ରାଜ୍ୟ

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ ଦେଓ ନଦୀ ପୋଲ ଉପରେ ଗୁରୁବାର ରାତିରେ ବଳଦ ଚୋରା ଚାଲାଣ କରୁଥିବା…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ ଏକ ଅଜଣା ମୃତଦେହ ଦେଖିବାକୁ ମିଳିଛି। ଗୁରୁବାର ଅପରାହ୍ନରେ ଏହି ମୃତଦେହଟି ଝରଣା…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ ଶେଷ ହୋଇନାହିଁ। କାଗଜ, କଲମରେ କ୍ରୟ ହୋଇ ସାରିଥିବା ବେଳେ ଏବେ ମଧ୍ୟ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ ଦୁର୍ବୃତ୍ତ କାଟି ଚୋରି କରି ନେଉଥିବା ଅଭିଯୋଗ ହୋଇଛି। ଗୋଟିଏ ସ୍ଥାନରେ ରେଲିଂ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ ପାଚିକା ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିଥିଲା l ସେହି ଗ୍ରାମର ପଦ୍ମିନୀ ଜଗତ…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା ଦେବା ସହ ସ୍କୁଟି ଆରୋହୀଙ୍କୁ ଚାପିଦେଇଛି। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର ପୌରପରିଷଦର ପୌରାଧ୍ୟକ୍ଷା ରଜନୀରାଣୀ ଖଟୁଆଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଉପଜଲାପାଳଙ୍କୁ ଦାବିପତ୍ର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ ଏବଂ ଗୀତା ଦାସ ଗାଇବେ । ଲକ୍ଷ୍ମୀପୁରାଣକୁ ନେଇ ସରକାର ଅନନ୍ୟ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର ଦିନ ଚିଠି ନଂ ୧୫୬୭ରେ ନିଲମ୍ବନ ନେଇ ଘୋଷଣା କରିଛନ୍ତି । କହିରଖୁଛି…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର କାରଣ ପାଲଟିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷାପାଣି…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ ହେବାରେ ଲାଗିଛି। ବିଶେଷକରି ଗୋଖରକୁଦାଠାରୁ ବଟେଶ୍ୱର ମନ୍ଦିର ବେଳାଭୂମି ପର୍ଯ୍ୟନ୍ତ ବେଳାଭୂମି ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା। ସେ ନାଇଡୁ ପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?