶ୍ୱର, ୧୧ା୮(ଅସମାପିକା ସାହୁ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ ବର୍ଷା ଲାଗି ରହିଛି। ଶନିବାର ନୟାଗଡ଼ରେ ସର୍ବାଧିକ ୨୫.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ମାଲକାନଗିରିରେ ୧୩.୪, ସୋନପୁର ୧୨, ବାରିପଦା ୮.୪, ବଲାଙ୍ଗୀର ୮, ଢେଙ୍କାନାଳ ୭.୬ ଓ ରାଉରକେଲାରେ…
ପୁରୀ ସମୁଦ୍ରରେ ବୁଲୁଛି ଯୁଦ୍ଧ ଜାହାଜ, ହାଇ ଆଲର୍ଟ!
ପୁରୀ,୧୧ା୮( ଅଜିତ୍ କୁମାର ମହାନ୍ତି): ଏୟାର ଶୋ’ ପରେ ଏବେ ପୁରୀରେ ଅନୁଷ୍ଠିତ ହେବ ନୌସେନା ଦିବସ ବା ନାଭାଲ୍ ଡେ। ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ସ୍ବର୍ଣ୍ଣାଭ ବେଳାଭୂମିରେ ନୌସେନା ଦିବସ ଅନୁଷ୍ଠିତ ହେବ। ଏହାପୂର୍ବରୁ ନୌସେନା ମୁଖ୍ୟଙ୍କ…
ରାଜ୍ୟ ସରକାରଙ୍କୁ ଜମି ଓ ଅର୍ଥ ମାଗିବା ଛଡ଼ା କେନ୍ଦ୍ର ସରକାର ଆଉ କିଛି କରିନାହାନ୍ତି : ବିଜେଡି
ଭୁବନେଶ୍ୱର, ୧୧।୮(ଅନିଲଦାସ): ଗତ ୮ ବର୍ଷ ମଧ୍ୟରେ ଓଡ଼ିଶା ପାଇଁ କୌଣସି ନୂଆ ରେଳଲାଇନ ମଞ୍ଜୁର ହୋଇନାହିଁ। କିଛି ପ୍ରକଳ୍ପ ବଜେଟରେ ମଞ୍ଜୁରୀ ପାଇ ମଧ୍ୟ କେନ୍ଦ୍ର ସରକାର ଶୀତଳଭଣ୍ଡାରରେ ରଖି ଦେଇଛନ୍ତି। ଅଣଭାଜପା ଶାସିତ ରାଜ୍ୟ ପ୍ରତି କେନ୍ଦ୍ର ସରକାର…
ବକ୍ସାଇଟ ଖଣି ପରିଦର୍ଶନ ପୁର୍ବରୁ ଜିଲା ପ୍ରଶାସନ, ନାଲକୋ’କୁ ବିରୋଧ କଲେ ଗ୍ରାମବାସୀ, ନିରାଶ ହୋଇ ଫେରିଲେ କେନ୍ଦ୍ରମନ୍ତ୍ରୀ
ପଟ୍ଟାଙ୍ଗି, ୧୦ା୮: (ଶରତ ଧଳ)ଆଜି ନାଲକୋ ତରଫରୁ ସେରୁବନ୍ଧ ଖଣିର ବକ୍ସସାଇଟ ଖନନ ପାଇଁ ଭୂମିପୂଜା କରିବାର କାର୍ଯ୍ୟକ୍ରମ ଥିଲା । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଆନୁସାରେ କେନ୍ଦ୍ର ଖଣି ରାଷ୍ଟ୍ରମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ବିଶାଖାପାଟଣାର ବିମାନ ବନ୍ଦରରୁ ବାହାରି…
ଦାରିଙ୍ଗବାଡ଼ି ବିଡିଓଙ୍କ ଫୋନ୍ ନମ୍ବର ହ୍ୟାକ୍, ପିଏମ୍ କିଷାନ ଆପ୍ ଇନ୍ଷ୍ଟଲ କରିବାକୁ ହ୍ୟାକର୍ କରୁଛନ୍ତି ନିବେଦନ
ଦାରିଙ୍ଗବାଡ଼ି,୧୦ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ରଙ୍କ ମୋବାଇଲ ନଂ ୯୪୩୮୩୫୪୫୬୬କୁ କୌଣସି ହ୍ୟାକର ହ୍ୟାକ୍ କରିନେଇଛନ୍ତି। ବିଡିଓ ଯେଉଁସବୁ ସାମାଜିକ ଗଣମାଧ୍ୟମରେ ଅଛନ୍ତି ସେଗୁଡ଼ିକରେ ହ୍ୟାକର ଜଣକ ପିଏମ୍ କିଷାନ ଆପ୍କୁ ପୋଷ୍ଟ କରି ଉକ୍ତ ଆପ୍କୁ…
ଜାତୀୟ କୃମିନାଶକ ଦିବସରେ ରାଜ୍ୟର ୧୯ଟି ଜିଲାରେ ଔଷଧ ବଣ୍ଟନ
ଭୁବନେଶ୍ୱର,୧୦ା୮: ଜାତୀୟ କୃମିନାଶକ ଦିବସ ପାଳନ ଅବସରରେ ଆଜି ରାଜ୍ୟର ୧୯ଟି ଜିଲାରେ କୃମିନାଶକ ଔଷଧ ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଜିଲାଗୁଡ଼ିକରେ ୧ରୁ ୧୯ ବର୍ଷ ପର୍ଯ୍ୟନ୍ତ ବାଳକ, ବାଳିକା ଏବଂ ୨୦ରୁ ୨୪ ବର୍ଷ ପର୍ଯ୍ୟନ୍ତ ମହିଳାଙ୍କୁ…
ଅଗଷ୍ଟ ୧୫ରେ ସୁଭଦ୍ରା ଯୋଜନା ପାଇଁ ଆସିବ ଏସ୍ଓପି, ଜାଣନ୍ତୁ ଏଥିରୁ କେଉଁମାନେ ପଡ଼ିବେ ବାଦ୍
ଭୁବନେଶ୍ୱର,୧୦ା୮: ଆସନ୍ତା ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସୁଭଦ୍ରା ଯୋଜନା ପାଇଁ ଏସ୍ଓପି ଆସିବ। ଏହି ଯୋଜନାରେ କିଏ ପାଇବେ, କିଏ ପାଇବେନି, ତାର ସ୍ପଷ୍ଟ ଚିତ୍ର ରହିବ। ସୁଭଦ୍ରା ଯୋଜନା ପାଇଁ ଆଧାର କାର୍ଡ ହିଁ ଯଥେଷ୍ଟ। ତେବେ ଉଚ୍ଚ…

